ବାଣିଜ୍ୟ

୮୦,୦୦୦ ଉପରେ ସୁନା ଦର

ଭୁବନେଶ୍ୱର,୧୩।୧ (ଅଭୟ ଦାଶ): ଦିନ କେଇଟା ପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏପରିକି ବିବାହ କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ଅଳ୍ପବହୁତ ସୁନା କିଣିଥାନ୍ତି। ହେଲେ ବିବାହ ଋତୁ ଆରମ୍ଭ ପୂର୍ବରୁ ଓଡ଼ିଶା ବଜାରରେ ପୁଣି ଥରେ ସୁନା ଦର…

ଉତ୍କଳ କର୍କଟ କନ୍‌କ୍ଲେଭ୍‌ ୨.୦ ଉଦ୍‌ଯାପିତ

ଭୁବନେଶ୍ୱର,୧୩।୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାନ୍ଦ୍ରିବିହାରସ୍ଥିତ ଉତ୍କଳ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ୍‌ ପକ୍ଷରୁ ଏକ ଦିନିକିଆ କର୍ମଶାଳା ‘ଉତ୍କଳ କର୍କଟ କନ୍‌କ୍ଲେଭ ୨.୦ ରବିବାର ହୋଟେଲ ମେ ଫେୟାର କନ୍‌ଭେନ୍ସନ୍‌ ଭୁବନେଶ୍ୱରଠାରେ ଉଦ୍‌ଘାଟନ ସହ ଉଦ୍‌ଯାପିତ ହୋଇଯାଇଛି।…

ସଞ୍ଜୟ ହଂସଙ୍କୁ ରତ୍ନଶ୍ରୀ ପୁରସ୍କାର

ଭୁବନେଶ୍ୱର,୧୩।୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଲାଲଚାନ୍ଦ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ସଞ୍ଜୟ ହଂସଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ରତ୍ନଶ୍ରୀ ପୁରସ୍କାର’ରେ ସମ୍ମାନିତ କରାଯାଇଛି। ଏପରିକି ମାନବ ସମ୍ବଳର ବିକାଶ ତଥା ଦେଶ ନିର୍ମାଣ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ…

୩ ଦିନରେ ୨କୋଟିର କାରବାର

ଭୁବନେଶ୍ୱର,୧୨।୧ (ଅଭୟ ଦାଶ): ପ୍ରଥମ ଥର ପାଇଁ ବୟନିକା ପକ୍ଷରୁ ଆରମ୍ଭ ହୋଇଥିତ୍ବା ରାତି ବଜାର ‘ବୟନିକା ନାଇଟ୍‌ ବଜାର’କୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏପରିକି ମାତ୍ର ୩ ଦିନ ମଧ୍ୟରେ ପ୍ରାୟ ୨ କୋଟି ଟଙ୍କାର କାରବାର ହୋଇଛି। ୨୦୨୫…

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଏସି ମହା ସଞ୍ଚୟ ସେଲ୍‌

ଭୁବନେଶ୍ୱର,୧୨ା୧,(ଅନୁରାଧା ମହାରଣା): ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର(ଏସି) ମହା ସଞ୍ଚୟ ସେଲ୍‌ ଘୋଷଣା କରାଯାଇଛି। ଖରାଦିନ ଆରମ୍ଭ ହେଲେ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମୂଲ୍ୟରେ ବୃଦ୍ଧିର ପ୍ରଭାବ ପଡ଼ିବା ସମ୍ଭାବନା ରହିଥିବାବେଳେ ବର୍ତ୍ତମାନଠାରୁ ଏସିର ଚାହିଦା ବୃଦ୍ଧି ପାଇବା ଆରମ୍ଭ…

ପତଞ୍ଜଳି ବିଶ୍ୱବିଦ୍ୟାଳୟର ୪ର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା

ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା): ପତଞ୍ଜଳି ବିଶ୍ୱବିଦ୍ୟାଳୟ ମାନବିକତା ଏବଂ ଓରିଏଣ୍ଟାଲ ଷ୍ଟଡିଜ୍‌ ଏବଂ ଦର୍ଶନ ଏବଂ ସଂସ୍କୃତ ବିଭାଗ ପକ୍ଷରୁ ମିଳିତ ଭାବେ ଚତୁର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏ ଅବସରରେ ବିଶ୍ୱବିଦ୍ୟାଳୟ କୁଳାଧିପତି ଯୋଗଗୁରୁ ରାମଦେବ କହିଛନ୍ତି ,…

