ବାଣିଜ୍ୟ

ଜିଓ ୱାଲର୍‌ଡ ପ୍ଲାଜାରେ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ୍‌

ମୁମ୍ବାଇ,୧୬।୧୧ (ଅଭୟ ଦାଶ): ରିଲାଏନ୍ସ ରିଟେଲର ବିୟୁଟି ରିଟେଲ ଚେନ ତଥା ପ୍ରିମିୟମ ବ୍ରାଣ୍ଡ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଜିଓ ୱାଲର୍‌ଡ ପ୍ଲାଜାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରି କି ଏହାର ବିଳାସପୂର୍ଣ୍ଣ ଫ୍ଲାଗଶିପ୍‌ ଷ୍ଟୋର୍‌ରେ ବ୍ରାଣ୍ଡର ନୂତନ କଲେକ୍ସନଗୁଡ଼ିକୁ ମଧ୍ୟ…

୭.୨% ହାରରେ ଅର୍ଥନୀତି ଅଭିବୃଦ୍ଧି ଆକଳନ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ଭାରତୀୟ ଅର୍ଥନୀତି ଭଲ ସ୍ଥିତିରେ ଅଛି ଏବଂ ୨୦୨୪ କ୍ୟାଲେଣ୍ଡର ବର୍ଷରେ ୭.୨ ପ୍ରତିଶତ ଏବଂ ୨୦୨୫ରେ ୬.୬ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ମୁଡିସ୍‌ ରେଟିଂରେ ଏପରି ତଥ୍ୟ ପ୍ରକାଶ ପାଇଛି। ଏହାର ‘ଗ୍ଲୋବାଲ…

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ MCLR…

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନିକଟରେ ଆରମ୍ଭ ହୋଇଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଜେଡ୍‌ ବ୍ଲାକ୍‌ ଗୋଲ୍ଡ ପାର୍ଟନର…

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ ଆୟ ସୁନା ଓ ରୁପା ଦରରେ ବଡ ଧରଣର ହ୍ରାସ ଘଟାଉଛି। ଫଳରେ ଅନ୍ତଃରାଷ୍ଟ୍ରୀୟ…

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି ଭାବେ ଫର୍ଚୁନ୍‌ ମାଗାଜିନର ଶକ୍ତିଶାଳୀ ବ୍ୟବସାୟୀ-୨୦୨୪ ତାଲିକାରେ ସ୍ଥାନ ପାଇଛନ୍ତି । ଉଲ୍ଲେଖଯୋଗ୍ୟ, ଫର୍ଚୁନ୍‌…

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ ଅନ୍ତଃ ଭାଗର ପ୍ରତିକୃତିି (ଏକ୍ସଟେରିଅର ଆଣ୍ଡ ଇଣ୍ଟେରିଅର ସ୍କେଚ୍‌)କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଯାଇଛି।…

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ କମ୍‌ଭିଭାର ସିଇଓ ରାଜେଶ ଚାନ୍ଦିରାମନି କହିଛନ୍ତି, କ୍ଲାଉଡ୍‌ ସମାଧାନଗୁଡିକ ଟେଲିକମ୍‌ ଅପରେଟରଙ୍କୁ ନୂଆ ରଣନୀତି…

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର କାରବାର ଶେଷ ସୁଦ୍ଧା ନିବେଶକ ବଡ଼ ଧରଣର କ୍ଷତି ସହିଛନ୍ତି। ଏପରିକି ନିବେଶକ ଦିନକରେ…

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)କୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କେନ୍ଦ୍ରୀୟ ବ୍ୟାଙ୍କର ଉଦ୍ୟମ ସତ୍ତ୍ୱେ ମୁଦ୍ରାସ୍ଫୀତି…

ସ୍ମାର୍ଟଫୋନ ବ୍ୟବହାରକାରୀଙ୍କୁ ଲାଗିବ ବଡ଼ ଝଟକା, ୨୦୨୫ରେ ବଢିବ…

ନୂଆଦିଲ୍ଲୀ,୧୨।୧୧: ସାରା ବିଶ୍ୱରେ ସ୍ମାର୍ଟଫୋନର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିଦିନ ନୂଆ କମ୍ପାନୀ ବଜାରରେ ସ୍ମାର୍ଟଫୋନ ଲଞ୍ଚ କରୁଛନ୍ତି। କିନ୍ତୁ ୨୦୨୫ରେ ସ୍ମାର୍ଟଫୋନ ମହଙ୍ଗା ହୋଇପାରେ। ଏହା ପଛରେ ତିନୋଟି ବଡ କାରଣ ସାମ୍ନାକୁ ଆସିଛି। ଯେହେତୁ AI…

ଏହି ଦିନ ଶେଷ ହେଉଛି ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ନୂଆଦିଲ୍ଲୀ,୧୨।୧୧: ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri