ବାଣିଜ୍ୟ

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା ଉତ୍ଥାନ-ପତନ ଦେଖିବାକୁ ମିଳିଥିଲେ ମଧ୍ୟ ଏହାକୁ ଦର ବୃଦ୍ଧିର ଅନ୍ତ ବୋଲି ଭାବିବା…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ ଛଠ ପୂଜା ସମୟରେ ବହୁ ସଂଖ୍ୟାରେ ଲୋକ ନିଜ ନିଜ ଗାଁ ଓ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଆୟୋଗ ମେ-ଜୁନ ୨୦୨୭ ସୁଦ୍ଧା ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିପାରନ୍ତି। ଏହି…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ ପରିବର୍ତ୍ତନ କରିଛି। ନୂଆ ନିୟମ ୧ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। SBIର…

ଏଚ୍‌ସିଜି କ୍ୟାନ୍‌ସର ସେଣ୍ଟର ପକ୍ଷରୁ ରୋବୋଟିକ୍‌ ସର୍ଜରି ‘ଏସ୍‌ଏସ୍‌ଆଇ ମନ୍ତ୍ରା’ର ଶୁଭାରମ୍ଭ

ଭୁବନେଶ୍ୱର,୪।୯: କଟକସ୍ଥିତ ଏଚ୍‌ସିଜି କ୍ୟାନ୍‌ସର ସେଣ୍ଟର ପକ୍ଷରୁ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ରୋବୋଟିକ୍‌ ଆଧାରିତ ସର୍ଜିକାଲ ପ୍ଲାଟ୍‌ଫର୍ମ ଏସ୍‌ଏସ୍‌ଆଇ ମନ୍ତ୍ରା ସିଷ୍ଟମର ଶୁଭାରମ୍ଭ ଘୋଷଣା କରାଯାଇଛି। କ୍ୟାନ୍‌ସର ଅସ୍ତ୍ରୋପଚାର କ୍ଷେତ୍ରରେ ବ୍ୟବହୃତ ଏହି ବ୍ୟବସ୍ଥା ଦ୍ୱାରା ଅତ୍ୟନ୍ତ ସଠିକତା, ଦକ୍ଷତା ଓ…

ଲିଙ୍ଗଗତ ସମ୍ବେଦନଶୀଳତା, ପୋଷଣ ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର,୪।୯: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ଏବଂ ପୋଷଣ ଓ ସୁସ୍ଥ ଜୀବନଶୈଳୀ ଶୀର୍ଷକ ଏକ କର୍ମଶାଳା ଆୟୋଜନ ହୋଇଯାଇଛି। ଉକ୍ତ କର୍ମଶାଳାରେ କାର୍ଯ୍ୟକ୍ଷେତ୍ରରେ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ ନିଯୁକ୍ତି ହରାଇବାରେ ଲାଗିଛନ୍ତି । ତେବେ ଅନ୍ୟାନ୍ୟ କ୍ଷେତ୍ର ତୁଳନାରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ମଜବୁତ ସ୍ଥିତି ଏବଂ ବୈଶ୍ୱିକ କାରଣ ଯୋଗୁ…

ଗୋଟିଏ ପ୍ଲାନ୍‌ରେ ଚାଲିବ ୪ଟି SIM! ମିଳିବ ଅନ୍‌ଲିମିଟେଡ୍‌ Calling ସହ 5G Data: ଜାଣନ୍ତୁ ଏହି ସୁବିଧା ସମ୍ପର୍କରେ…

ନୂଆଦିଲ୍ଲୀ,୩।୯: ଆଜିର ସମୟରେ ଗୋଟିଏ ପରିବାରର ଦୁଇ, ତିନି କିମ୍ବା ଚାରି ଜଣଙ୍କ ପାଖରେ ଅଲଗା ଅଲଗା Airtel SIM ରହିବା ସାଧାରଣ କଥା। ଏପରି ସ୍ଥିତିରେ ପ୍ରତ୍ୟେକ ନମ୍ବର ପାଇଁ ଅଲଗା ରିଚାର୍ଜ କରିବା ସହ ଭିନ୍ନ ଭିନ୍ନ ପ୍ଲାନର…

SBI Customer Alert: ଆସନ୍ତାକାଲି ଠପ୍‌ ହୋଇଯିବ UPI ସେବା, ନୋଟ୍‌ କରିନିଅନ୍ତୁ କେତେ ଟାଇମ୍‌…

ନୂଆଦିଲ୍‌ଲୀ,୩।୯: ଯଦି ଆପଣଙ୍କ ଆକାଉଣ୍ଟ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଅର୍ଥାତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ୟୁପିଆଇ (UPI) ମାଧ୍ୟମରେ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବେଶ…

ପର୍ଯ୍ୟଟନ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକ ପଡ଼ିବ

ଭୁବନେଶ୍ୱର, ୩ା୯(ସନ୍ତୋଷ କୁମାର ବେହେରା): ସ୍ବସ୍ତି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ସୋସିଆଲ ଷ୍ଟଡିଜ୍‌ (ଏସ୍‌ଆଇଏମ୍‌ଏସ୍‌ଏସ୍‌)ର ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏକ ହେଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବାଗତ କରାଯାଇଛି। ଏହି ଅବସରରେ ଭାରତରେ ଆତିଥ୍ୟ(ହସ୍ପିଟାଲିଟି) ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବଢୁଥିବା ବୃତ୍ତିଗତ…

ଅନ୍ତର୍ଜାତୀୟ ବଜାରରେ ବଢୁଛି ଭାରତ ମସଲା ଚାହିଦା

କଟକ,୩ା୯: ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ଚାହିଦା ବଢୁଥିବାବେଳେ ଭାରତୀୟ ମସଲା ଉତ୍ପାଦନକାରୀ ଉଦ୍ୟୋଗ, ରପ୍ତାନିକାରୀ ଏବଂ କୃଷକମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏହିକ୍ରମରେ ରାଜ୍ୟର ଅନ୍ୟତମ ପ୍ରମୁଖ ମସଲା କମ୍ପାନୀ ‘ଜୟ ଭାରତ ସ୍ପାଇସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌’(ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?