ବାଣିଜ୍ୟ

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର କାରବାର ଶେଷ ସୁଦ୍ଧା ନିବେଶକ ବଡ଼ ଧରଣର କ୍ଷତି ସହିଛନ୍ତି। ଏପରିକି ନିବେଶକ ଦିନକରେ…

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)କୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କେନ୍ଦ୍ରୀୟ ବ୍ୟାଙ୍କର ଉଦ୍ୟମ ସତ୍ତ୍ୱେ ମୁଦ୍ରାସ୍ଫୀତି…

ସ୍ମାର୍ଟଫୋନ ବ୍ୟବହାରକାରୀଙ୍କୁ ଲାଗିବ ବଡ଼ ଝଟକା, ୨୦୨୫ରେ ବଢିବ…

ନୂଆଦିଲ୍ଲୀ,୧୨।୧୧: ସାରା ବିଶ୍ୱରେ ସ୍ମାର୍ଟଫୋନର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିଦିନ ନୂଆ କମ୍ପାନୀ ବଜାରରେ ସ୍ମାର୍ଟଫୋନ ଲଞ୍ଚ କରୁଛନ୍ତି। କିନ୍ତୁ ୨୦୨୫ରେ ସ୍ମାର୍ଟଫୋନ ମହଙ୍ଗା ହୋଇପାରେ। ଏହା ପଛରେ ତିନୋଟି ବଡ କାରଣ ସାମ୍ନାକୁ ଆସିଛି। ଯେହେତୁ AI…

ଏହି ଦିନ ଶେଷ ହେଉଛି ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ନୂଆଦିଲ୍ଲୀ,୧୨।୧୧: ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା…

ବେଦାନ୍ତ ଲାଞ୍ଜିଗଡ଼ ଜୋନାଲ ସ୍ପୋଟର୍‌ସ ମିଟ୍‌

ଭୁବନେଶ୍ୱର, ୧୨ା୧୧ (ବିଜୟ ରଣା): ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ ଲାଞ୍ଜିଗଡ଼ ଆନୁକୂଲ୍ୟରେ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ପରିସରରେ ଜୋନାଲ ସ୍ପୋଟର୍‌ସ ମିଟ୍‌ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୮ଟି ଜିଲାର ୧୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବେଦାନ୍ତ ଆଲୁମିନା ବିଜ୍‌ନେସ୍‌ର…

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସହ ସିକ୍ୟୁରଆଇଜ୍‌’ର ବୁଝାମଣା

ଭୁବନେଶ୍ୱର,୧୨।୧୧: ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଏବଂ ସିକ୍ୟୁରଆଇଜ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସୋମବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ଦ୍ୱାରା ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ସଫଳତାର ସହ…

ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’

ଭୁବନେଶ୍ୱର,୧୨।୧୧: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାରର ଏକ୍ସକ୍ଲୁସିଭ୍‌ ଷ୍ଟୋର(ମାଲାବାର ଶହୀଦନଗର ଷ୍ଟୋର) ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର…

‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଅନାବରଣ

ନୂଆଦିଲ୍ଲୀ,୧୨।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଆନୁଷ୍ଠାନିକ ଅନାବରଣ ସୋମବାର ସର୍ବଭାରତୀୟସ୍ତରରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ମାରୁତି ଡିଜାୟରରେ ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା…

୨୬ତମ ବୀମା ଲୋକପାଳ ଦିବସ ପାଳିତ

ଭୁବନେଶ୍ୱର,୧୨।୧୧: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବୀମା ଲୋକପାଳ ଦିବସ (ଡେ) ସୋମବାର ସର୍ବଭାରତୀୟସ୍ତରରେ ପାଳିତ ହୋଇଯାଇଛି। ଏପରିକି ବୀମା ଲୋକପାଳର ଆଞ୍ଚଳିକ କାର୍ଯ୍ୟାଳୟ, ଭୁବନେଶ୍ୱର(ଓଡ଼ିଶା) ପକ୍ଷରୁ ସୋମବାର ଭୁବନେଶ୍ୱରର ଗୀତଗୋବିନ୍ଦ ସଦନ(ଜୟଦେବ ଭବନ)ଠାରେ ୨୬ତମ ବୀମା ଲୋକପାଳ ସ୍ବତନ୍ତ୍ର ସଭାର…

ବିଆଇଏସ୍‌ର ମାନକ ମହୋତ୍ସବ

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ଓ ସର୍ବସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ୍‌), ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମାନକ ଦିବସ ପାଳନ କରାଯାଇଛି। ଏହି ଅବସରରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଆୟୋଜିତ ମାନକ ମହୋତ୍ସବରେ…

ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ବିୟର ୬୫୦

ଭୁବନେଶ୍ୱର,୧୨।୧୧ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ ବୁଲେଟ ବ୍ରାଣ୍ଡ୍‌ ତଥା ରୟାଲ ଏନ୍‌ଫିଲ୍ଡର ‘ଅଲ ନ୍ୟୁ ବିୟର ୬୫୦’ର ସର୍ବଭାରତୀୟ ଅନାବରଣ (ଉନ୍ମୋଚନ) ଉତ୍ସବ ସହିତ ବଜାର ପ୍ରବେଶ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ଓଡିଶା ୟୁନିଟ…

୮୦,୦୦୦ ଡଲାର ଉପରେ ବିଟ୍‌ କଏନ୍‌

ନୂଆଦିଲ୍ଲୀ,୧୧।୧୧: ବର୍ତ୍ତମାନ ସମୟରେ ବିଟ୍‌ କଏନ୍‌ କାରବାରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଜାରି ରହିଛି। ଏପରିକି ପ୍ରଥମ ଥର ପାଇଁ ବିଟ୍‌ କଏନ୍‌ର ମୂଲ୍ୟ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ରବିବାର ବିଟ୍‌ କଏନ୍‌ ମୂଲ୍ୟରେ ୪.୭% ବୃଦ୍ଧି ଘଟି ୮୦,୦୯୨ ଡଲାରରେ ପହଞ୍ଚତ୍ଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri