ବାଣିଜ୍ୟ

କେନ୍ଦୁଝରରେ ମାକଏ’ର ଡିଲର ମିଟ୍‌

ଭୁବନେଶ୍ୱର,୨୫।୮:ଦେଶର ପ୍ରମୁଖ ଆପ୍ଲାଏନ୍ସ ବ୍ରାଣ୍ଡ୍‌ ମାକଏ ପକ୍ଷରୁ କେନ୍ଦୁଝରର ଶ୍ରୀକ୍ଷେତ୍ର ଇଣ୍ଟନ୍ୟାଶନାଲଠାରେ ଏକ ଡିଲର ମିଟ୍‌ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଷ୍ଟ୍ରିବ୍ୟୁଟର ସାଇ ସେଲ୍‌ସ କେନ୍ଦୁଝର ପକ୍ଷରୁ ଆୟୋଜିତ ଉକ୍ତ ସମ୍ମିଳନୀରେ ପ୍ରାୟ ୬୦ ଡିଲର...

ଚଳିତ ଆର୍ଥିକ ବର୍ଷରେ ୨୫,୦୦୦ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୨୫।୮ (ଅଭୟ ଦାଶ):ବିଗତ କିଛି ବର୍ଷ ମଧ୍ୟରେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକର କାରବାର ପୂର୍ବାପେକ୍ଷା ବୃଦ୍ଧି ପାଇଛି। ବିଶେଷକରି ସହରାଞ୍ଚଳରୁ ଆରମ୍ଭକରି ଗ୍ରାମାଞ୍ଚଳର ଶେଷ ସ୍ତର ପର୍ଯ୍ୟନ୍ତ ମାଇକ୍ରୋଫାଇନାନ୍ସର ଦୃଢ଼ ନେଟ୍‌ଓ୍ବର୍କ ବଳରେ ବିଭିନ୍ନ ବର୍ଗଙ୍କ ପାଇଁ ଆର୍ଥିକ ସହଯୋଗ ଯୋଗାଇବା...

ଇନଫୋସିସ୍‌ର ବ୍ରାଣ୍ଡ ଆମ୍ବାସାଡର ହେଲେ ଟେନିସ ଷ୍ଟାର୍‌ ରାଫେଲ ନାଡାଲ

ନୂଆଦିଲ୍ଲୀ,୨୪।୮: ବିଶ୍ୱର କିମ୍ବଦନ୍ତୀ ଟେନିସ ତାରକା ରାଫେଲ ନାଡାଲଙ୍କୁ ଆଇଟି କମ୍ପାନୀ ଇନଫୋସିସ୍‌ର ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ଷ୍ଟକ ଏକ୍ସଚେଞ୍ଜ ସହିତ ଜଡିତ ଏକ ନିୟାମକପତ୍ରରେ ଇନଫୋସିସ ଏହା ପ୍ରକାଶ କରିଛି। ନାଡାଲଙ୍କ ସହ ଇନଫୋସିସ ୩ ବର୍ଷର ଚୁକ୍ତି...

ଜୋମାଟୋରୁ ଆରମ୍ଭ କରି କେଏଫ୍‌ସି ଯାଏ, ‘ଚନ୍ଦ୍ରୟାନ-୩’କୁ ନେଇ ପ୍ରସ୍ତୁତ କରିଛନ୍ତି ସ୍ବତନ୍ତ୍ର ବିଜ୍ଞାପନ…

ନୂଆଦିଲ୍ଲୀ,୨୪।୮: ଭାରତର ‘ଚନ୍ଦ୍ରୟାନ-୨’ର ସଫଳତାକୁ ନେଇ ଚାରିଆଡେ ଚର୍ଚ୍ଚା। ବିକଶିତ ଦେଶଗୁଡ଼ିକକୁ ପଛରେ ପକାଇ ଭାରତ ଇତିହାସ ରଚିଥିବାରୁ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ। ଅନେକେ ନିଜସ୍ବ ଶୈଳୀରେ ଅଭିନନ୍ଦନ ଜଣାଉଛନ୍ତି। ଏହି କ୍ରମରେ ପଛରେ ସ୍ବତନ୍ତ୍ର ବିଜ୍ଞାପନ କରି...

ବଢିବ ଚିନି ଦର

ନୂଆଦିଲ୍ଲୀ,୨୪।୮: ସାତ ବର୍ଷରେ ପ୍ରଥମ ଥର ପାଇଁ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ଭାରତ ସରକାର। ଅକ୍ଟୋବରରୁ ଆରମ୍ଭ ହେବାକୁ ଥିବା ଚିନି ଋତୁରେ ଏହି ନିଷ୍ପତ୍ତି ନିଆଯାଇପାରେ। ଚଳିତ ବର୍ଷ କମ ବର୍ଷା ହେତୁ ଆଖୁ ଫସଲ...

ସେପ୍ଟେମ୍ବରରୁ ଶସ୍ତା ହେବ ପନିପରିବା: ଆରବିଆଇ ଗଭର୍ନର…

ନୂଆଦିଲ୍ଲୀ,୨୪।୮ : ଜୁଲାଇରୁ ଆରମ୍ଭ ହୋଇଥିବା ପନିପରିବା ମହଙ୍ଗା ଏବେ ମଧ୍ୟ ଜାରି ରହିଛି। ପନିପରିବା ଦର ମଧ୍ୟବିତ୍ତ ଲୋକଙ୍କୁ ଅଧିକ ପ୍ରଭାବିତ କରିଛି। ତେବେ ପନିପରିବା ଦର ବୃଦ୍ଧି ନେଇ ଆରବିଆଇ ଗଭର୍ନର ଶଶିକାନ୍ତ ଦାସଙ୍କ ବିବୃତ୍ତି ମଧ୍ୟ...

ବିଓବି ପକ୍ଷରୁ ଭିଡିଓ ରି-କେୱାଇସିର ଶୁଭାରମ୍ଭ

ଭୁବନେଶ୍ୱର,୨୪।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା...

ନରାକାସ୍‌ର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ ମଙ୍ଗଳବାର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ୱର ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଅଧ୍ୟକ୍ଷ ତଥା ଏସ୍‌ବିଆଇ...

ସୋଆରୁ ଜିଓର ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର, ୨୪।୮: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଟ୍ରୁ-୫ଜି କ୍ୟାମ୍ପସ ଅଭିଯାନର ସର୍ବଭାରତୀୟ ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା କ୍ଷେତ୍ର ପକ୍ଷରୁ ବୁଧବାର ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ପରିସରରୁ ଉକ୍ତ ଅଭିଯାନର ଆନୁଷ୍ଠାନିକ...

ମିଶୋର ମିଶନ ୧୦୦ ମିଲିୟନ

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ଇ- କର୍ମସ କମ୍ପାନୀ ମିଶୋ ବର୍ତ୍ତମାନ ଏକ ନୂଆ ମିଶନ ସମ୍ପର୍କରେ ଘୋଷଣା କରିଛି। ୨୦୨୭ ମସିହା ବେଳକୁ ମିଶୋର ମିଶନ ୧୦୦ ମିଲିୟନ ଗ୍ରାହକଙ୍କ ନିକଟତର ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି...

ଟିବିଡବ୍ଲ୍ୟୁଇଏସ୍‌କୁ ପ୍ଲେଟ୍‌ ଯୋଗାଇବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଗୁଣାତ୍ମକ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ପ୍ଲେଟ୍‌ର ଚାହିଦା ଉଭୟ ଘରୋଇ ଓ ଅନ୍ତଃରାଷ୍ଟ୍ରୀୟ ବଜାରରେ ରହିଛି। ଏପରିକି ଅଗ୍ରଣୀ ବଏଲର ଉତ୍ପାଦକ ଥର୍ମାକ୍ସ ବାବ୍‌କକ ଆଣ୍ଡ ୱିଲକକ୍ସ ଏନର୍ଜି ସଲ୍ୟୁସନ୍‌ (ଟିବିଡବ୍ଲ୍ୟୁଇଏସ୍‌)...

ଗୋଷ୍ଠୀ କଲ୍ୟାଣକୁ ଅଗ୍ରାଧିକାର

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ବେଦାନ୍ତ ଆଇରନ ଓର୍‌ ପକ୍ଷରୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଓଡ଼ିଶାରେ କରାଯାଉଛି। ଏପରିକି କମ୍ପାନୀର ଓଡ଼ିଶା ବ୍ୟବସାୟ ଏକ ଦାୟିତ୍ୱପୂର୍ଣ୍ଣ ସାର୍ବଜନୀନ ସଂସ୍ଥା ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri