ବାଣିଜ୍ୟ

ସାଉଥ୍‌ ଏସିଆ ସମିଟ-୨୦୨୪ ଉଦ୍‌ଘାଟିତ

ନୂଆଦିଲ୍ଲୀ,୧୦।୧୨: ପ୍ରଥମ ଥର ପାଇଁ ଭାରତର ଚେନ୍ନାଇଠାରେ ଏକ ଦୁଇ ଦିନିଆ ଶିଖର ସମ୍ମିଳନୀ ‘ସାଉଥ ଏସିଆ ସମିଟ-୨୦୨୪’ ସୋମବାର ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏପରିକି ଏସିଆର ସାମାଜିକ ନିବେଶକଙ୍କ ସର୍ବବୃହତ ନେଟୱର୍କ ଏଭିପିଏନ୍‌ ପକ୍ଷରୁ ଏହି ଶିଖର ସମ୍ମିଳନୀ ଆରମ୍ଭ…

ରାଜସ୍ଥାନରେ ଲକ୍ଷେ କୋଟି ନିବେଶ କରିବ ବେଦାନ୍ତ

ନୂଆଦିଲ୍ଲୀ,୧୦।୧୨ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜସ୍ଥାନର ଜୟପୁରଠାରେ ଏକ ୩ ଦିନିଆ ନିବେଶ ସମ୍ମିଳନୀ ସୋମବାରଠାରୁ ଆରମ୍ଭ ହୋଇଯାଇଛି। ୨୦୨୪ ଡିସେମ୍ବର ୧୧ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ରାଇଜିଂ ରାଜସ୍ଥାନ ସମ୍ମିଳନୀରେ ଦେଶର…

ସଞ୍ଜୟ ମାଲହୋତ୍ରା ହେବେ ଆରବିଆଇର ନୂଆ ଗଭର୍ନର

ନୂଆଦିଲ୍ଲୀ,୯।୧୨: ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ ସଞ୍ଜୟଙ୍କୁ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମାଲହୋତ୍ରା ୧୯୯୦ ବ୍ୟାଚ…

ଏହି ତାରିଖ ଯାଏ ମାଗଣାରେ ଅପଡେଟ୍‌ ହେବ ଅଧାରକାର୍ଡ, ବିଳମ୍ବ କଲେ ଦେବାକୁ ପଡିବ ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଲୋକଙ୍କ ପାଖରେ ଅନେକ ଡକ୍ୟୁମେଣ୍ଟ ଗୁରୁତ୍ୱପୂର୍ଣ୍ଣ ସମୟରେ ଆବଶ୍ୟକ ହୋଇଥାଏ। ସେଗୁଡ଼ିକ ମଧ୍ୟରେ ସର୍ବାଧିକ ବ୍ୟବହୃତ ଡକ୍ୟୁମେଣ୍ଟ ହେଉଛି ଆଧାର କାର୍ଡ। ଭାରତର ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଆଧାର କାର୍ଡ ରହିଛି। ବିଦ୍ୟାଳୟ-କଲେଜରେ ଆଡମିଶନ ନେବା ଠାରୁ…

ଭାରତ ଫେରୁଛନ୍ତି ବିଦେଶୀ ନିବେଶକ

ଭୁବନେଶ୍ୱର, ୯ା୧୨(ଅନୁରାଧା ମହାରଣା): ବିଦେଶୀ ନିବେଶକ ଭାରତ ଫେରୁଥିବାବେଳେ ଡିସେମ୍ବର ପ୍ରଥମ ସପ୍ତାହରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ)ଙ୍କ ଦ୍ୱାରା ବୃହତ୍‌ ନିଟ୍‌ ନିବେଶ ଭାରତୀୟ ଷ୍ଟକ ବଜାରରେ ଏକ ସକାରାତ୍ମକ ସଙ୍କେତ ଭାବରେ ଦେଖାଯାଉଛି। କ୍ରମାଗତ ଦୁଇମାସ ପରେ ବର୍ତ୍ତମାନ ଏଫପିଆଇର…

ସିଷ୍ଟମେଟିକ୍‌ ଇନ୍‌ଭେଷ୍ଟମେଣ୍ଟ ପ୍ଲାନ୍‌ରେ ନିବେଶକୁ ଗୁରୁତ୍ୱ

ନୂଆଦିଲ୍ଲୀ,୯।୧୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଏକ ଉନ୍ନତ ଅବସର ପାଣ୍ଠି ଗଠନ କରିବା ପାଇଁ ଆଗୁଆ ପ୍ରସ୍ତୁତି ହେବା ସହିତ ଇକ୍ୱିଟି ମ୍ୟୁଚୁଆଲ ଫଣ୍ଡ, ଡେବ୍‌ଟ ମ୍ୟୁଚୁଆଲ ଫଣ୍ଡ ଓ ହାଇବ୍ରିଡ ଫଣ୍ଡ୍‌ଗୁଡ଼ିକୁ ରିସ୍କ ଓ ରିଟର୍ନ ମଧ୍ୟରେ ସନ୍ତୁଳନ ରକ୍ଷା…

ରାଜସ୍ବ ଆଦାୟରେ ରେଲୱେର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୧୨ (ଅଭୟ ଦାଶ): ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ ତଥା ୨ୟ ରେଳ ଇଣ୍ଡିଆ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ନୂଆଦିଲ୍ଲୀଠାରେ ଆୟୋଜିତ ଏହି ଜାତୀୟ ସମ୍ମିଳନୀରେ ‘ରେଲୱେ ଇନ୍‌ ମୋସନ୍‌: ଭିଜନ ୨୦୩୦ ରୁ ବିକଶିତ…

PAN 2.0: ନୂଆ ପାନ କାର୍ଡରେ ଆଧାର ଲିଙ୍କ୍‌ କରିବା ଜରୁରୀ କି? ନହେଲେ କଟିଯିବ…

ନୂଆଦିଲ୍ଲୀ,୭।୧୨: PAN 2.0 ଆସିବା ପରେ PAN କୁ ଆଧାର ସହିତ ଲିଙ୍କ କରିବା ଆବଶ୍ୟକ କି? ଏହାକୁ ନେଇ ପୁଣି ଦ୍ୱନ୍ଦ୍ୱ ଦେଖାଦେଇଛି। ନୂଆ ପାନ କାର୍ଡକୁ ପୁରୁଣା ପାନ କାର୍ଡ ଭଳି ଆଧାର ସହ ଲିଙ୍କ କରିବାକୁ ପଡ଼ିବ…

‘୬ଇ ଟ୍ରେଡ୍‌ମାର୍କ କାହାର’

ନୂଆଦିଲ୍ଲୀ,୭।୧୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ମହିନ୍ଦ୍ରା) ଏବଂ ଇଣ୍ଟରଗ୍ଲୋବ୍‌ ଆଭିଏଶନ (ଇଣ୍ଡିଗୋ ଏୟାରଲାଇନ୍ସ) ମଧ୍ୟରେ ତିକ୍ତତା ବୃଦ୍ଧିପାଇଛି। ନିକଟରେ ମହିନ୍ଦ୍ରା ଅଟୋର ଇଲେକ୍ଟ୍ରି ଭେହିକଲ (ଇଭି) ମଡେଲ ‘ବିଇ ୬ଇ’ କୁ ନେଇ ଟ୍ରେଡ୍‌ମାର୍କ ବିବାଦ ଦେଖାଦେଇଛି।…

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ଜାଣନ୍ତୁ ଆପଣଙ୍କ EMI ଉପରେ କ’ଣ ପଡିବ ପ୍ରଭାବ

ମୁମ୍ବାଇ,୬।୧୨: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥର ମଧ୍ୟ ରେପୋ ରେଟ୍ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ ରେପୋ ରେଟ୍ ୬.୫୦ ପ୍ରତିଶତରେ ସ୍ଥିର…

ନଭେମ୍ବର ମାସରେ ମହଙ୍ଗା ହେଲା ନିରାମିଷ ଥାଳି, ବାଲାନ୍ସ ବିଗାଡିଲେ ଆଳୁ ଟମାଟର

ନୂଆଦିଲ୍ଲୀ,୫ା୧୨: ଟମାଟୋ ଏବଂ ଆଳୁର ମୂଲ୍ୟରେ ବୃଦ୍ଧି ହେତୁ ଘରୋଇ ଶାକାହାରୀ ଥାଳି ନଭେମ୍ବର ମାସରେ ଏକ ବର୍ଷ ପୂର୍ବ ତୁଳନାରେ ସାତ ପ୍ରତିଶତ ମହଙ୍ଗା ହୋଇଛି। ରେଟିଂ ଏଜେନ୍ସି ସିଆରଆଇଏସଆଇଏଲ’ର ମାସିକ ‘ରୁଟି ଚାଉଳ ହାର’ ରିପୋର୍ଟରେ କୁହାଯାଇଛି ଯେ…

ଅଲ୍‌ ନ୍ୟୁ ହୋଣ୍ଡା ଆମେଜ୍‌ର ଅନାବରଣ

ନୂଆଦିଲ୍ଲୀ,୫।୧୨: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଆମେଜ୍‌ (ଥାର୍ଡ ଜେନେରେଶନ ହୋଣ୍ଡା ଆମେଜ)ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଭାରତରେ ଏହାର ନୂତନ ପିଢ଼ି ହୋଣ୍ଡୋ ଆମେଜ୍‌ର ବୈଶ୍ୱିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri