ଶେୟାର ବଜାର କାରବାରରେ ହ୍ରାସ
ନୂଆଦିଲ୍ଲୀ,୫।୧୦: କ୍ରମାଗତ ପଞ୍ଚମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୫ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ଏହି ୧୪ ଲୋକପ୍ରିୟ ଭାରତୀୟ କମ୍ପାନୀ ସହ ଅଛି ଇସ୍ରାଏଲର ଲିଙ୍କ୍, ଯୁଦ୍ଧର ପଡିବ ବଡ଼ ପ୍ରଭାବ
ନୂଆଦିଲ୍ଲୀ,୪।୧୦: ମଧ୍ୟ ପୂର୍ବରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ତିକ୍ତତା ବିଶ୍ୱ ବଜାରରେ ଆଲୋଡ଼ନ ସୃଷ୍ଟି କରିଛି ଏବଂ ଏହାର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ମଧ୍ୟ ଦେଖିବାକୁ ମିଳିଛି। ଇରାନ ଇସ୍ରାଏଲ ଉପରେ ୧୮୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ…
ପାତ୍ର ଇଲେଟ୍ରୋନିକ୍ସର ବିଗ୍ ଫେଷ୍ଟିଭାଲ ସେଲ୍
ଭୁବନେଶ୍ୱର,୪।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍ ପାତ୍ର ଇଲେଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ବିଗ୍ ଫେଷ୍ଟିଭାଲ ସେଲ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସେଲ୍ ୨୦୨୪ ଅକ୍ଟୋବର ୧୪ ପର୍ଯ୍ୟନ୍ତ ସମସ୍ତ ପାତ୍ର ଇଲେକ୍ଟ୍ରାନିକ୍ସ ଷ୍ଟୋରରେ ଉପଲବ୍ଧ। ଏହି ସେଲ୍ସ ଜରିଆରେ…
ଦିନକରେ ନିବେଶକ ହରାଇଲେ ୧୦ ଲକ୍ଷ କୋଟି
ମୁମ୍ବାଇ,୪।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧିଜନିତ ମାନ୍ଦାବସ୍ଥାର ବଡ଼ ଧରଣ ପ୍ରଭାବ ଭାରତୀୟ ପୁଞ୍ଜିବଜାର କାରବାର ଉପରେ ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ୍ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ପ୍ରାୟ ୧୦…
ୱଣ୍ଡର୍ଲା ଭୁବନେଶ୍ୱରର ପାର୍ବଣ ଉପହାର ଅଫର
ଭୁବନେଶ୍ୱର,୪।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସର୍ବବୃହତ୍ ଆମ୍ୟୁଜ୍ମେଣ୍ଟ ପାର୍କଚେନ୍ ୱଣ୍ଡର୍ଲା ହଲିଡେଜ୍ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ପାର୍ବଣ ଉପହାର ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୈଧ ରହିଛି। ପାର୍ବଣ…
ଷ୍ଟକ୍ ମାର୍କେଟରେ ହାହାକାର, ୧୮୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ନିବେଶକ ହରାଇଲେ ୧୦.୫୦ ଲକ୍ଷ କୋଟି
ମୁମ୍ବାଇ,୩।୧୦: ମଧ୍ୟପ୍ରାଚ୍ୟର ଭୀଷଣ ଯୁଦ୍ଧ ସ୍ଥିତିର ପ୍ରଭାବ ଶେୟାର ବଜାର ଉପରେ ଦେଖିବାକୁ ମିଳିଛି। ଫଳରେ ଘରୋଇ ତଥା ବିଦେଶୀ ପୁଞ୍ଜି ନିବେଶକାରୀମାନେ ଅତ୍ୟାଧିଅକ ଶେୟାର ବିକ୍ରି କରିବାରୁ ଭାରତୀୟ ଶେୟାର ବଜାର ଧରାଶାୟୀ ହୋଇଛି। ସେନସେକ୍ସ ୧୮୦୦ ଏବଂ ନିଫ୍ଟିରେ…
ଅରୁନ୍ଧତୀକୁ ଟାଇମ୍ସ ଆଇକନ୍ ଅଫ୍ ଓଡ଼ିଶା ଆଓ୍ବାର୍ଡ
ଭୁବନେଶ୍ୱର,୩।୧୦: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟାଇମ୍ସ ଅଫ ଇଣ୍ଡିଆ ଗ୍ରୁପ ପକ୍ଷରୁ ନିକଟରେ ଆୟୋଜିତ ଟାଇମ୍ସ ଆଇକନ ଅଫ…
ଗୁଆହାଟୀରେ ପତଞ୍ଜଳିର ଅତ୍ୟାଧୁନିକ ଓ୍ବେଲ୍ନେସ୍ ସେଣ୍ଟର
ନୂଆଦିଲ୍ଲୀ,୩।୧୦: ଦେଶର ଅଗ୍ରଣୀ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଯୋଗପୀଠର ଅତ୍ୟାଧୁନିକ ଓ୍ବେଲ୍ନେସ୍ ସେଣ୍ଟର ଆସାମର ଗୁଆହାଟୀଠାରେ ଉଦ୍ଘାଟିତ ହୋଇଯାଇଛି। ନର୍ଥ ଇଣ୍ଡିଆର ପ୍ରଥମ ଇଣ୍ଟଗ୍ରେଟେଡ୍ ହୋଲିଷ୍ଟିକ ହେଲ୍ଥ କେୟାର ଇନିସିଟିଭ ଏବଂ ଇଣ୍ଟିଗ୍ରେଟେଡ୍ ଟ୍ରିଟ୍ମେଣ୍ଟ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି…
୩୦,୦୦୦ରୁ କମ୍ ମୂଲ୍ୟରେ ୨ଲକ୍ଷରୁ ଅଧିକ ମୋବାଇଲ ବିକ୍ରି
ନୂଆଦିଲ୍ଲୀ,୩।୧୦: ପାର୍ବଣ ପୂର୍ବରୁ ଇ କର୍ମସ ପ୍ଲାଟ୍ଫର୍ମଗୁଡିକ ପକ୍ଷରୁ ଆକର୍ଷଣୀୟ ରିହାତି ସାଙ୍ଗକୁ ସ୍ବତନ୍ତ୍ର ସେଲ୍ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ସେଲ୍ ଜରିଆରେ ପ୍ରଦାନ କରାଯାଉଥିବା ଅଫରରେ ୩୦,୦୦୦ଟଙ୍କାରୁ କମ୍ ମୂଲ୍ୟରେ ୨ଲକ୍ଷରୁ ଅଧିକ ମୋବାଇଲ ଫୋନ୍ ବିକ୍ରି ହୋଇଛି।…
ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍
ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ…
ବଦଳିଲା ପିପିଏଫ୍ ଆକାଉଣ୍ଟ ସମ୍ପର୍କିତ ନିୟମ
ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ପବ୍ଲିକ୍ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟ (ପିପିଏଫ୍ ଆକାଉଣ୍ଟ) ସହ ଜଡ଼ିତ ନିୟମରେ ପରିବର୍ତ୍ତନ କରାଯାଇଛି। ଅକ୍ଟୋବର ୧ ତାରିଖରୁ ଡାକଘର ମାଧ୍ୟମରେ ଖୋଲାଯାଇଥିବା ଆକାଉଣ୍ଟରେ ନୂତନ ନିୟମ ପ୍ରଯୁଜ୍ୟ ହେବାକୁ ଯାଉଛି। ଏହା ଅଧୀନରେ ଏକରୁ ଅଧିକ ପିପିଏଫ୍ ଆକାଉଣ୍ଟ,…
ଦିନକରେ ନିବେଶକ ହରାଇଲେ ୩.୫ ଲକ୍ଷ କୋଟି
ମୁମ୍ବାଇ,୧।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାରର କାରବାର ଉପରେ ବଡଧରଣର ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ୩.୫ ଲକ୍ଷ…
Archives