ଗେମ୍‌ ଚେଞ୍ଜର ସହ ଡା. ଅର୍ଥୋର ବୁଝାମଣା

ନୂଆଦିଲ୍ଲୀ,୧୨।୧: ଦେଶର ଅଗ୍ରଣୀ ଆୟୁର୍ବେଦିକ୍‌ କମ୍ପାନୀ ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଡା. ଅର୍ଥୋ ଏବଂ ବଲିଉଡ୍‌ ଫିଲ୍ମ ‘ଗେମ୍‌ ଚେଞ୍ଜର’ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହି ରାଜନୈତିକ ଆକ୍ସନ ଥ୍ରୀଲର…

‘ମୋ ପତ୍ନୀ ତ ସୁନ୍ଦର,’ L&T ଚେୟାରମ୍ୟାନଙ୍କ ବୟାନକୁ ନେଇ ମଜାଦାର ଜବାବ ଦେଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୧।୧: ଓ୍ବାର୍କ ଲାଇଫକୁ ବାଲାନ୍ସ କରିବା ଉପରେ ବିତର୍କ ମଧ୍ୟରେ, ଅନେକ ପ୍ରମୁଖ ଶିଳ୍ପପତି କାର୍ଯ୍ୟ ଘଣ୍ଟା ବୃଦ୍ଧି କରିବାକୁ ପରାମର୍ଶ ଦେଉଛନ୍ତି। ଏସବୁ ମଧ୍ୟରେ, ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ଶନିବାର କହିଛନ୍ତି ଯେ ସେ କାର୍ଯ୍ୟ ସମୟ…

PM ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ: ଏବେ ମୋବାଇଲ ଜରିଆରେ ନିଜ ଘରେ ବସି କରନ୍ତୁ ଆବେଦନ,ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୧୧।୧: ନିଜର ଘର କିଣିବା ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ। ପ୍ରାୟତଃ ଲୋକମାନଙ୍କୁ ନିଜର ଘର କିଣିବା ପାଇଁ ବହୁତ ସମୟ ଲାଗେ। ଅନ୍ୟପକ୍ଷରେ ଦେଶରେ ଏବେ ବି ଅନେକ ଲୋକ ଅଛନ୍ତି ଯେଉଁମାନେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ନିଜର ଘର…

ମାତ୍ର ୬ ମାସରେ କରନ୍ତୁ ଏହି କୋର୍ସ: ମନଲାଖି ଚାକିରି ସାଙ୍ଗକୁ ମିଳିବ ମୋଟା ଅଙ୍କର ଦରମା…

ନୂଆଦିଲ୍ଲୀ,୧୧।୧: ଆଇଟି ସେକ୍ଟରରେ ଚାକିରି ଲାଗି ଅନେକ ବିକଳ୍ପ ରହିଛି। ଡିଜିଟାଲର ବିସ୍ତାର ହେବା ପରେ ଚାକିରି ସୁଯୋଗ ମଧ୍ୟ ବଢ଼ୁଥିବା ନଜର ଆସୁଛି। ମାର୍କେଟରେ ଏବେ ସ୍କିଲ୍‌ ବେସ୍‌ଡ ପ୍ରୋଫେଶନାଲର ଡିମାଣ୍ଡ ଅଧିକ ହୋଇଛି। ମାର୍କେଟରେ ଏବେ ଅନେକ ସୀମିତ…

ଟିରା ଷ୍ଟୋରରେ ଟିର୍‌ଟିର ଉତ୍ପାଦ ସମ୍ଭାର

ମୁମ୍ବାଇ,୧୧।୧: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍‌ ତଥା ଟିରା ଷ୍ଟୋରରେ କୋରିଆ ସ୍କିନ୍‌ କେୟାର ଏବଂ ମେକ୍‌ଅପ୍‌ ବ୍ରାଣ୍ଡ ଟିରଟିରର ଉତ୍ପାଦଗୁଡିକ ଉପଲବ୍ଧ ହେଉଛି ବୋଲି ରିଲାଏନ୍ସ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ପ୍ରଥମ ଥର ପାଇଁ ଭାରତୀୟ…

ଖସିଲା ଶେୟାର ବଜାର

ମୁମ୍ବାଇ,୧୧।୧: କ୍ରମାଗତ ତୃତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?