ବଜାରରେ ରୟାଲ ଏନ୍ଫିଲ୍ଡର ଅଲ୍
ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍ ନ୍ୟୁ କ୍ଲାସିକ୍ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି କ୍ଲାସିକ୍ ୬୫୦ରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଓ ଫିଚର ସାମିଲ ରହିଛି।…
ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ
ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍ ଭାଇସ୍ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ ହାଇସ୍କୁଲ, ବାରିପଦାର ଏମ୍ପିସି କଲେଜରେ ପାଠପଢ଼ା ପରେ ଫାର୍ମାସିରେ ଡିପ୍ଲୋମା ଓ ପରେ…
ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା
ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍ ଇଣ୍ଡିଆ ସରାଫା ଆସୋସିଏଶନ କହିଛି। ଗୁରୁବାର…
Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା
ମୁମ୍ବାଇ,୨୮।୩: ସପ୍ତାହର ଶେଷ ବ୍ୟବସାୟ ଦିନ ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ହ୍ରାସ ପରିଲକ୍ଷିତ ହେଉଛି। ବଜାରର ମୁଖ୍ୟ ସୂଚକାଙ୍କ ସେନସେକ୍ସ ପ୍ରାୟ ୧୫୦ ପଏଣ୍ଟ ହ୍ରାସ ପାଇ ୭୭,୪୪୬.୯୭ରେ କାରବାର କରୁଛି, ଯାହାର ପ୍ରଭାବ ସୁନା ମୂଲ୍ୟ ଉପରେ ଦେଖାଯାଉଛି।…
ନିଶାନ ବି-ଏମ୍ପିଭିର ଅନାବରଣ
ନୂଆଦିଲ୍ଲୀ,୨୮।୩: ନିଶାନ ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବି-ଏମ୍ପିଭିର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଏହି ନୂଆ ୭ ସିଟର ‘ବି-ଏମ୍ପିଭି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ଜାପାନର ୟୋକୋହାମାଠାରେ ଉଦ୍ଯାପିତ ଗ୍ଲୋବାଲ ପ୍ରଡକ୍ଟ…
କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ
ଏମ୍ଏସ୍ବି ଅଟୋମୋଟିଭ୍ ପ୍ରାଇଭେଟ୍ ଲିମିଟେଡ୍ ଏହାର ବ୍ୟାପକ ଡିଲରଶିପ୍ ନେଟ୍ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର ବକ୍ସ ଜଣେ ସିଭିଲ ଇଞ୍ଜିନିୟର ହୋଇଥିଲେ ମଧ୍ୟ ଅଟୋମୋବାଇଲ ପ୍ରତି ତାଙ୍କର ଅହେତୁକ ଆଗ୍ରହ…
ବ୍ୟାଙ୍କ୍ରୁ Loan ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହେଲେ, କିଏ ପ୍ରତିଶୋଧ କରନ୍ତି ଟଙ୍କା: ଜାଣନ୍ତୁ କ’ଣ ଅଛି ନିୟମ
ନୂଆଦିଲ୍ଲୀ,୨୭।୩: ଆଜିକାଲି ଆବଶ୍ୟକତା ପୂରଣ କରିବା ପାଇଁ Loan ବା ଋଣ ନେବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାଧାରଣତଃ ଲୋକମାନେ ଘର କିମ୍ବା ଗାଡ଼ି କିଣିବା ପାଇଁ ବ୍ୟାଙ୍କରୁ ଋଣ ନିଅନ୍ତି। ଦେଶର ସମସ୍ତ ବ୍ୟାଙ୍କ ମଧ୍ୟ ସେମାନଙ୍କର…
ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ
ନୂଆଦିଲ୍ଲୀ,୨୭।୩: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ମେ ଶେଷ କିମ୍ବା ଜୁନ ୨୦୨୫ ଆରମ୍ଭ ସୁଦ୍ଧା ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଏହି ନୂତନ ପରିବର୍ତ୍ତନ ସହିତ, EPFO ସଦସ୍ୟମାନେ UPI ଏବଂ ATM ମାଧ୍ୟମରେ ତୁରନ୍ତ ସେମାନଙ୍କର…
ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI
ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା ଯୋଗୁ HDFC ବ୍ୟାଙ୍କ ଏବଂ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ଉପରେ ଜରିମାନା ଲଗାଯାଇଛି।…
IPLରୁ ମୋଟା ଅଙ୍କର ଟଙ୍କା ରୋଜଗାର କରୁଛନ୍ତି ସରକାର, ଜଣେ ଲେଖାଏ କ୍ରିକେଟରଙ୍କ ଠାରୁ ନେଉଛନ୍ତି ଏତେ ଟଙ୍କା
ନୂଆଦିଲ୍ଲୀ,୨୭।୩: ଆଇପିଏଲ ଅର୍ଥାତ ଇଣ୍ଡିଆନ ପ୍ରିମିୟର ଲିଗ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ପ୍ରସିଦ୍ଧ କ୍ରିକେଟ ଲିଗ୍। ପ୍ରତିବର୍ଷ ଆଇପିଏଲରେ କୋଟି କୋଟି ଟଙ୍କାର ଖେଳ ହୋଇଥାଏ। ଆଇପିଏଲ କେବଳ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ ଏହା ଏକ ବିଶାଳ…
ପାରିବାରିକ ବ୍ୟବସାୟକୁ ଆଗକୁ ନେବା ଭାଗ୍ୟର କଥା
ଓଡ଼ିଶାର ଘରେ ଘରେ ପରିଚିତ ସାଲେପୁରସ୍ଥିତ ବିକଳାନନ୍ଦ କରଙ୍କ ରସଗୋଲା। ଦିନେ ଏକ ବରଗଛ ତଳେ ରସଗୋଲା ଓ ବରା ଡାଲମା ବିକୁଥଲେ ବିକଳାନନ୍ଦ। ମେଳା ମହୋତ୍ସବ ହେଲେ ସେ ସେଠାରେ ପହଞ୍ଚତ୍ୟାଉଥିଲେ। ଗ୍ରାହକଙ୍କୁ ଆକୃଷ୍ଟ କରିବା କଳା ତାଙ୍କୁ ବେଶ୍…
UPI Down: କାମ କରୁନି ୟୁପିଆଇ, ପେମେଣ୍ଟ କରିପାରୁନାହାନ୍ତି ବ୍ୟବହାକାରୀ
ନୂଆଦିଲ୍ଲୀ,୨୬।୩: UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିରେ GooglePay ଏବଂ PhonePe ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଅନେକ ବ୍ୟବହାରକାରୀ…

