ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୧।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…

ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୧।୮: ରାଜ୍ୟର ସର୍ବବୃହତ୍‌ ୧ଗ୍ରାମ୍‌ ଗୋଲ୍‌ଡ ଆଣ୍ଡ ଫ୍ୟାଶନ ଜୁଏଲେରି ଶୋ’ରୁମ୍‌ ତଥା ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ଫୋରମ ମାର୍ଟଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଆଭୂଷଣ ପକ୍ଷରୁ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବର ଆୟୋଜନ…

ଇମ୍ଫାକୁ ରପ୍ତାନି ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୨୧।୮: ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)କୁ ନିକଟରେ ରପ୍ତାନି ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଇମ୍ପାକୁ ଉକ୍ତ ପୁରସ୍କାର ଦିଆଯାଇଛି। ବିଶେଷକରି ବୃହତ୍‌ ଉଦ୍ୟୋଗ ବର୍ଗରେ କମ୍ପାନୀକୁ ରପ୍ତାନି ଉତ୍କର୍ଷ ପାଇଁ…

ଘରୋଇ ପୁଞ୍ଜିଗତ ବ୍ୟୟ ୨.୪୫ ଲକ୍ଷ କୋଟି ବୃଦ୍ଧି ଆଶଙ୍କା

ଭୁବନେଶ୍ୱର,୨୧।୮ (ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ବେସରକାରୀ ଘରୋଇ କମ୍ପାନୀଗୁଡ଼ିକ ଦ୍ୱାରା ପୁଞ୍ଜିଗତ ବ୍ୟୟ ଖର୍ଚ୍ଚ ୨.୪୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) କର୍ମଚାରୀଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏପରି ତଥ୍ୟ…

ଭୁବନେଶ୍ୱରରେ ଟିଟିଏସ୍‌ର ନୂତନ ଶାଖା

ଭୁବନେଶ୍ୱର,୨୦।୮: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ବୈଷୟିକ ଶିକ୍ଷା ଏବଂ ବୃତ୍ତିଗତ ବିକାଶର ଅଗ୍ରଣୀ ସେବା ପ୍ରଦାନକାରୀ ‘ଟୋଟାଲ୍‌ ଟେକ୍ନୋଲୋଜି ସିଷ୍ଟମ’ (ଟିଟିଏସ)ର ନୂତନ ଶାଖା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି ଉଚ୍ଚ-ବୈଷୟିକ ତାଲିମ ସୁବିଧା ପାଇଁ ଏହି…

ପ୍ରଥମ ତ୍ରୈମାସିକରେ ୩୨%ର ଅଭିବୃଦ୍ଧି ହାସଲ

ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ସାଧାରଣ ବୀମା କମ୍ପାନୀ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୪-୨୫ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ…

ବଜାଜ ଆଲିଆଞ୍ଜ ଲାଇଫ୍‌ ଇ ଟଚ୍‌

ନୂଆଦିଲ୍ଲୀ,୨୦।୮: ବଜାଜ ଆଲିଆଞ୍ଜ ଲାଇଫ ଇନସ୍ୟୁରାନ୍ସ (ବଜାଜ ଆଲିଆଞ୍ଜ)ର ନୂତନ ଉତ୍ପାଦ ‘ବଜାଜ ଆଲିଆଞ୍ଜ ଲାଇଫ୍‌ ଇ ଟଚ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମିଆଦୀ ବୀମା ଆର୍ଥିକ ଯୋଜନାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶରେ ପରିଣତ ହୋଇଥିବାବେଳେ ତାହା ପଲିସିଧାରକ…

ରୟାଲ ଏନ୍‌ଫିଲ୍ଡର ନୂତନ ଅଭିଯାନ

ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ତଥା ରୟାଲ ଏନ୍‌ଫିଲ୍ଡର ନୂତନ ଅଭିଯାନ ‘ରିଜିଓନାଲ ଟିଶାର୍ଟ କଲେକ୍ସନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଆଞ୍ଚଳିକ/ରିଜିଓନାଲ ଟିସାର୍ଟ କଲେକ୍ସନକୁ ମଧ୍ୟ ସର୍ବଭାରତୀୟସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ଅପରପକ୍ଷରେ ମୋଟରସାଇକ୍ଲିଙ୍ଗ୍‌…

ଖିମ୍‌ଜୀ ଜୁଏଲର୍ସକୁ ‘ଟିଭି କ୍ୟାମ୍ପେନ ଅଫ୍‌ ଦି ଇୟର’ ଆୱାର୍ଡ

ଭୁବନେଶ୍ୱର,୨୦।୮: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଓଡ଼ଶାର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ‘ଖିମ୍‌ଜୀ ଜୁଏଲର୍ସ’କୁ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଫୁରା ପକ୍ଷରୁ ଆୟୋଜିତ ରିଟେଲ ଜୁଏଲର ଇଣ୍ଡିଆ ଆୱାର୍ଡସ-୨୦୨୪ରେ ଖିମ୍‌ଜୀ ଜୁଏଲର୍ସକୁ ସମ୍ମାନଜନକ ‘ଟିଭି କ୍ୟାମ୍ପେନ…

ପିଏସ୍‌ବି କାର୍ଯ୍ୟଦକ୍ଷତା ସମୀକ୍ଷା କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର, ୨୦।୮ (ଅନୁରାଧା ମହାରଣା): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନୂଆଦିଲ୍ଲୀରେ ଆୟୋଜିତ ଏକ ବୈଠକରେ ଅଧ୍ୟକ୍ଷତା କରି ସରକାରୀ କ୍ଷେତ୍ରର ବ୍ୟାଙ୍କ(ପିଏସ୍‌ବି)ଗୁଡ଼ିକର କାର୍ଯ୍ୟଦକ୍ଷତାର ସମୀକ୍ଷା  କରିଛନ୍ତି। ବୈଠକରେ ଜମା ସଂଗ୍ରହ, ଡିଜିଟାଲ ପେମେଣ୍ଟ ଏବଂ ସାଇବର ସୁରକ୍ଷା, ନୂତନ ଋଣ ଉତ୍ପାଦ…

ଆଲିଶାନର ସୁପର ଆନୁଆଲ ସେଲ୍‌

ଭୁବନେଶ୍ୱର,୨୦।୮: ରାଜ୍ୟର ଅଗ୍ରଣୀ ପୁରୁଷ ପରିଧାନ ବ୍ରାଣ୍ଡ୍‌ ତଥା ଭୁବନେଶ୍ୱରର ପ୍ରମୁଖ ଗାର୍ମେଣ୍ଟ ଶୋ’ରୁମ୍‌ ‘ଆଲିଶାନ’ର ବହୁ ପ୍ରତୀକ୍ଷିତ ‘ସୁପର ଆନୁଆଲ ସେଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସେଲ୍‌ ଜରିଆରେ ଗ୍ରାହକମାନେ କଲରପ୍ଲସ, ପାର୍କ ଆଭେନ୍ୟୁ, ପାର୍କ୍ସ, ଆଲେନ୍‌ସୋଲି,…

୧୨ ହଜାର କୋଟିର ରାଖୀ ବ୍ୟବସାୟ

ଭୁବନେଶ୍ୱର, ୧୯।୮ (ଅନୁରାଧା ମହାରଣା): ରାଖୀପୂର୍ଣ୍ଣିମାକୁ ନେଇ ଭାଇ-ଭଉଣୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଥିବାବେଳେ ରାଖୀ ଚୟନରେ ଲୋକଙ୍କ ପସନ୍ଦ ବଦଳିଛି। ଚଳିତ ବର୍ଷ ଚାଇନା ରାଖୀ ବିକ୍ରୟ ଅନେକାଂଶରେ କମ୍‌ ହୋଇଥିବାବେଳେ ସ୍ବଦେଶ ରାଖୀ ପ୍ରତି ଗ୍ରାହକଙ୍କ ରୁଚି ବଢ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri