ବାଣିଜ୍ୟ

EPFO କଲା ବଡ଼ ପରିବର୍ତ୍ତନ,ଏବେ ପେନସନଭୋଗୀ ପାଇବେ ଏହି ଲାଭ…

ନୂଆଦିଲ୍ଲୀ,୩।୧: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ)ର ପେନ୍‌ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍‌ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପେନ୍‌ସନ ପେମେଣ୍ଟ ସିଷ୍ଟମ (ସିପିପିଏସ୍‌) ର ଲାଗୁ କରିବାର କାର୍ଯ୍ୟ ସମାପ୍ତ…

ରିହାତି ମୂଲ୍ୟରେ ଷ୍ଟକ୍‌ ଅପ୍ସନ ପ୍ରଦାନ

ନୂଆଦିଲ୍ଲୀ,୩।୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅଭିନବ ଯୋଜନା ‘ଏମ୍ପ୍ଲଇ ଷ୍ଟକ୍‌ ଅପନ୍ସସ (ଇଏସ୍‌ଓପି)ର ଦ୍ୱିତୀୟ ପର୍ଯ୍ୟାୟ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ସମସ୍ତ ବରିଷ୍ଠ କର୍ମଚାରୀଙ୍କ ପାଇଁ କର୍ମଚାରୀ ଷ୍ଟକ୍‌ ଅପ୍ସନ୍‌ ଯୋଜନା ଅଧୀନରେ କାର୍ଯ୍ୟକାରୀ…

ନିବେଶକ ଯୋଡ଼ିଲେ ଲକ୍ଷାଧିକ ଟଙ୍କାର ନିବେଶ

ମୁମ୍ବାଇ,୩।୧ (ଅଭୟ ଦାଶ): ନୂଆବର୍ଷ ଆରମ୍ଭରୁ ଶେୟାର ବଜାରର ନିବେଶକମାନେ ଉତ୍ସାହିତ ଅଛନ୍ତି। ଏପରିକି ବର୍ଷ ଆରମ୍ଭରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକ ପୁଞ୍ଜିବଜାରରେ ଲକ୍ଷାଧିକ ଟଙ୍କାର ନିବେଶ ଯୋଡ଼ିଛନ୍ତି। ଉଲ୍ଲେଖଯୋଗ୍ୟ, ଚଳିତ…

ନୂଆବର୍ଷରେ ଟେଲିକମ୍ କମ୍ପାନୀ ଦେବେ ଉପହାର, ୨୦୦ ଟଙ୍କାର ପ୍ୟାକ୍ ମିଳିବ ୧୦୦ ଟଙ୍କାରେ!

ନୂଆଦିଲ୍ଲୀ, ୨ା୧: ଆପଣ କେବେ ଚିନ୍ତା କରିଛନ୍ତି କି ଟେଲିକମ୍ କମ୍ପାନୀଗୁଡିକ ଆପଣଙ୍କୁ କେବଳ ଡାଟା ପ୍ୟାକ କାହିଁକି ବିକ୍ରି କରନ୍ତି? ଟେଲିକମ ରେଗୁଲଟରି ଅଥରିଟି ଅଫ ଇଣ୍ଡିଆ(TRAI) ଏୟାରଟେଲ, ଜିଓ, ​​ଭୋଡାଫୋନ୍-ଆଇଡିଆକୁ ସମାନ ପ୍ରଶ୍ନ ପଚାରିଛି। TRAI ପ୍ରଶ୍ନ କରିଛି…

ରେକର୍ଡ ପରିମାଣର ଟିକସ ଆଦାୟ

ନୂଆଦିଲ୍ଲୀ,୨।୧ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଡିସେମ୍ବର ମାସରେ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ କରାଯାଇଛି। ଏପରିକି ପ୍ରତି ଥର ପରି ଚଳିତ ଥର ମଧ୍ୟ ୧,୭୬,୮୫୭ (ପ୍ରାୟ ୧.୭୭ ଲକ୍ଷ କୋଟି ) କୋଟି ଟଙ୍କାର ସାମଗ୍ରୀ…

କମିଲା କମର୍ସିଆଲ ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨।୧: ବର୍ଷ ଆରମ୍ଭରୁ କମର୍ସିଆଲ ଗ୍ୟାସ୍‌ ବ୍ୟବହାରକାରୀଙ୍କୁ ଖୁସି ଖବର ମିଳିଛି। କମର୍ସିଆଲ ଗ୍ୟାସ୍‌ (୧୯କେ.ଜି) ଦରରେ ୧୬ ଟଙ୍କା ହ୍ରାସ ହୋଇଥିବାବେଳେ ଘରୋଇ ଗ୍ୟାସ୍‌ (୧୪.୨କି.ଗ୍ରା.)ର ଦର ପୂର୍ବପରି ସ୍ଥିର ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଗ୍ୟାସ୍‌ ବିପଣନକାରୀ କମ୍ପାନୀଗୁଡ଼ିକ…

ଡିସେମ୍ବରରେ ୩୨୦ ୟୁନିଟ୍‌ ଡିପିଭି ବିକ୍ରି

ନୂଆଦିଲ୍ଲୀ,୨।୧: କ୍ରମାଗତ ଭାବେ ଘରୋଇ ବଜାରରେ ଡୋମେଷ୍ଟିକ୍‌ ପାସେଞ୍ଜର ଭେଇକିଲ(ଡିପିଭି)ର ଖୁଚୁରା ବିକ୍ରି ପରିମାଣ ବୃଦ୍ଧି ପାଉଛି। ଏପରିକି ୨୦୨୪ ଡିସେମ୍ବର ମାସରେ ଡିପିଭିର ଖୁଚୁରା ବିକ୍ରି ବାର୍ଷିକ ଭିତ୍ତିରେ ପ୍ରାୟ ୧୧% ବୃଦ୍ଧି ପାଇ ୩,୨୦,୦୦୦ ୟୁନିଟ୍‌ରେ ପହଞ୍ଚତ୍ଛି। ଅପରପକ୍ଷରେ…

ମୁଥୁଟ ପରିବାର ପକ୍ଷରୁ ମୂଲ୍ୟବାନ୍‌ ଜମି ଦାନ

ନୂଆଦିଲ୍ଲୀ,୨।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ମୁଥୁଟ ଗ୍ରୁପର ଯୁଗ୍ମ ପରିିଚାଳନା ନିର୍ଦ୍ଦେଶକ ଜର୍ଜ ଥୋମାସ ମୁଥୁଟ ନିକଟରେ ଏକ ମୂଲ୍ୟବାନ୍‌ ଜମିକୁ ଚର୍ଚ୍ଚ ନିର୍ମାଣ ପାଇଁ ଦାନ କରି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, କେରଳର କୋଡୁଙ୍ଗାଲୁର ନିକଟସ୍ଥ ପେରିୟାର ନଦୀ କୂଳବର୍ତ୍ତୀ…

ରେକର୍ଡ ପରିମାଣରେ ତମାଖୁ ରପ୍ତାନି

ନୂଆଦିଲ୍ଲୀ,୨।୧: କ୍ରମାଗତ ଭାବେ ଭାରତୀୟ ଧୂମପାନ ବା ତମାଖୁ ଉତ୍ପାଦଗୁଡ଼ିକର ଚାହିଦା ବିଦେଶରେ ବହୁଳ ଭାବେ ବୃଦ୍ଧି ପାଉଛି। ଏହାର ପ୍ରଭାବ ତମାଖୁ କାରବାର ଓ ରପ୍ତାନି କ୍ଷେତ୍ରରେ ଦେଖିବାକୁ ମିଳିଛି। ଏପରିକି ୨୦୨୪ରେ ଭାରତ ପ୍ରାୟ ୧୩,୦୦୦ କୋଟି ଟଙ୍କାର…

ହୋଇଯାନ୍ତୁ ସାବଧାନ: ହ୍ବାଟ୍ସଆପ୍‌ରେ ସର୍ବାଧିକ ଠକେଇ

ନୂଆଦିଲ୍ଲୀ, ୨।୧:ସାଇବର ଅପରାଧୀମାନଙ୍କ ପାଇଁ ହ୍ବାଟ୍ସଆପ୍‌ ସବୁଠୁ ଅଧିକ ପସନ୍ଦଯୋଗ୍ୟ ପ୍ଲାଟଫର୍ମ ହୋଇଥିବା ନେଇ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ୨୦୨୩-୨୪ର ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ୍‌ ପରେ ଯଥାକ୍ରମେ ଟେଲିଗ୍ରାମ ଏବଂ ଇନ୍‌ଷ୍ଟାଗ୍ରାମ ହେଉଛି…

ଗୋଟିଏ କି ଦୁଇ ସପ୍ତାହ ନୁହେଁ ମାସ ସାରା ଖର୍ଚ୍ଚ କଲେ ବି ସରିବନି ଦରମା, ଯଦି ମାନି ନିଅନ୍ତି ଏହି ୫ କଥା…

ନୂଆଦିଲ୍ଲୀ,୧।୧: ଆଜିକାଲି ସମୟରେ ବଜେଟ କରିବା ଏବଂ ତା’ ହିସାବରେ ଚାଲିବା ବେଶ କଷ୍ଟକର। ଏମିତିରେ ରୋଜଗାର ଅଧିକ ହେବା ସତ୍ତ୍ୱେ ବହୁତ କମ୍‌ ସଞ୍ଚୟ ହେଉଛି। ଯଦି ଆପଣ ବି ଏଭଳି ସମସ୍ୟାର ସାମ୍ନା କରୁଛନ୍ତି ତେବେ ଏହାର ଅର୍ଥ…

ଆଜିଠାରୁ ବଦଳି ଯାଇଛି ଏହି ୧୦ ବଡ଼ ନିୟମ, ଆପଣଙ୍କ ପକେଟ ଉପରେ ପଡ଼ିପାରେ ପ୍ରଭାବ…

ନୂଆଦିଲ୍ଲୀ,୧।୧: ଆସିଛି ନୂଆ ବର୍ଷ। ବର୍ଷ ଆରମ୍ଭ ହେବା ସହିତ ଆର୍ଥିକ ଏବଂ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଅନେକ ପ୍ରମୁଖ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି, ଯାହା ଆପଣଙ୍କର ଦୈନନ୍ଦିନ ଏବଂ ଆର୍ଥିକ ଜୀବନ ଉପରେ ପ୍ରଭାବ ପକାଇବ। ଏଠାରେ ଆମେ ପ୍ରାୟ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?