ବାଣିଜ୍ୟ

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀବିନାୟକ ଜେସିବି (ଶ୍ରୀ ବିନାୟକ…

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ ଚନ୍ଦ୍ର ରଥଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭିତ୍ତିଭୂମି…

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ଚଳିତ ସପ୍ତାହର ଶେଷ କାରବାର ଦିବସରେ ୭ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ…

ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ କରିବାକୁ କୁହାଯାଇଛି। ଏହାକୁ ରାଇଟ ଅଫ ୱେ (RoW) ନିୟମର ନାମ ଦିଆଯାଇଥିଲା। ପ୍ରତ୍ୟେକ…

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ସେ ନିଜ ପାଇଁ ଜଣେ ଷ୍ଟାଫ ଆବଶ୍ୟକ କରୁଛନ୍ତି। ତେବେ,…

ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଲାଞ୍ଚ ଦେଇ ଠକିଛନ୍ତି। କଣ୍ଟ୍ରାକ୍ଟ ପାଇବା ଏବଂ ଏହାକୁ ଲୁଚାଇବା ପାଇଁ ସେ…

ମାତ୍ର ୫୧ ଟଙ୍କାରେ ବର୍ଷସାରା ମିଳିବ ୫ଜି ଡାଟା, ଜିଓର ସ୍ପେଶାଲ ଅଫର୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ସର୍ବବୃହତ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଗ୍ରାହକଙ୍କୁ ଏକ ସ୍ବତନ୍ତ୍ର ଭାଉଚର ପ୍ରଦାନ କରୁଛି । ମାତ୍ର ୬୦୧ ଟଙ୍କାରେ 5G ଅପଗ୍ରେଡ ଗିଫ୍ଟ ଭାଉଚର ପ୍ରଦାନ କରୁଛି ଜିଓ । ଆପଣ ଏହି ଭାଉଚରକୁ ନିଜ ପାଇଁ…

ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ

ନୂଆଦିଲ୍ଲୀ,୨୦।୧୧: ଦେଶର ପ୍ରମୁଖ ଇ- କମର୍ସ ପ୍ଲାଟ୍‌ଫର୍ମ ମିଶୋ ଅନ୍‌ଲାଇନ ଠକେଇ ବିରୋଧରେ ଲଢ଼େଇ କରିବା ସହ ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିଛି। ଏପରିକି ମିଶୋ ଟ୍ରଷ୍ଟ, ନିଶ୍ଚିତତା ଉପରେ ରିପୋର୍ଟର ଦ୍ୱିତୀୟ ସଂସ୍କରଣକୁ ଉନ୍ମୋଚନ କରିଛି। ମିଶୋର…

ପ୍ରଥମ ରାଜ୍ୟସ୍ତରୀୟ ଊର୍ଜା ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୧୧(ଅଭୟ ଦାଶ): ଶକ୍ତି ସଂରକ୍ଷଣ ଏବଂ ସ୍ବଚ୍ଛଶକ୍ତିର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଟାଟା ପାୱାର ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଊର୍ଜା ମେଳା ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୪୭୦ରୁ ଅଧିକ ଛାତ୍ରୀଛାତ୍ର…

ଏସ୍‌ବିଆଇ ହର୍ନିମାନ୍‌ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ

ମୁମ୍ବାଇ,୨୦।୧୧: ଷ୍ଟେଟ୍‌ ବ୍ୟାଙ୍କ ଅ୍‌ଫ ଇଣ୍ଡିଆ(ଏସ୍‌ବିଆଇ)ର ମୁମ୍ବାଇସ୍ଥିତ ହର୍ନିମାନ୍‌ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏକ ୧୦୦ ଟଙ୍କିଆ ସ୍ମାରକୀ ମୁଦ୍ରା…

୩୭୦ ଟ୍ରେନ୍‌ରେ ସଂଯୋଗ ହେବ ୧ ହଜାର ଦ୍ୱିତୀୟ ଶ୍ରେଣୀ କୋଚ୍‌

ଭୁବନେଶ୍ୱର,୨୦ା୧୧(ଅନୁରାଧା ମହାରଣା): ରେଳଯାତ୍ରୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭାରତୀୟ ରେଳପଥ ପକ୍ଷରୁ ଯାତ୍ରୀସେବାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଗତ ୩ମାସ ମଧ୍ୟରେ ବିଭିନ୍ନ ଟ୍ରେନରେ ସାଧାରଣ ବର୍ଗ (ଜିଏସ୍‌)ର ପ୍ରାୟ ୬୦୦ ନୂତନ ଅତିରିକ୍ତ କୋଚ୍‌…

ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ

ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର ଦୁଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri