ବାଣିଜ୍ୟ

ଶସ୍ତା ହେଲା ସୁନା; ଭୁବନେଶ୍ୱରରେ ଖସିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୭ା୧୧: ଆମେରିକା ନିର୍ବାଚନ ଫଳାଫଳ ଆସିବା ପରେ ଗୁରୁବାର ସୁନା ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱର ବଜାରରେ ସୁନା ମୂଲ୍ୟରେ ୧୫୦୦ ଟଙ୍କା ହ୍ରାସ ପାଇଛି। ପୂର୍ବରୁ ଭୁବନେଶ୍ବରରେ ୨୨ କ୍ୟାରେଟ ଦର ୭୩, ୮୦୦ ଥିଲା…

ବଜାରକୁ ଆସିଲା ବଜାଜ୍‌ର ଫ୍ରିଡମ ସିଏନ୍‌ଜି ବାଇକ୍‌,: ୨କେ.ଜି.ରେ ୩୩୦ କି.ମି.ର ଯାତ୍ରା, ବଜାର ମୂଲ୍ୟ…

ଭୁବନେଶ୍ୱର,୭।୧୧: ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର)ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ’ର ଅଫିସିଆଲ ଲଞ୍ଚିଂ…

ଶପଥ ନେଲା ପରେ ପ୍ରଥମ ନିଷ୍ପତ୍ତିରେ ଭାରତକୁ ଝଟକା ଦେଇ ପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ବ୍ୟବସାୟୀମାନଙ୍କୁ ଏଣିକି ଅଧିକ କଷ୍ଟମ ଡ୍ୟୁଟି ଦେବାକୁ ପଡିପାରେ। ବିଶେଷ କରି ଅଟୋମୋବାଇଲ୍ସ, ଟେକ୍ସଟାଇଲ ଏବଂ ଔଷଧ ଆଦି ଉପରେ ଅଧିକ କର ଦେବାକୁ ପଡିବ। କାରଣ…

ବେଦାନ୍ତ ପରିସରରେ ସୁରକ୍ଷା ପ୍ରଶିକ୍ଷଣ ଅଭିଯାନ

ଭୁବନେଶ୍ୱର,୬।୧୧: ବେଦାନ୍ତ ଆଲୁମିନିୟମର ଓଡ଼ିଶାସ୍ଥିତ ଲାଞ୍ଜିଗଡ଼ ୟୁନିଟ୍‌ ପରିସର ଓ କାର୍ଯ୍ୟ ପରିସର ବାହାର ସୁରକ୍ଷା ଅଭ୍ୟାସକୁ ବୃଦ୍ଧି କରିବା ଲାଗି ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏପରିକି ଉକ୍ତ କାର୍ଯ୍ୟକ୍ରମର ଅଂଶ ଭାବେ କମ୍ପାନୀ ପକ୍ଷରୁ ଏକ ପ୍ରଶିକ୍ଷଣ ଅଭିଯାନର…

ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ୍‌ ନେଟ୍‌ୱର୍କ

ମୁମ୍ବାଇ,୬।୧୧: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ଭାବେ ପରିଗଣିତ ହୋଇଛି। ଏପରିକି ଡାଟା ଟ୍ରାଫିକ୍‌ ଦୃଷ୍ଟିରୁ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ହୋଇ ରହିଛି। ୨୦୨୪ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ବ୍ୟବହୃତ ହୋଇଥିବା…

ସର୍ବୋଚ୍ଚ ଖୁଚୁରା ବିକ୍ରୟର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୬।୧୧(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ଋତୁରେ ମଧ୍ୟ ହିରୋ ମୋଟୋକର୍ପ ସର୍ବୋଚ୍ଚ ଖୁଚୁରା ବିକ୍ରୟର ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଚଳିତ ବର୍ଷ ନବରାତ୍ରିରୁ ଆରମ୍ଭ ହୋଇଥିବା ଏହି ପାର୍ବଣ ସ୍ବତନ୍ତ୍ର ବିକ୍ରୟରେ ହିରୋ…

ଲରେନ୍ସ ବିଷ୍ଣୋଇଙ୍କ ଫଟୋ ଥାଇ ଟି-ସାର୍ଟ ବିକି ଫସିଲା ମିଶୋ

ନୂଆଦିଲ୍ଲୀ,୫।୧୧: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ବର୍ତ୍ତମାନ ଖବରରେ ଅଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ରହିଛି ଏବଂ ତାଙ୍କ ନାମରେ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା କରିବାର ଧମକ…

ୱାକାଥନ୍‌ ଜରିଆରେ ଜାଗରୁକତା ସୃଷ୍ଟି

ଭୁବନେଶ୍ୱର,୫।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କଟକ ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ମଣ୍ଡଳ ପରିସରରେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପିଏନ୍‌ବି…

ନାଲ୍‌କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ନିକଟରେ ପାଳିତ ହୋଇଯାଇଛି। ଏପରିକି ଚଳିତ ବର୍ଷର ବିଷୟବସ୍ତୁ ‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର…

ବିଓଏମ୍‌ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ବିଓଏମ ଅଞ୍ଚଳ କାର୍ଯ୍ୟାଳୟଠାରେ…

ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ ପଡିଛି। ଏପରିକି ଶେୟାର ବଜାରର ନିବେଶକ ଦିନକରେ (ସୋମବାର) ୬ ଲକ୍ଷ କୋଟିରୁ ଅଧିକ…

ନଭେମ୍ବର ୮ରୁ ‘ପଥ ପ୍ରଦର୍ଶକ ୨.୦’

ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍‌ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ ୨.୦’ର ଆୟୋଜନ କରାଯାଉଛି। ୨୦୨୪ ନଭେମ୍ବର ୮ ଓ ୯ ରେ ଭୁବନେଶ୍ୱରର ଜାଗମରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri