ବାଣିଜ୍ୟ

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ କ୍ରିକେଟିୟର କୁଲଦୀପ ଯାଦବଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ଏଭରଗ୍ରୀନ ଚା’ର ଏକ…

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଅସାଧାରଣ ଡିଜାଇନ୍‌ ସହିତ ସମନ୍ବିତ ଏହି ଲିଫ୍ଟ ଭୁବନେଶ୍ୱରର…

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ…

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ ଆହ୍ବାନ ସୃଷ୍ଟି କରୁଛି। ଅନୁସନ୍ଧାନ ପ୍ରତିଷ୍ଠାନ ଗ୍ଲୋବାଲ ଟ୍ରେଡ ରିସର୍ଚ୍ଚ ଇନିସିଏଟିଭ (ଜିଟିଆରଆଇ) ପକ୍ଷରୁ…

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ ଏକ୍‌ସିଲେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ରବିବାର ୟୁକୋ ବ୍ୟାଙ୍କ ଅଧିକାରୀ…

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ ଦେଖାଯାଇ ନ ଥିବା ଏଭଳି ଏକ ମୂଲ୍ୟକୁ ନେଇ କମ୍ପାନୀ ତା’ର ଅନେକ ଲୋକପ୍ରିୟ…

୭୩% ଭାରତୀୟ ଗ୍ରାହକଙ୍କ ପସନ୍ଦ ଅନ୍‌ଲାଇନ ଶପିଂ

ନୂଆଦିଲ୍ଲୀ,୧୫।୯ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ଓ ଅନ୍ୟାନ୍ୟ ସମସ୍ୟା ପାଇଁ ସବୁ ବର୍ଗର ଭାରତୀୟ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ କିଣାକିଣି କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଅନେକ ସୁବିଧା ଓ ଇ-କର୍ମସ କମ୍ପାନୀଗୁଡିକ ପକ୍ଷରୁ ଆକର୍ଷଣୀୟ ଅଫର…

ଫ୍ଲିପ୍‌କାର୍ଡରେ ଜବରଦସ୍ତ ଅଫର୍‌: ଶସ୍ତାରେ ମିଳିବ ଏହି ୨୪ ସ୍ମାର୍ଟଫୋନ

ଆଗକୁ ଆସୁଛି ପାର୍ବଣ ଋତୁ। ଏଥର ଫ୍ଲିପକାର୍ଟ ଏବଂ ଆମାଜନ ଏକ ବମ୍ପର ସେଲ୍‌ ଆରମ୍ଭ ହେବାକୁ ଯାଉଛି। ଫ୍ଲିପକାର୍ଟ ବିଗ୍‌ ବିଲିୟନ ଡେ’ରେ ଗ୍ରାହକଙ୍କ ଜବରଦସ୍ତ ଅଫର୍‌ ମିଳିବ। ଗ୍ରାହକଙ୍କୁ ୨୪ ସ୍ମାର୍ଟଫୋନ ଉପରେ ରିହାତି ମିଳିବ। ଫ୍ଲିପକାର୍ଟ ଆପରେ…

ଶେୟାର ବଜାର କାରବାରରେ ହ୍ରାସ

ନୂଆଦିଲ୍ଲୀ,୧୪।୯ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର…

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ଫାଇଭ ଷ୍ଟାର ରେଟିଂ

ଭୁବନେଶ୍ୱର,୧୪।୯: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ମାନ୍ୟତା ‘ଫାଇଭ ଷ୍ଟାର ରେଟିଂ’ ଦିଆଯାଇଛି। ଏପରିକି ଜେଏସ୍‌ଏଲ୍‌ର ହିସାର ପ୍ଲାଣ୍ଟକୁ ବ୍ରିଟିଶ ସେଫ୍ଟି କାଉନସିଲ ପକ୍ଷରୁ ବୃତ୍ତିଗତ ସ୍ବାସ୍ଥ୍ୟ ଓ ସୁରକ୍ଷା ପାଇଁ ଫାଇଭ ଷ୍ଟାର ରେଟିଂ…

ଆର୍‌ ସି ପ୍ଲାଷ୍ଟୋର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୧୪।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ପାଣିଟାଙ୍କି ଓ ପାଇପ ନିର୍ମାତା ଆର୍‌ ସି ପ୍ଲାଷ୍ଟୋ ଟ୍ୟାଙ୍କସ ଆଣ୍ଡ ପାଇପ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ନିକଟରେ ଏକ ବିଶ୍ୱସ୍ତରୀୟ ମାନତ୍ୟ ହାସଲ କରିଛି। ଏପରିକି କମ୍ପାନୀର ନାଗପୁରସ୍ଥିତ…

ଏଏଲ୍‌ଆଇର ନୂତନ ଉତ୍ପାଦ: ଜାଣନ୍ତୁ କ’ଣ ରହିଛି ସୁବିଧା…

ନୂଆଦିଲ୍ଲୀ,୧୪।୯ (ଅଭୟ ଦାଶ): ଆଭିଭା ଲାଇଫ୍‌ ଇନ୍‌ସ୍ୟୁରାନ୍ସ (ଏଏଲ୍‌ଆଇ)ର ନୂତନ ଉତ୍ପାଦ ‘ଆଭିଭା ସିଗ୍ନେଚର ଇନ୍‌କ୍ରିଜିଂ ଇନ୍‌କମ୍‌ ପ୍ଲାନ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ଅଣ-ଲିଙ୍କ୍‌,ଅଣ-ଅଂଶଗ୍ରହଣକାରୀ,ଜୀବନ ବୀମା ସଞ୍ଚୟ ଯୋଜନା (ୟୁଆଇଏନ୍‌: ୧୨୨ଏନ୍‌୧୫୮ଭି୦) ହୋଇଥିଲାବେଳେ ଏହି ପ୍ଲାନ୍‌ ବିଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri