ବାଣିଜ୍ୟ

ସୁଲଭ ମୂଲ୍ୟରେ ଗୁଣାତ୍ମକ ଉତ୍ପାଦ

ଭୁବନେଶ୍ୱର,୧୧।୧: ବର୍ତ୍ତମାନ ଗ୍ରାହକ ସୁଲଭ ମୂଲ୍ୟରେ ଗୁଣାତ୍ମକ ସାମଗ୍ରୀ ପାଇବା ସହିତ ଆବଶ୍ୟକ ସହାୟତା ମଧ୍ୟ ସହଜରେ ପାଇପାରିବେ ବୋଲି କାଜାରିଆ ଟାଇଲ୍ସର ଓଡ଼ିଶା ମୁଖ୍ୟ ତ୍ରିବିକ୍ରମ ନନ୍ଦ କହିଛନ୍ତି। ଏପରିକି ଉତ୍ପାଦର ଗୁଣବତ୍ତା ଓ ବ୍ୟବହାର ଉପରେ ମଧ୍ୟ ଶତପ୍ରତିଶତ…

ଏଆଇଇସି ସହ ଆଇସିସିର ବୁଝାମଣା

ଭୁବନେଶ୍ୱର,୧୧।୧: ଏସିଆନ ଇଣ୍ଡିଆ ଇକୋନୋମିକ କାଉନସିଲ (ଏଆଇଇସି) ଏବଂ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହି ବୁଝାମଣା ଉଭୟ ପକ୍ଷର କମ୍ପାନୀ, ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ଲାଗି ଏକ ବୃହତ୍‌…

ଜେଏସ୍‌ଏଲ୍‌ ଟିଜିସିର ମୁଖ୍ୟ ପ୍ରାୟୋଜକ

ଭୁବନେଶ୍ୱର,୧୧।୧: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟଠାରେ ୨୦୨୫ ଜାନୁଆରୀ ୧୨ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୩ ଦିନିଆ ସମ୍ମିଳନୀରେ ଟ୍ରାଇବାଲ୍‌ ଗ୍ଲୋବାଲ୍‌ କନ୍‌କ୍ଲେଭ୍‌ ବା ଟିଜିସି-୨୦୨୫ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୨୦୨୫ ଜାନୁଆରୀ ୧୨ ପର୍ଯ୍ୟନ୍ତ ଆୟୋଜିତ ହେବାକୁ…

ହୋଣ୍ଡା ଏଲିଭେଟ୍‌ର ନ୍ୟୁ ବ୍ଲାକ୍‌ ଏଡିଶନ

ନୂଆଦିଲ୍ଲୀ,୧୧।୧: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ମଡେଲ ଏଲିଭେଟ୍‌ର ନ୍ୟୁ ବ୍ଲାକ୍‌ ଏଡିଶନ ନିକଟରେ ଅନାବରଣ ହୋଇଯାଇଛି। ଏପରିକି ଏସ୍‌ୟୁଭି ବର୍ଗର ଦୁଇଟି ସ୍ବତନ୍ତ୍ର ଏଡିସନ ‘ହୋଣ୍ଡା ଏଲିଭେଟ୍‌ ବ୍ଲାକ୍‌ ଏଡିଶନ ଏବଂ ହୋଣ୍ଡା ଏଲିଭେଟ୍‌ ସିଗ୍‌ନେଚର…

ଶିଳ୍ପ ଉତ୍ପାଦନରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୧୧ା୧(ଅନୁରାଧା ମହାରଣା): ଦେଶରେ ପର୍ବପର୍ବାଣି ତଥା ଉତ୍ପାଦନ କ୍ଷେତ୍ରରେ ଅଭିବୃଦ୍ଧି ସମୟରେ ଚାହିଦା ବୃଦ୍ଧି ହେତୁ ଶିଳ୍ପ ଉତ୍ପାଦନ ସୂଚକାଙ୍କ (ଆଇଆଇପି) ଆକଳନ ସୁଦୃଢ଼ ହୋଇଛି। ୨୦୨୪ ନଭେମ୍ବରରେ ଏହା ବାର୍ଷିକ ଭିତ୍ତିରେ ୫.୨ ପ୍ରତିଶତ ବୃଦ୍ଧି ପାଇ ୬ ମାସର…

