ବାଣିଜ୍ୟ

ଭାରତରେ ସୁନା, ରୁପା ଦର ଶସ୍ତା

ନୂଆଦିଲ୍ଲୀ,୧୮।୧୧: କ୍ରମାଗତ ଭାବେ ସୁନା ଓ ରୁପା ଦର ହ୍ରାସ ପାଇବା କାରଣରୁ ଘରୋଇ ବଜାରର ଗ୍ରାହକ ବେଶ୍‌ ଉତ୍ସାହିତ ଅଛନ୍ତି। ଏପରିକି ଚଳିତ ବିବାହ ଋତୁ ପାଇଁ ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ଭିଡ଼ ଓ କାରବାର ଯଥେଷ୍ଟ ବୃଦ୍ଧି ପାଇଛି। ଏପରିକି…

ଅବସର ପରେ ବି ରହିବେ ଟେନଶନ ଫ୍ରି, ଏବେଠୁ ମାସକୁ ପୋଷ୍ଟାଲରେ ୧୦୦୦ଟଙ୍କା ଜମା କଲେ ଏତିକି ଆସିବ ସୁଧ! ମାସ ଶେଷକୁ ମିଳିବ…

ନୂଆଦିଲ୍ଲୀ,୧୭।୧୧: ବିଶେଷଜ୍ଞମାନେ କହିଛନ୍ତି ଯେ ଦୀର୍ଘ ସମୟ ମଧ୍ୟରେ ଅଧିକ ରିଟର୍ଣ୍ଣ ପାଇବା ପାଇଁ ନିୟମିତ ବିନିଯୋଗ କରିବା ଭଲ । ଆଜିର ବଜାରରେ ଅନେକ ପ୍ରକାରର ନିବେଶ ଅଛି । କିନ୍ତୁ ପ୍ରତ୍ୟେକ ଜିନିଷରେ ବିପଦ ଥାଏ । କିନ୍ତୁ…

‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା ଜଣାପଡ଼ିଛି।…

ଏଆଇପିଏନ୍‌ବିଓଏର ୫ମ ବାର୍ଷିକ କ୍ରୀଡ଼ା ସମ୍ମିଳନୀ

ଭୁବନେଶ୍ୱର,୧୬।୧୧: ଅଲ ଇଣ୍ଡିଆ ପଞ୍ଜାବ ନ୍ୟାଶ୍‌ନାଲ ବ୍ୟାଙ୍କ ଅଫିସର୍ସ ଆସୋସାଏଶନ (ଏଆଇପିଏନ୍‌ବିଓଏ)ର ୫ମ ବାର୍ଷିକ କ୍ରୀଡ଼ା ସମ୍ମିଳନୀ ଶୁକ୍ରବାର ସମ୍ବଲପୁରର ରେଲୱେ ୟାର୍ଡ ଗ୍ରାଉଣ୍ଡ୍‌ଠାରେ ଆରମ୍ଭ ହୋଇଯାଇଛି। ଏପରିକି ୨୦୨୪ ନଭେମ୍ବର ୧୫ ରୁ ୧୭ ପର୍ଯ୍ୟନ୍ତ ହେବାକୁ ଥିବା ଏହି…

ଚାନ୍ଦି ଭଣ୍ଡାରର ନୂତନ ଅଭିଯାନ

ଭୁବନେଶ୍ୱର,୧୬।୧୧: ରାଜ୍ୟର ଅଗ୍ରଣୀ ରୁପା ରିଟେଲ ଚେନ୍‌ ‘ଚାନ୍ଦି ଭଣ୍ଡାର’ର ବହୁ ପ୍ରତୀକ୍ଷିତ ତଥା ନୂତନ ଅଭିଯାନ (କ୍ୟାମ୍ପେନ) ‘ୱେଡିଂ ଷ୍ଟୋରିଜ୍‌ ବାୟ ଚାନ୍ଦି ଭଣ୍ଡାର’ ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବିବାହ ଋତୁ ଉପଲକ୍ଷେ ଷ୍ଟୋର…

ଜିଓ ୱାଲର୍‌ଡ ପ୍ଲାଜାରେ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ୍‌

ମୁମ୍ବାଇ,୧୬।୧୧ (ଅଭୟ ଦାଶ): ରିଲାଏନ୍ସ ରିଟେଲର ବିୟୁଟି ରିଟେଲ ଚେନ ତଥା ପ୍ରିମିୟମ ବ୍ରାଣ୍ଡ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଜିଓ ୱାଲର୍‌ଡ ପ୍ଲାଜାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରି କି ଏହାର ବିଳାସପୂର୍ଣ୍ଣ ଫ୍ଲାଗଶିପ୍‌ ଷ୍ଟୋର୍‌ରେ ବ୍ରାଣ୍ଡର ନୂତନ କଲେକ୍ସନଗୁଡ଼ିକୁ ମଧ୍ୟ…

୭.୨% ହାରରେ ଅର୍ଥନୀତି ଅଭିବୃଦ୍ଧି ଆକଳନ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ଭାରତୀୟ ଅର୍ଥନୀତି ଭଲ ସ୍ଥିତିରେ ଅଛି ଏବଂ ୨୦୨୪ କ୍ୟାଲେଣ୍ଡର ବର୍ଷରେ ୭.୨ ପ୍ରତିଶତ ଏବଂ ୨୦୨୫ରେ ୬.୬ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ମୁଡିସ୍‌ ରେଟିଂରେ ଏପରି ତଥ୍ୟ ପ୍ରକାଶ ପାଇଛି। ଏହାର ‘ଗ୍ଲୋବାଲ…

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ MCLR…

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନିକଟରେ ଆରମ୍ଭ ହୋଇଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଜେଡ୍‌ ବ୍ଲାକ୍‌ ଗୋଲ୍ଡ ପାର୍ଟନର…

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ ଆୟ ସୁନା ଓ ରୁପା ଦରରେ ବଡ ଧରଣର ହ୍ରାସ ଘଟାଉଛି। ଫଳରେ ଅନ୍ତଃରାଷ୍ଟ୍ରୀୟ…

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି ଭାବେ ଫର୍ଚୁନ୍‌ ମାଗାଜିନର ଶକ୍ତିଶାଳୀ ବ୍ୟବସାୟୀ-୨୦୨୪ ତାଲିକାରେ ସ୍ଥାନ ପାଇଛନ୍ତି । ଉଲ୍ଲେଖଯୋଗ୍ୟ, ଫର୍ଚୁନ୍‌…

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ ଅନ୍ତଃ ଭାଗର ପ୍ରତିକୃତିି (ଏକ୍ସଟେରିଅର ଆଣ୍ଡ ଇଣ୍ଟେରିଅର ସ୍କେଚ୍‌)କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri