୧୦୦ବର୍ଷ ପୂର୍ୱରୁ ୧୦ଗ୍ରାମକୁ ୧୮ଟଙ୍କା ଥିଲା ସୁନା ଦାମ୍, ୧୦୦ଟଙ୍କା ହେବାକୁ ଲାଗିଯାଇଥିଲା ଏତେବର୍ଷ…
ଆଜିକାଲି ଦରଦାମ୍ରେ ବୃଦ୍ଧି ଘଟୁଛି। ବିଶ୍ୱ ଉତ୍ତେଜନା ବୃଦ୍ଧି ପାଉଥିବାରୁ, ସୁନା ଏବଂ ରୂପାର ମୂଲ୍ୟ ଆକାଶଛୁଆଁ ହେଉଛି। ସୁନା ଏବଂ ରୂପାର ମୂଲ୍ୟ ପ୍ରତିଦିନ ନୂତନ ଉଚ୍ଚତା ଛୁଇଁବାରେ ଲାଗିଛି। ଗତ ବର୍ଷ ମଧ୍ୟ ଉଭୟ ସାମଗ୍ରୀ ପାଇଁ ଏକ…
ଭାରତ ସହ ବଡ଼ ଡିଲ୍, ଟ୍ରମ୍ପଙ୍କୁ ଝଟ୍କା!
ନୂଆଦିଲ୍ଲୀ,୧୩।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ପାଇଁ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବେ ଏକ ର୍ନିଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିଥିବା ପରି ମନେ ହେଉଛି। ଯଦି ସବୁକିଛି ଯୋଜନା ଅନୁଯାୟୀ ହୁଏ,…
ଏଥର ବଜେଟରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା କରିବେ ଅର୍ଥମନ୍ତ୍ରୀ! ମିଳିବ ବଡ଼ ଆଶ୍ୱସ୍ତି, ଜାଣନ୍ତୁ କ’ଣ…
ନୂଆଦିଲ୍ଲୀ,୧୩।୧: ୨୦୨୭ ଆର୍ଥିକ ବର୍ଷର ବଜେଟ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ବର୍ଷ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଲଗାତାର ନବମ ଥର ପାଇଁ ରେକର୍ଡ ବଜେଟ ଉପସ୍ଥାପନ କରିବେ। ମଧ୍ୟବିତ୍ତ ପରିବାର ବଜେଟ ଠାରୁ ଉଚ୍ଚ ଆଶା ରଖିଛନ୍ତି,…
ଖୁବଶୀଘ୍ର ଗଡ଼ିବ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍: ଜାଣନ୍ତୁ କେତେ ରହିବ ଭଡ଼ା
ନୂଆଦିଲ୍ଲୀ,୧୨ା୧: ଭାରତୀୟ ରେଳବାଇ ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦେଶରେ ଖୁବଶୀଘ୍ର ଅତ୍ୟାଧୁନିକ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍ ସେବା ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ଏହି ପ୍ରିମିୟମ ଟ୍ରେନ୍ ହାୱଡ଼ା ରୁ କାମାକ୍ଷା (ଗୁଆହାଟି)…
SBI ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ଏଟିଏମ୍ କାରବାର ପାଇଁ ଦେବାକୁ ପଡ଼ିବ ଅଧିକ ଶୁଳ୍କ
ମୁମ୍ବାଇ,୧୨ା୧: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ SBI ନିଜର ଏଟିଏମ୍ କାରବାର ଶୁଳ୍କରେ ବୃଦ୍ଧି କରିଛି। ମାଗଣା ସୀମା ଶେଷ ହେବା ପରେ ଅନ୍ୟ ବ୍ୟାଙ୍କର ଏଟିଏମ୍ ବ୍ୟବହାର କଲେ ଗ୍ରାହକଙ୍କୁ ଏବେ ପୂର୍ବ ଅପେକ୍ଷା ଅଧିକ ଟଙ୍କା ଗଣିବାକୁ ପଡ଼ିବ।…
ଡିସେମ୍ବରରେ ବଢିଗଲା ଖୁଚୁରା ଦରଦାମ୍, ତିନିମାସରେ ସର୍ବାଧିକ
ନୂଆଦିଲ୍ଲୀ,୧୨।୧: ଭାରତର ବାର୍ଷିକ ଖୁଚୁରା ମୁଦ୍ରାସ୍ଫୀତି ଡିସେମ୍ବର ମାସରେ ୩ ମାସର ସର୍ବୋଚ୍ଚ ସ୍ତର ୧.୩୩% ରେ ପହଞ୍ଚିଛି। ନଭେମ୍ବର ମାସରେ ଏହି ହାର ୦.୭୧% ଥିଲା। ଖାଦ୍ୟ ପଦାର୍ଥର ଦର ହ୍ରାସ ପ୍ରକ୍ରିୟା ମନ୍ଥର ହେବା କାରଣରୁ ମୁଦ୍ରାସ୍ଫୀତିରେ ଏହି…
ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ସ୍ମାର୍ଟଫୋନ୍ ନିର୍ମାତାଙ୍କୁ ଏପରି ପ୍ରସ୍ତାବ ଦେଲେ ଭାରତ ସରକାର
ନୂଆଦିଲ୍ଲୀ,୧୧।୧: ଦେଶରେ ବଢୁଥିବା ସାଇବର ଅପରାଧକୁ ଦୃଷ୍ଟିରେ ରଖି ସ୍ମାର୍ଟଫୋନ୍ ସୁରକ୍ଷା ପାଇଁ ନୂଆ ନିୟମ ଆଣିବେ ଭାରତ ସରକାର। ଏହି ନିୟମ ଅନୁସାରେ ସ୍ମାର୍ଟଫୋନ ନିର୍ମାତାମାନଙ୍କୁ ସେମାନଙ୍କର ଅପରେଟିଂ ସିଷ୍ଟମର ‘ସୋର୍ସ କୋଡ୍’ ସରକାରୀ ଲ୍ୟାବ୍ରେ ଜମା କରିବାକୁ କୁହାଯାଇଛି।…
ଦରମାରୁ PF କଟୁଥିଲେ ପାଇବେ ୭ ଲକ୍ଷ ଟଙ୍କାର ବୀମା, ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୧୧ା୧: ଭାରତରେ ଲକ୍ଷଲକ୍ଷ ଲୋକ ଚାକିରି କରୁଛନ୍ତି, ପ୍ରତି ମାସରେ ସେମାନଙ୍କ ଦରମାରୁ PF କଟାଯାଉଛି। ଅଧିକାଂଶ କର୍ମଚାରୀଙ୍କ ଦରମା ଜମା ହେବା ମାତ୍ରେ ସ୍ବୟଂଚାଳିତ ଭାବରେ କାଟି ନିଆଯାଉଛି। ବହୁତ କମ୍ ଲୋକ ଜାଣନ୍ତି ଯେ ଏହି PF ଆକାଉଣ୍ଟ…
ଅନ୍ କରିବାକୁ ଭୁଲନ୍ତୁ ନାହିଁ INSTGRAMର ଏହି ୩ ସେଟିଂ, ଭାଇରାଲ ହୋଇଯିବ ଆପଣଙ୍କ REEL
ନୂଆଦିଲ୍ଲୀ,୧୧।୧: ଆଜିକାଲି ସମସ୍ତେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ହେବାକୁ ଚାହାନ୍ତି। ଏଥିଲାଗି ସେ ସର୍ବପ୍ରଥମେ ଇନ୍ଷ୍ଟାଗ୍ରାମକୁ ବାଛୁଛନ୍ତି। କାରଣ ଏଠାରେ ଭାଇରାଲ ହେବା ସହଜ। ଆପଣଙ୍କ ମଧ୍ୟରୁ ଅନେକେ ଏଭଳି ଥିଲେ, ଯିଏ ରିଲ୍ କରୁଥିବେ। ହେଲେ ଭ୍ୟୁଜ୍ ଭଲ ନ…
ଭାରତର ପ୍ରଥମ ବଜେଟ୍, ଇଂରେଜ ଛାଡିଯାଇଥିଲେ ମାତ୍ର ଏତିକି ଟଙ୍କା!
ନୂଆଦିଲ୍ଲୀ,୧୧।୧: ଦେଶର ସାଧାରଣ ବଜେଟ ଫେବୃଆରୀ ୧, ୨୦୨୬ ରେ ସଂସଦରେ ଉପସ୍ଥାପିତ ହେବାକୁ ଯାଉଛି। ସବୁବେଳେ ପରି, ସାଧାରଣ ଲୋକଠାରୁ ଆରମ୍ଭ କରି ଶିଳ୍ପ ପର୍ଯ୍ୟନ୍ତ ସମସ୍ତେ ଅର୍ଥମନ୍ତ୍ରୀଙ୍କ ବଜେଟ ଉପରେ ନଜର ରଖିଛନ୍ତି। ସମସ୍ତଙ୍କ ମନରେ ପ୍ରଶ୍ନ ହେଉଛି…
EPFO Profile ଅପ୍ଡେଟ୍: ନାମ-ଜନ୍ମତାରିଖରୁ ନେଇ ବୈବାହିକ ସ୍ଥିତି ଯାଏ ପରିବର୍ତ୍ତନ କରିବାର ସହଜ ଉପାୟ
ନୂଆଦିଲ୍ଲୀ,୧୦।୧: ସାରା ଦେଶରେ କୋଟି କୋଟି ପ୍ରାଇଭେଟ ସେକ୍ଟର କର୍ମଚାରୀ ଏମ୍ପ୍ଲଏ ପ୍ରୋଭିଡେଣ୍ଟ ଫଣ୍ଡ (EPF) ସହ ଜଡ଼ିତ ଅଛନ୍ତି। ସମ୍ପ୍ରତି ଇପିଏଫଓ (EPFO) ସବସ୍କ୍ରାଇବରମାନଙ୍କୁ ସୁବିଧା ଦେବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ହେଲେ ଏକ EPF ସବସ୍କ୍ରାଇବର…
ଦେଢଲକ୍ଷ ଯାଏ ମାଗଣା ଚିକିତ୍ସା! ସରକାରଙ୍କ ବଡ଼ ଘୋଷଣା, ଜାଣନ୍ତୁ ପୂରା ସୂଚନା…
ନୂଆଦିଲ୍ଲୀ,୧୦।୧: ପ୍ରତିବର୍ଷ ଭାରତରେ ପ୍ରାୟ 150,000 ଲୋକ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରନ୍ତି। ଏହି ମୃତ୍ୟୁ ମଧ୍ୟରୁ ଅନେକ ଚିକିତ୍ସା ଅଭାବରୁ ହୋଇଥାଏ। ଯଦି ସମୟସାପେକ୍ଷ ଚିକିତ୍ସା ଯୋଗାଇ ଦିଆଯାଏ, ତେବେ ଶହ ଶହ ଜୀବନ ବଞ୍ଚାଇ ଦିଆଯାଇପାରିବ। ଚିକିତ୍ସାରେ ଏକ…
Archives


