ବାଣିଜ୍ୟ

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ ହେବା ମାତ୍ରେ…

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌ ପ୍ରିଣ୍ଟ ପୋର୍ଟଫୋଲିଓରେ ଏକ ନୂତନ ଯୋଗ ଭାବେ ଏଚ୍‌ପି କଲର ଲେଜର ଜେଟ୍‌ ପ୍ରୋ…

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ବଜାର ସଂଯୋଜିତ ପେନ୍‌ସନ ଉପତ୍ାଦ ହୋଇଥିଲାବେଳେ ଗ୍ରାହକଙ୍କୁ ଏହା ଏକ ମୂଲ୍ୟ ଓ ଟିକସ…

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା। ମାତ୍ର ଏହି ଆଶା ମଉଳିବାରେ ଲାଗିଛି।  ପେଟ୍ରୋଲିୟମ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି,…

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ ଧିରୁଭାଇ ଅମ୍ବାନୀଙ୍କ ୩ୟ ପୁଅ ଭାବେ ପରିଚିତ ଆନନ୍ଦ ରିଲାଇନ୍ସ ଇଣ୍ଡଷ୍ଟ୍ରିଜର ମାଲିକ ତଥା…

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର କାରଣ ପାଲଟିଥିବା ବେଳେ ସରକାରଙ୍କ ଏହି ଘୋଷଣା ସାଧାରଣ ପରିବାରମାନଙ୍କ ପାଇଁ କିଛି…

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ ଆଗକୁ ବଢ଼ିଛନ୍ତି। ଭାରତର ଜିଡିପିରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ଏହି ରାଜ୍ୟଗୁଡିକର ମୁଣ୍ଡପିଛା ଆୟ…

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁଶନାଲ ରିସର୍ଚ୍ଚ ଏହାର ଏକ ରିପୋର୍ଟରେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌…

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୩ ନିୟୁତ ଟନ୍‌ (ଏମ୍‌ଟିପିଏ)ରୁ ୮ ନିୟୁତ ଟନ୍‌ (ଏମ୍‌ଟିପିଏ)କୁ ବୃଦ୍ଧିପାଇବ। ଏହି…

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଏପରିକି ରିଟେଲ ନେକ୍ସଟରେ ପୁନଃପରିକଳ୍ପିତ ସେବା ଓ ସୁବିଧା ଉପଲବ୍ଧ ରହିବ। ଯାହାକୁ ଆଧୁନିକ…

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏପରିକି ଏହି ୩ ଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri