ବାଣିଜ୍ୟ

ଏଣିକି ATMରୁ ଟଙ୍କା ଉଠାଇବା ପଡିବ ମହଙ୍ଗା, ଏତେ ଟଙ୍କା ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୩।୯: ଏଣିକି ଏଟିଏମରୁ ଟଙ୍କା କାଢିବା ହେଲା ମହଙ୍ଗା। ଯଦି ଆପଣ କାନାରା ବ୍ୟାଙ୍କର ଏଟିଏମ (ATM) କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏବେ ଟଙ୍କା ଉଠାଇବା ପୂର୍ୱରୁ ନୂଆ ଚାର୍ଜ ବିଷୟରେ ଜାଣିନେବା ଆପଣଙ୍କ ପାଇଁ ଲାଭଦାୟକ ହେବ। ୧…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (MoSPI) ପକ୍ଷରୁ ଜାରି ହୋଇଥିବା ତଥ୍ୟ ଅନୁସାରେ, ୨୦୨୭ ଆର୍ଥିକ ବର୍ଷର…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ ବଜାରରେ ବହୁମୂଲ୍ୟ ଧାତୁର ଦର କ୍ରମାଗତ ଭାବେ ଖସିବାରେ ଲାଗିଛି। ଗୋଲ୍ଡ ମାର୍କେଟରେ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା ଦେଇଛି ଯେ ରକ୍ଷଣାବେକ୍ଷଣ (maintenance) କାର୍ଯ୍ୟ ଯୋଗୁଁ କିଛି ସମୟ ପାଇଁ UPI…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ ୧୫ ସେପ୍ଟେମ୍ୱର ୨୦୨୬ର ଡେଡଲାଇନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ ଜଏଣ୍ଟ କନସଲଟେଟିଭ ମେସିନାରୀ (NC-JCM) ର ଷ୍ଟାଫ ସାଇଡ କେନ୍ଦ୍ର ସରକାରଙ୍କ ନିକଟରେ…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା ସମ୍ପୂର୍ଣ୍ଣ ମାଗଣା ହେବାକୁ ଯାଉଛି। ଦିଲ୍ଲୀ ସରକାର ନିଜର ସୋଲାର ଏନର୍ଜି ପଲିସିରେ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ ଏମିତି ଅନେକ ଦିନ ରହିବ, ଯେତେବେଳେ ବ୍ୟାଙ୍କ ଧର୍ମଘଟ ରହିବ। ୟୁନାଇଟେଡ ଫୋରମ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ ସାଧାରଣ ଲୋକଙ୍କ ପକେଟକୁ ପ୍ରଭାବିତ କରୁଥିବାରୁ ଏହା ବିଷୟରେ ଜାଣିବା ଜରୁରୀ। ତେଲ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ ପରିବର୍ତ୍ତନ ଆସିଛି। ରୋଷେଇ ଘରର ବଜେଟଠାରୁ ଆରମ୍ଭ କରି ଗାଡ଼ି କିଣିବା, ଦୁଧ,…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌ ଏକ୍ସ-ମିଲ ମୂଲ୍ୟରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଏହା ପରେ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP ଅଭିବୃଦ୍ଧି ହାର ୭.୮%ରେ ପହଞ୍ଚିଛି। ଏହା ଗତ ବର୍ଷର ସମାନ ତ୍ରୈମାସିକରେ ୬.୯%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?