ତଳକୁ ଖସୁଛି ଟଙ୍କା: ସର୍ବକାଳୀନ ରେକର୍ଡ ଭାଙ୍ଗିଲା

ମୁମ୍ବାଇ,୧୧ା୧:ଭାରତୀୟ ଟଙ୍କା ଶୁକ୍ରବାର ତଳକୁ ଖସିବାର ସର୍ବକାଳୀନ ରେକର୍ଡ ପୁଣି ଭାଙ୍ଗିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ୮୫.୯୭ ଟଙ୍କା ରହିଛି। ଗୁରୁବାର ସେସନ୍‌ରେ ଏହା ୮୫.୯୩ ଟଙ୍କା ରହିଥିବାବେଳେ ଆମେରିକା ଲେବର ମାର୍କେଟ ଡେଟା ଆସିବା ପୂର୍ବରୁ…

ସ୍ତ୍ରୀଙ୍କ ନାମରେ FD କଲେ ଖାଲି ଟିକସ ବଞ୍ଚିବ, ହେଲେ ମା’ଙ୍କ ନାମରେ କଲେ ହେବେ ମାଲାମାଲ…

ନୂଆଦିଲ୍ଲୀ,୧୦।୧: ଯେତେବେଳେ ସୁରକ୍ଷିତ ଉପାୟରେ ଭଲ ଟଙ୍କା ରୋଜଗାର କରିବାର ଚିନ୍ତା ମନକୁ ଆସେ, ପ୍ରଥମେ ମନକୁ ଆସେ ସ୍ଥିର ଜମା (FD) ଯୋଜନା। ବର୍ତ୍ତମାନ ଦେଶରେ ବିଭିନ୍ନ FD ଯୋଜନାରେ ଲୋକେ ଆଗ୍ରହ ପ୍ରକାଶ କରୁଛନ୍ତି, ଯାହା ହେତୁ ଲୋକମାନେ…

SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି ଜମା କରି ଏକ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରଖିପାରିବେ। ଏଥିରେ ସାଧାରଣ ନାଗରିକଙ୍କୁ…

ସ୍ତ୍ରୀଙ୍କ ବଦଳରେ ମାଆଙ୍କ ନାମରେ କରନ୍ତୁ ଏହି ଏଫଡି, ମିଳିବ ବମ୍ପର ରିଟର୍ନ, ଜାଣନ୍ତୁ କେମିତି କରିବେ…

ନୂଆଦିଲ୍ଲୀ,୧୦।୧: ଅଧିକାଂଶ ଲୋକ ଫିକ୍ସଡ ଡିପୋଜିଟ (Fixed Deposit -FD) ରେ ବିନିଯୋଗ କରିବାକୁ ପସନ୍ଦ କରନ୍ତି, କାରଣ ସେମାନେ ଫିକ୍ସଡ ରିଟର୍ଣ୍ଣ ପାଆନ୍ତି ଓ ଆପଣଙ୍କର ବିନିଯୋଗ ପରିମାଣ ସୁରକ୍ଷିତ ରହିଥାଏ । କିନ୍ତୁ ଯଦି ଆପଣ ଫିକ୍ସଡ ଡିପୋଜିଟ…

ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। “କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର ଏକ…

ମାସକ ମଧ୍ୟରେ ହିଟ୍‌ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ… 

ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ ଅଧିକ ରେଜିଷ୍ଟ୍ରେଶନ ହୋଇଥିବା ଏଲ୍‌ଆଇସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ଏହି ଯୋଜନା…

ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌ ବଜାର’ ବୁଧବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ବୟନିକା ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?