ବାଣିଜ୍ୟ

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର ଉପରେ ଆକର୍ଷଣୀୟ ରିହାତି ଦିଆଯାଉଛି। ଫ୍ୟାଶନ ବ୍ରାଣ୍ଡ ସାମଗ୍ରୀ ଉପରେ ବର୍ତ୍ତମାନ ୫୦%ର ରିହାତି…

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଦୈନନ୍ଦିନ ଜୀବନରେ ବିଜ୍ଞାନଭିତ୍ତିକ ଚିନ୍ତାଧାରାକୁ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ଏହି…

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର ଆନୁଷ୍ଠାନିକ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବରେ…

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ସହ ଆମେରିକାର ମୁଦ୍ରାସ୍ଫୀତ ହାର କମିବା ଯୋଗୁ ଭାରତୀୟ ପୁଞ୍ଜିବଜାରରେ ବଡ…

୪ ଦିନରେ ନିବେଶକ ହରାଇଲେ ୧୦ଲକ୍ଷ କୋଟି

ଭୁବନେଶ୍ୱର,୨୦।୧୨:ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ୪ଟି କାର୍ଯ୍ୟଦିବସର ଫଳାଫଳ…

ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର, ବଢିବ ଇପିଏଫ ବେତନ ସୀମା!

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାର ଖୁବ ଶୀଘ୍ର କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ଯୋଜନା ଅନ୍ତର୍ଗତ ବେତନ ସୀମାକୁ ବଢାଇପାରନ୍ତି। ବର୍ତ୍ତମାନ ଏହା ୧୫,୦୦୦ରୁ, ୨୧, ୦୦୦ ଟଙ୍କାକୁ ବୃଦ୍ଧି କରିବାର ସମ୍ଭାବନା ରହିଛି। ଗତ କିଛି ଦିନ ଧରି ଇପିଏଫ…

ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ସହ ଇମ୍ଫାର ବୁଝାମଣା

ଭୁବନେଶ୍ୱର,୧୯।୧୨: ଇଣ୍ଡିଆ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜେ (ଇମ୍ଫା) ଲିମିଟେଡ୍‌ ଏବଂ ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଇମ୍ପାର ସ୍ମେଲଟର ୟୁନିଟ୍‌ ଲାଗି ଅକ୍ଷୟ ଶକ୍ତି ସଂଗ୍ରହ କରିବା ନିମନ୍ତେ ଜେଏସ୍‌ଡବ୍ଲ୍ୟୁ ଏନର୍ଜି…

ଫେବୃଆରୀ ୨୮ରୁ ଇଣ୍ଡ୍‌ପ୍ଲାସ୍‌-୨୫

ଭୁବନେଶ୍ୱର,୧୯।୧୨: ଇଣ୍ଡିଆନ୍‌ ପ୍ଲାଷ୍ଟିକ୍‌ ଫେଡେରେଶନ (ଆଇପିଏଫ୍‌)ର ବହୁ ପ୍ରତୀକ୍ଷିତ ବି୨ବି କାର୍ଯ୍ୟକ୍ରମ ତଥା ଅନ୍ତର୍ଜାତୀୟ ପ୍ଲାଷ୍ଟିକ୍‌ ପ୍ରଦର୍ଶନୀ ‘ଇଣ୍ଡ୍‌ପ୍ଲାସ୍‌-୨୫’ର ୧୦ମ ସଂସ୍କରଣ କୋଲକାତାର ବିଶ୍ୱ ବାଙ୍ଗଳା ମେଳା ପ୍ରାଙ୍ଗଣରେ ଅନୁଷ୍ଠିତ ହେବାକୁ ଯାଉଛି। ଏପରିକି ଏହି ମେଳା ୨୦୨୫ ଫେବୃଆରୀ ୨୮ରୁ…

ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି

ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା କରାଯାଇଥିବା ଏକ ତଦନ୍ତରୁ ଏହି ଖୁଲାସା ହୋଇଛି। ସୂତ୍ରରୁ ପ୍ରକାଶ…

ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ

ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର. ମହାଦେବନଙ୍କ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ଛୋଟ ପ୍ୟାକେଟରେ ନଡ଼ିଆ ତେଲକୁ ଖାଇବା…

ଟିପିସିଓଡିଏଲ୍‌ର ଗୁଣବତ୍ତା ମାସ

ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘କ୍ୱାଲିଟି: ଫ୍ରମ୍‌ କମ୍ପ୍ଲାଏନ୍‌ସ ଟୁ ପରଫରମାନ୍ସ’ ରହିଥିଲା। ଏପରିକି ମାସେ ବ୍ୟାପୀ ଚାଲିଥିବା…

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ ଆର୍‌ଇ ଉତ୍ସାହୀମାନେ ବର୍ତ୍ତମାନ ସହଜରେ ନିଜର ବିଦ୍ୟମାନ ମୋଟରସାଇକେଲଗୁଡିକୁ ବିକ୍ରି ଏବଂ ରୟାଲ ଏନ୍‌ଫିଲ୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri