୨ ଦିନିଆ ରାଜପୁତାନା ବିଜ୍ନେସ ସମ୍ମିଟ ଉଦ୍ଯାପିତ
ଭୁବନେଶ୍ୱର,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଅଖଣ୍ଡ ରାଜପୁତାନା ସେବାସଂଘ (ଏଆର୍ଏସ୍)ର ଓଡ଼ିଶା ଶାଖା ପକ୍ଷରୁ ଏକ ୨ ଦିନିଆ ରାଜପୁତାନା ବିଜ୍ନେସ ସମ୍ମିଟ-୨୦୨୪ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୪ ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧…
ମାଲାବାରକୁ ‘ରେସପନ୍ସିବୁଲ୍ ଜୁଏଲେରି ହାଉସ୍ ଆୱାର୍ଡ’
ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ (ମାଲାବାର)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ‘ରେସପନ୍ସିବୁଲ୍ ଜୁଏଲେରି ହାଉସ ଆୱାର୍ଡ’ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆ ଗୋଲ୍ଡ କନ୍ଫରେନ୍ସ…
ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ପ୍ରଭାତୀ
ଭୁବନେଶ୍ୱର,୨।୯ (ଅଭୟ ଦାଶ): ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନୀଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି। ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ(ୟୁସିସିଆଇଏଲ୍) ପକ୍ଷରୁ ଜନତା ମଇଦାନଠାରେ…
ରାହୁଲ ଓଡ଼ିଶାର ଆୟକର ପ୍ରଧାନ ମୁଖ୍ୟ କମିଶନର
ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଇଣ୍ଟରନାଲ ରେଭେନ୍ୟୁ ସର୍ଭିସ୍ (ଆଇଆର୍ଏସ୍), ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ରାହୁଲ୍ କର୍ଣ୍ଣ ଦାୟିତ୍ୱ ଗ୍ରହଣ କରିଛନ୍ତି। କର୍ଣ୍ଣ ୧୯୮୯ ବ୍ୟାଚର ଭାରତୀୟ ରାଜସ୍ବ ସେବା ଅଧିକାରୀ ଭାବେ ଓଡିଶାରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ…
ବଢ଼ିଲା କମର୍ସିଆଲ ଗ୍ୟାସ୍ ଦର
ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): କ୍ରମାଗତ ଦ୍ୱିତୀୟ ମାସ ଲାଗି କମର୍ସିଆଲ ଗ୍ୟାସ୍ (୧୯କି.ଗ୍ରା.) ଦରରେ ବୃଦ୍ଧି ଘଟିଥିବାବେଳେ ଘରୋଇ ଗ୍ୟାସ୍ (୧୪.୨କି.ଗ୍ରା.) ଦର ପୂର୍ବପରି ସ୍ଥିର ରହିଛି। ଏପରିକି ୨୦୨୪ ସେପ୍ଟେମ୍ବରରେ ଭୁବନେଶ୍ୱରର କମର୍ସିଆଲ ଗ୍ୟାସ (୧୯କି.ଗ୍ରା.) ଦର ୩୮ ଟଙ୍କା…
ଖରାପ ପ୍ରଦର୍ଶନରେ ଏସୀୟ ମୁଦ୍ରା ମଧ୍ୟରେ ଟଙ୍କା ଦ୍ୱିତୀୟ
ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଡଲାର ତୁଳନାରେ ଖରାପ ପ୍ରଦର୍ଶନ କରୁଥିବା ଏସୀୟ ମୁଦ୍ରା ମଧ୍ୟରେ ଭାରତୀୟ ଟଙ୍କା ଦ୍ୱିତୀୟ ସ୍ଥାନରେ ରହିଛି। ଡଲାରର ପ୍ରବଳ ଚାହିଦା ଏବଂ ଘରୋଇ ଇକ୍ୱିଟିରୁ ପ୍ରତ୍ୟାହାର ଯୋଗୁ ଅଗଷ୍ଟରେ ଏହା ୦.୨ ପ୍ରତିଶତ ହ୍ରାସ ପାଇଛି।…
ପବ୍ଲିକ ଇସ୍ୟୁରୁ ପାଣ୍ଠି ସଂଗ୍ରହ
ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଏରୋନ୍ କମ୍ପୋଜିଟ ଲିମିଟେଡ (ଏସିଏଲ୍)ର ପବ୍ଲିକ ଇସ୍ୟୁ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏନଏସ୍ଇ ଇମର୍ଜ ପ୍ଲାଟଫର୍ମରେ ଶୁଭାରମ୍ଭ କରିବାକୁ ଅନୁମୋଦନ ହାସଲ କରିଛି। ଏପରିକି ପବ୍ଲିକ ଇସ୍ୟୁରୁ ସଂଗୃହୀତ ରାଶି…
ଅଗଷ୍ଟରେ ୧.୭୫ ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ…
ଅଗଷ୍ଟ ମାସରେ ସଂଗ୍ରହ ହେଲା ୧.୭୪ ଲକ୍ଷ କୋଟି ଜିଏସଟି, ୧୦ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ମୋଟ ଜିଏସଟି ସଂଗ୍ରହ ୧.୭୪ ଲକ୍ଷ କୋଟି ରହିଛି ଏବଂ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଛି। ଅଗଷ୍ଟ ୨୦୨୩ ରେ, ଏହି ସଂଖ୍ୟା ୧,୫୯,୦୬୯ କୋଟି ଅର୍ଥାତ୍ ୧.୫୯ ଲକ୍ଷ କୋଟି ଟଙ୍କା ଥିଲା। ଯଦି ଆମେ…
ବ୍ଲାକ୍ ଜେଡ୍କୁ ଟପ୍ ଏକ୍ସପର୍ଟ ଆଓ୍ବାର୍ଡ
ନୂଆଦିଲ୍ଲୀ,୧।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଗରବତି ନିର୍ମାତା ମହୀଶୂର ଦୀପ ପ୍ରଫ୍ୟୁମେରୀ ହାଉସ (ଏମ୍ଡିପିଏଚ୍)ର ପ୍ରମୁଖ ବ୍ରାଣ୍ଡ୍ ବ୍ଲାକ୍ ଜେଡ୍କୁ ଶ୍ରେଷ୍ଠ ରପ୍ତାନି ପୁରସ୍କାର(ଟପ୍ ଏକ୍ସପର୍ଟ ଆଓ୍ବାର୍ଡ) ମିଳିଛି। ଏପରିକି ବ୍ରାଣ୍ଡ୍ର ଗୁଣବତ୍ତା ଓ ଅଗରବତି ହସ୍ତଶିଳ୍ପ ବର୍ଗରେ ଉଲ୍ଲେଖନୀୟ…
ଆୟୁର୍ବେଦିକ୍ ବିଜ୍ଞାନ ଗବେଷଣା କ୍ଷେତ୍ରରେ ସଫଳତା
ଭୁବନେଶ୍ୱର, ୧।୯(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟକୁ ଆୟୁର୍ବେଦିକ୍ ବିଜ୍ଞାନ ଗବେଷଣା କ୍ଷେତ୍ରରେ ଏକ ଅପୂର୍ବ ସଫଳତା ମିଳିଛି। ଏପରିକି ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ଆୟୁର୍ବେଦୀୟ ବିଜ୍ଞାନ ଅନୁସନ୍ଧାନ…
ଏସ୍ବିଆଇ ଲାଇଫ୍ର ନୂତନ ଅଭିଯାନ
ନୂଆଦିଲ୍ଲୀ,୧।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଏସ୍ବିଆଇ ଲାଇଫ୍ ଇନ୍ସ୍ୟୁରାନ୍ସ (ଏସ୍ବିଆଇ ଲାଇଫ୍)ର ନୂତନ ଅଭିଯାନ ନ୍ୟୁ ଡିଜିଟାଲ ଫିଲ୍ମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ପ୍ୟାରିସ୍ଠାରେ ଆୟୋଜିତ ପ୍ୟାରିସ୍ ପାରାଲିମ୍ପିକ୍-୨୦୨୪ରେ ଅଂଶଗ୍ରହଣ କରିଥିବା ଭାରତୀୟ…
Archives


