‘ଏସ୍ବିଆଇଜି ହେଲ୍ଥ ସୁପର ଟପ୍ ଅପ୍’
ନୂଆଦିଲ୍ଲୀ,୨୯।୧୦: ଏସ୍ବିଆଇ ଜେନେରାଲ ଇନ୍ସ୍ୟୁରାନ୍ସ ପକ୍ଷରୁ ମୌଳିକ ସ୍ବାସ୍ଥ୍ୟ ବୀମା ପଲିସି ଉପରେ ଏକ ସୁଲଭ ବିକଳ୍ପ ଭାବେ ପ୍ରସ୍ତୁତ କରାଯାଇଥିବା ସ୍ବାସ୍ଥ୍ୟ ବୀମା ଟପ-ଅପ ଯୋଜନା ‘ଏସ୍ବିଆଇଜି ହେଲ୍ଥ ସୁପର ଟପ-ଅପ’ର ଶୁଭାରମ୍ଭ କରାଯାଇଛି। ଏପରି କି କର୍ପୋରେଟ୍ ହେଉ…
ଆଲାଏନ୍ସ ନେଟ୍ୱର୍କ ସହ ଆକ୍ସିସ୍ ବ୍ୟାଙ୍କର ବୁଝାମଣା
ନୂଆଦିଲ୍ଲୀ,୨୯।୧୦: ଆଲାଏନ୍ସ ନେଟ୍ୱର୍କ ଇଣ୍ଡିଆ ଏବଂ ଆକ୍ସିସ୍ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରି କି ଏହି ବୁଝାମଣା ବ୍ୟାଙ୍କର ବ୍ୟାପକ ନେଟ୍ୱର୍କ ଓ ସହଜ କାରବାର ଲାଗି ବିଶେଷତା ଏବଂ ଆଲାଏନ୍ସ ନେଟ୍ୱର୍କର ଅଭିନବ ପ୍ରଯୁକ୍ତି…
ପିଡବ୍ଲ୍ୟୁର ସମ୍ପ୍ରସାରଣ ପ୍ରୋଗ୍ରାମ
ଭୁବନେଶ୍ୱର,୨୯।୧୦: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ମଲ୍ଟିନ୍ୟାଶନାଲ ଏଡ୍ଟେକ୍ କମ୍ପାନି ଫିଜିକ୍ସ ୱାଲା ବା ପିଡବ୍ଲ୍ୟୁର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ପ୍ରୋଗ୍ରାମ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୫-୨୬ ଶିକ୍ଷାବର୍ଷରେ ପିଡବ୍ଲ୍ୟୁ ୭୭ଟି ନୂଆ ଅଫ୍ଲାଇନ ଟେକ୍ନୋଲୋଜି ସକ୍ଷମ ଲର୍ନିଂ…
ଶେୟାର ବଜାର କାରବାରରେ ଉତ୍ସାହ
ମୁମ୍ବାଇ,୨୯।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରି କି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍…
କଲ୍ୟାଣ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍ଲେଟ
ଭୁବନେଶ୍ୱର,୨୯।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତ ଗହଣା ବ୍ରାଣ୍ଡ ‘କଲ୍ୟାଣ ଜୁଏଲର୍ସ’ର ଏକ୍ସକ୍ଲୁସିଭ୍ ଆଉଟ୍ଲେଟ ସୋମବାର ଭୁବନେଶ୍ୱରର ସୌଭାଗ୍ୟ ନଗରଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ…
ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର
ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ହେଲେ ଗତ ବର୍ଷଠାରୁ ଏବର୍ଷ ସୁନା ଦର ବୃଦ୍ଧି ପାଇଥିଲେ ବି ଦୋକାନରେ ଗ୍ରାହକଙ୍କ…
୧୩.୧୦ କୋଟି ଶ୍ରମିକଙ୍କ ପାଇଁ ଆଧାର ସିଡିଂ
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ଚଳିତ ବର୍ଷର ପ୍ରଥମାର୍ଦ୍ଧରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ ୨୦୦୫ (ମହାତ୍ମା ଗାନ୍ଧୀ ନରେଗା)ର ଅଧୀନରେ ଗ୍ରାମୀଣ ନିଯୁକ୍ତି ୧୬% ହ୍ରାସ ପାଇଥିବା କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବାବେଳେ ଏନେଇ ଗ୍ରାମ୍ୟ…
୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍
ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ ମାତ୍ର ୬୯୯ ଟଙ୍କା ମୂଲ୍ୟରେ ରିଲାଏନ୍ସର ଜିଓ ଭାରତ ୪ଜି ଫୋନ୍ ନିକଟସ୍ଥ ମୋବାଇଲ…
ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…
ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍ ମାର୍କେଟରେ ମଧ୍ୟ ଏକ ବିରାଟ ହ୍ରାସ ଦେଖିବାକୁ ମିଳୁଛି। ମୁଦ୍ରାସ୍ଫୀତି ଆକଳନ ମଧ୍ୟ ଉପରକୁ ଯାଉଛି। ତେବେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ…
ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି…
ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି, ତେବେ…
ଆଇଡିବିଆଇର ଆର୍ଥିକ ଫଳାଫଳ
ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ସେହିଭଳି ଏହି ଅବଧି ମଧ୍ୟରେ…
ପ୍ରିମିୟମ ବ୍ରାଣ୍ଡ୍ ଉପରେ ଆକର୍ଷଣୀୟ ଅଫର
ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍ ଗ୍ରେଟ୍ ଇଣ୍ଡିଆନ୍ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍.ଇନ୍ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍ ବଷ୍ଟର ମନୋରଞ୍ଜନ ଏବଂ ଆକର୍ଷଣୀୟ ପ୍ରଡକ୍ଟ ଲଞ୍ଚ ସହିତ ଏହି ପାର୍ବଣ ଋତୁକୁ ଗ୍ରାହକ ଉତ୍ସାହର ସହିତ ପାଳନ…
Archives


