ବାଣିଜ୍ୟ

ଚାନ୍ଦି ଭଣ୍ଡାରର ନୂତନ କଲେକ୍ସନ

ଭୁବନେଶ୍ୱର,୨୬।୯: ରାଜ୍ୟର ଅଗ୍ରଣୀ ରୁପା ଅଳଙ୍କାର ପ୍ରତିଷ୍ଠାନ ତଥା ସିଲ୍‌ଭର ଚେନ୍‌ ବ୍ରାଣ୍ଡ ‘ଚାନ୍ଦି ଭଣ୍ଡାର’ ପକ୍ଷରୁ ଚଳିତ ବର୍ଷର ପାର୍ବଣ ପ୍ରସ୍ତୁତି (ଦୁର୍ଗାପୂଜା ସେଲିବ୍ରେଶନ) ସମ୍ପର୍କରେ ଘୋଷଣା କରାଯାଇଛି। ଅପରପକ୍ଷରେ ଆକର୍ଷଣୀୟ ଡିଜାଇନ ଓ ସୂକ୍ଷ୍ମ କାରିଗରିରେ ନିର୍ମିତ ବ୍ରାଣ୍ଡ୍‌ର…

୨୦୩୦ ସୁଦ୍ଧା କାର୍ଯ୍ୟ ପରିସରରେ ୩୦% ମହିଳା କର୍ମଚାରୀ

ଭୁବନେଶ୍ୱର,୨୬।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଆନ୍ତର୍ଜାତିକ କନ୍ୟା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ଓ ପରିବର୍ତ୍ତନଶୀଳ ପଦକ୍ଷେପ ‘ପ୍ରୋଜେକ୍ଟ ପଞ୍ଚତ୍ି’ର ସଫଳତାକୁ ଆଲୋକିତକରି ବେଦାନ୍ତ ଆଲୁମିନିୟମ ଅନ୍ତର୍ଜାତୀୟ…

ସମ୍ବଲପୁରରେ ମାଲାବାରର ନୂତନ ଷ୍ଟୋର

ଭୁବନେଶ୍ୱର,୨୬।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂତନ ଷ୍ଟୋର ସମ୍ବଲପୁର (ଓଡ଼ିଶା) ରେ ଖୋଲିବାକୁ ଯାଉଛି। ୨୦୨୪ ସେପ୍ଟେମ୍ବର ୨୮ରେ ସମ୍ବଲପୁରର ବୁଢ଼ାରାଜା ରୋଡ୍‌ଠାରେ ମାଲାବାରର ନୂତନ…

ସର୍ବୋଚ୍ଚ ସ୍ତରରେ ଶେୟାର ବଜାର କାରବାର

ମୁମ୍ବାଇ,୨୬।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ଉଭୟ ବମ୍ବେ…

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୋଟ…

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ ଗଣମାଧ୍ୟମରେ…

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ ଇପିଏଫ୍‌ଓର ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌…

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଫେଷ୍ଟ ୨୦୨୪ ଅକ୍ଟୋବର ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି…

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଓଡ଼ିଶା ବଜାରରେ ଯୋଡ଼ିଥିବା…

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା…

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌ ଯୋଜନା । ଏହି ଯୋଜନାଗୁଡିକରେ ଆପଣ ଡାଟା ସୁବିଧା ପାଇବେ। ଦୟାକରି ଧ୍ୟାନ ଦିଅନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri