ବାଣିଜ୍ୟ

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଭାରତର ହସ୍ତତନ୍ତ ଉପତ୍ାଦନ କରୁଥିବା ଏବଂ ସମୃଦ୍ଧ ବୟନ ଐତିହ୍ୟର ସ୍ଥଳୀ ଜୟପୁରର ବହୁ…

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୫ ମଧ୍ୟଭାଗରେ ଆରମ୍ଭ ହେଉଥିବା ଏହି ଅଭିନବ ଓ ଅତ୍ୟାଧୁନିକ…

୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା

ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ ବୃଦ୍ଧି ପାଇଥିବାବେଳେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ନେଇ ବିଭିନ୍ନ ଗବେଷଣାକାରୀ ସଂସ୍ଥା ତଥା ଅର୍ଥନୀତିଜ୍ଞ…

ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ମସାଇ ସ୍କୁଲ ସମଗ୍ର ଭାରତ ବର୍ଷରେ ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି। ଏପରିକି ଖୁବ୍‌ କମ୍‌ ଦିନ ମଧ୍ୟରେ ସ୍କୁଲ ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ କରାଇବା ସହିତ ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ ଆରମ୍ଭ ହେଉଛି। ଏହି ସମୟରେ ଆମାଜନ ପ୍ରାଇମ ମେମ୍ବରମାନେ ୨୪ଘଣ୍ଟାର ୟର୍ଲି ଆକ୍‌ସେସ୍‌ ପାଇପାରିବେ।…

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ ବର୍ଷ ଅକ୍ଟୋବର ୨ ରୁ ମଜୁରି ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏପରିକି ସୂତା…

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ ଆୟୋଜନ କରାଯାଉଛି। ସ୍ବସ୍ତି ଚିଲିକା ରେସର୍ଟ ଏବଂ ଇଭେଣ୍ଟ ଏଲିଗାନ୍ସର ମିଳିତ ଉଦ୍ୟମରେ ପ୍ରଥମ…

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା ସହ କାର୍ଯ୍ୟକାରୀ ମଧ୍ୟ କରାଇଛନ୍ତି। ଏପରିକି ଭାରତ ସରକାରଙ୍କ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି…

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ କ୍ରେଡିଟ୍‌ ଆଉଟ୍‌ରିଚ୍‌ ପ୍ରୋଗ୍ରାମ ଶୁକ୍ରବାର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ…

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର ସିଇଓ…

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ।…

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri