ବାଣିଜ୍ୟ

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ…

ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ ୫ ବର୍ଷର ବାରମ୍ବାର ଜମା ଅଧିକ ଆକର୍ଷଣୀୟ ହୋଇଛି। ସରକାର ଏହାର ସୁଧ ହାରକୁ…

ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୩୦ା୧୦: ସ୍ମାଇଲ ଗୋଲ୍ଡ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ତଥା ଧନ୍‌ତେରସ ଅଫର୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ସ୍ବଳ୍ପ ଅବଧି ଲାଗି ଉପଲବ୍ଧ ରହିଛି। ଏପରିକି ଏହି ଅଫର ଜରିଆରେ ଗ୍ରାହକଙ୍କୁ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌…

ଆଲୁମିନିୟମ ଶିଳ୍ପର ଅଭିବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୩୦।୧୦: ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଆଲୁମିନିୟମ ଆସୋସିଏସନ ଅଫ୍‌ ଇଣ୍ଡିଆ(ଏଏଆଇ)ର ପ୍ରସ୍ତାବ ଅନୁଯାୟୀ ଆଲୁମିନିୟମ ଉଦ୍ୟୋଗ ଘରୋଇ ବଜାର ପ୍ରବେଶକୁ ସୁରକ୍ଷା ଓ ସଦ୍ୟ ନିବେଶକୁ ଆକର୍ଷିତକରିବା ଲାଗି ସର୍ଜିଂ ଇମ୍ପୋର୍ଟ ବିପକ୍ଷରେ ସୁରକ୍ଷା ଚାହୁଁଛି। ଏପରିକି ଆଗାମୀ…

ରେକର୍ଡ ପରିମାଣର କାରବାର

ଭୁବନେଶ୍ୱର,୩୦।୧୦(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ଧନ୍‌ତେରସ୍‌ ଅବସରରେ ଓଡ଼ିଶା ସୁନା ବଜାର ରେକର୍ଡ ପରିମାଣର କାରବାର କରିଛି। ଏପରିକି ଦରବୃଦ୍ଧି ସତ୍ତ୍ୱେ ବ୍ୟବସାୟରେ ଉତ୍ସାହ ଉଭୟ ଭୁବନେଶ୍ୱର ଏବଂ ଓଡ଼ିଶାର ପ୍ରମୁଖ ବଜାରଗୁଡିକରେ ଦେଖିବାକୁ ମିଳିଥିଲା। ଅପରପକ୍ଷରେ ଘରୋଇ…

ସମସ୍ୟାରେ ପଡିଛି ରୁଷିଆ, ଭାରତକୁ ମାଗିଲା ସାହାଯ୍ୟ

ନୂଆଦିଲ୍ଲୀ,୨୯ା୧୦: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ୟୁରୋପ ଦେଶମାନଙ୍କର କଟକଣା କାରଣରୁ ରୁଷିଆକୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଥିରୁ ମୁକୁଳିବା ଲାଗି ରୁଷିଆ ମିତ୍ର ଦେଶମାନଙ୍କର ସାହାଯ୍ୟ ଲୋଡିଛି। ଏହି କ୍ରମରେ ଆମେରିକା ଏବଂ ୟୁରୋପୀୟ…

୧୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ପରମ୍ପରା ଓ ସଂସ୍କୃତିରେ ପର୍ବପର୍ବାଣିର ମହତ୍ତ୍ୱ ଅନେକ ରହିଛି। ଏପର ିକି ସବୁ ବର୍ଗର ଲୋକ ପର୍ବରେ ସାମିଲ ହୋଇ ଉତ୍ସାହିତ ହେବାକୁ ପସନ୍ଦ କରୁଥିବାବେଳେ ପର୍ବରେ ମଧ୍ୟ କିଣାକିଣି ଓ ସ୍ବତନ୍ତ୍ର ବସ୍ତୁର କ୍ରୟ ମଧ୍ୟ କରିଥାନ୍ତି। ଚଳିତ…

ଟିପିସିଓଡିଏଲ୍‌ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୯।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌) ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ସୋମବାର ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ‘ଦେଶର ସମୃଦ୍ଧି ପାଇଁ ସଚ୍ଚୋଟତାର…

ସକ୍ଷମ ମାଧ୍ୟମରେ ସାମର୍ଥ୍ୟର ପ୍ରମାଣ

ଭୁବନେଶ୍ୱର,୨୯।୧୦: ବେଦାନ୍ତ ଆଲୁମିନିୟମର ଫ୍ଲାଗଶିପ୍‌ କାର୍ଯ୍ୟକ୍ରମ ତଥା ଦକ୍ଷତା ବିକାଶ ପଦକ୍ଷେପ ପ୍ରୋଜେକ୍ଟ ‘ସକ୍ଷମ’ ମାଧ୍ୟମରେ ଆଶାୟୀ ଛାତ୍ରୀଛାତ୍ରମାନେ ସାମର୍ଥ୍ୟର ପ୍ରମାଣ ଦେଖାଇ ବିଭିନ୍ନ ପ୍ରତିଷ୍ଠିତ ସ୍ଥଂସ୍ଥାରେ ନିୟୋଜିତ ହୋଇଛନ୍ତି। ବିଶେଷକରି ଝାରସୁଗୁଡ଼ା ଜିଲା ସମେତ ପଡ଼ୋଶୀ ଅଞ୍ଚଳର ଆଇଟିଆଇ ସ୍ନାତକମାନଙ୍କୁ…

ଆକର୍ଷଣୀୟ ମୂଲ୍ୟରେ ପ୍ରିମିୟମ ସାମଗ୍ରୀ

ନୂଆଦିଲ୍ଲୀ,୨୯।୧୦: ଚଳିତ ଦୀପାବଳି ଅବସରରେ ସାମ୍‌ସଙ୍ଗ ଗାଲାକ୍ସି ଏବଂ ପ୍ଲେଷ୍ଟେସନ ଦ୍ୱାରା ପରିଚାଳିତ ଆମାଜନ.ଇନ ଦୀପାବଳି ଷ୍ଟୋର ଗ୍ରାହକଙ୍କ ଆବଶ୍ୟକ ଅନୁଯାୟୀ ସମସ୍ତ ଜିନିଷ ନେଇ ଆସିଛି। ଏପରି କି ଆମାଜନ.ଇନ ଦୀପାବଳି ଷ୍ଟୋରରେ ଗ୍ରାହକ/ଉପଭୋକ୍ତମାନେ ଆଇସିଆଇସିଆଇ ବ୍ୟାଙ୍କ, ଆକ୍ସିସ୍‌ ବ୍ୟାଙ୍କ,…

ବନ୍ଧନ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୯।୧୦: ବନ୍ଧନ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ମୋଟ ବ୍ୟବସାୟ ଏହି ସମୟ ମଧ୍ୟରେ ୨୪%…

ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ

ମୁମ୍ବାଇ,୨୯।୧୦: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ ‘ନ୍ୟୁ ହେଲ୍‌ଥ ସେବା ପ୍ଲାନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରି କି ଏହି ନୂତନ ଅଭିଯାନ ବା ଯୋଜନା ଜରିଆରେ ୫୦,୦୦୦ ପିଲାଙ୍କ ପାଇଁ ଜନ୍ମଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri