ଚାଇନାର ପ୍ରହାରରେ ଆମେରିକୀୟ ଶେୟାର ବଜାରରେ ହାହାକାର
ଓ୍ବାଶିଂଟନ୍,୪।୪: ବିଶ୍ୱର ଦୁଇଟି ବୃହତ୍ ଅର୍ଥନୀତି ପରସ୍ପର ସହିତ ଟାରିଫ୍ ଓ୍ବାର୍ ଆରମ୍ଭ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ…
ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ଏତେ କମିଗଲା ସୁନାଦର, ଜାଣନ୍ତୁ ୧୦ଗ୍ରାମ ପିଛା ଦେବାକୁ ପଡିବ…
ନୂଆଦିଲ୍ଲୀ,୪।୪: ଆଜି ସୁନା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି। ଗୋଟିଏ ପଟେ ନିବେଶକମାନେ ଏଥିରୁ ଲାଭ ପାଉଥିବାବେଳେ, ଅନ୍ୟପଟେ ଗ୍ରାହକଙ୍କ ଉପରେ ଚାପ ବୃଦ୍ଧି ପାଇଛି। ଆମେରିକାର ମର୍ଣ୍ଣିଂଷ୍ଟାରର ଜଣେ ବିଶ୍ଳେଷକ ଭବିଷ୍ୟତବାଣୀ କରିଛନ୍ତି ଯେ ଆଗାମୀ ବର୍ଷଗୁଡ଼ିକରେ…
ରାଜ୍ୟସ୍ତରୀୟ ଓପନ ବଡିବିଲଡିଂ ଚମ୍ପିୟାନଶିପ: ସ୍ବର୍ଣ୍ଣ ପଦକ ଜିତିଲେ ଅନନ୍ତ
ଭୁବନେଶ୍ୱର,୪।୪: ଓଡ଼ଶା ବଡି ବିଲଡିଂ ସଂଘ ପୁରୀ ପକ୍ଷରୁ ଆୟୋଜିତ ବୀର କଳିଙ୍ଗ ପୁତ୍ର ରାଜ୍ୟସ୍ତରୀୟ ଓପନ ବଡି ବିଲଡିଂ ଚମ୍ପିୟାନଶିପ ୨୦୨୫ରେ ଭୁବନେଶ୍ୱରର ଅନନ୍ତ କୁମାର ନାୟକ ପ୍ରଥମ ସ୍ଥାନ ଅଳଙ୍କୃତ କରିବା ସହିତ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।…
ବ୍ୟବସାୟ ନୁହେଁ, ସାଲିସ୍ବିହୀନ ଶିକ୍ଷାକୁ ପ୍ରାଧାନ୍ୟ
ଯୁବୋଦୟ ଇନ୍ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ସମ୍ବଲପୁରରେ ୧୯୭୧ରେ ଜନ୍ମଗ୍ରହଣ କରିଥିଲେ। କଟକରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ଦିଲ୍ଲୀରେ ଏମ୍ବିଏ କରିବା ପରେ ସେଠାରେ ଏକ କମ୍ପାନୀରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ ନିଜ ଜନ୍ମମାଟିରେ ଓଡ଼ିଶାରେ କିଛି କରିବାକୁ ଚାହଁୁଥିଲେ।…
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଘୋଷଣା ହେବା ପରେ ସୁନା ଉପରେ ପଡିଲା ବଡ଼ ପ୍ରଭାବ, ୧୦ ଗ୍ରାମ ସୁନାର ମୂଲ୍ୟ ହେଲା…
ନୂଆଦିଲ୍ଲୀ,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଘୋଷିତ ନୂଆ ଟାରିଫ (ଆମଦାନୀ ଶୁଳ୍କ) ଯୋଗୁ ସୁନାର ମୂଲ୍ୟ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଏହି ଟାରିଫ ଘୋଷଣା ପରେ ବିଶ୍ୱ ବଜାରରେ ଅନିଶ୍ଚିତତା ବୃଦ୍ଧି ପାଇଛି, ଯାହା ଫଳରେ…
ଔଷଧ ଠାରୁ ଆରମ୍ଭ କରି ଷ୍ଟିଲ ଓ ଅଳଙ୍କାର ଯାଏ…ଆମେରିକାର ୨୬% ଟାରିଫ୍ରେ ଭାରତ ଉପରେ କ’ଣ ପଡିବ ପ୍ରଭାବ
ନୂଆଦିଲ୍ଲୀ, ୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସବୁ ଦେଶ ପାଇଁ ଟାରିଫ୍ ଘୋଷଣା କରିଛନ୍ତି । ଏହି ଟାରିଫ୍ ଅନୂଯାୟୀ ଭାରତ ସମେତ ବିଭିନ୍ନ ଦେଶ ଉପରେ ଏକ ନୂଆ ରିସିପ୍ରୋକାଲ ଟାରିଫ (ପାରସ୍ପରିକ ଶୁଳ୍କ) ଲାଗୁ କରାଯିବ। ଏହି…
ବଜାର ଚାହିଦାକୁ ଦେଖି ବ୍ୟବସାୟ କରିବା ଉଚିତ
କେନ୍ଦୁଝର ଜିଲା ବଡ଼ବିଲଠାରେ ଏସେନ୍ ହିରୋର ନିର୍ଦ୍ଦେଶକ ପ୍ରଦୀପ କୁମାର ଥାକରଙ୍କ ଜନ୍ମ। ସେଠାରେ ସ୍କୁଲ ପଢ଼ା ସାରିବା ପରେ ଭୁବନେଶ୍ୱର ବିଜେବି କଲେଜରୁ ବାଣିଜ୍ୟରେ ସମ୍ମାନ ସହ ସ୍ନାତକ ଉତ୍ତୀର୍ଣ୍ଣ ହୋଇଥିଲେ। ଫାଇନାନ୍ସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ ପରେ ଚାକିରି…
୮୬୪.୪୫ କୋଟିର ଖଣିଜ ରାଜସ୍ବ ବାଟମାରଣା
ରାଜ୍ୟରେ ଗତ ୨୨ ବର୍ଷରେ ଖଣି ଅଞ୍ଚଳରେ ଲିଜ୍ଧାରୀମାନେ ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି। ଭାରତର ମହାଲେଖା ନିୟନ୍ତ୍ରକ (ସିଏଜି) ତାଙ୍କ ରିପୋର୍ଟରେ ରାଜ୍ୟର ଖଣିଜ ଦୁର୍ନୀତି ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିଛନ୍ତି। ବେଆଇନ ଉତ୍ତୋଳନ ପାଇଁ ସୁପ୍ରିମ୍କୋର୍ଟ…
ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର
ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଭଳି ପ୍ରମୁଖ ପ୍ଲାଟଫର୍ମ ସମସ୍ୟା ଦେଇ ଗତି କରୁଛନ୍ତି। ରିପୋର୍ଟ…
ମହିଳାଙ୍କର ଏହି ଯୋଜନାର ଡେଡ୍ଲାଇନକୁ ବଢାଇଲେ ସରକାର?
ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025 ଠାରୁ ଆନୁଷ୍ଠାନିକ ଭାବରେ ବନ୍ଦ କରିଦିଆଯାଇଛି। ଏହାର ଅର୍ଥ ହେଉଛି ଏହି ଯୋଜନା ଅଧୀନରେ…
କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର
ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି ଗଭର୍ନର ଭାବେ ନିଯୁକ୍ତି ହୋଇଛନ୍ତି। ତାଙ୍କୁ ତିନି ବର୍ଷ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ…
Ghibli Style Artରୁ କେମିତି କମାଇବେ ଟଙ୍କା, ଟ୍ରିକ୍ ଜାଣି ନିଅନ୍ତୁ ଲାଭରେ ରହିବେ…
ଟ୍ରେଣ୍ଡରେ Ghibli Style Art। ସମସ୍ତେ ଏହି ଟ୍ରେଣ୍ଡ ଫଲୋ କରୁଛନ୍ତି। ସୋସିଆଲ ମିଡିଆରେ ଏହଭିଳି ଅନେକ ଫଟୋ ଘୂରି ବୁଲୁଛି। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଆପଣ ଏଥିରୁ ଟଙ୍କା ମଧ୍ୟ ରୋଜଗାର କରିପାରିବେ? ଏଥିପାଇଁ ବେଶୀ କିଛି…

