ବାଣିଜ୍ୟ

ଜିଏସଟି ଭରିଲା ସରକାରଙ୍କ ରାଜକୋଷ, ଡିସେମ୍ବରରେ ୧.୭୭ ଲକ୍ଷ କୋଟି ଟଙ୍କା ସଂଗ୍ରହ

ନୂଆଦିଲ୍ଲୀ,୧ା୧: ଡିସେମ୍ବର ୨୦୨୪ ରେ ବସ୍ତୁ ଏବଂ ସେବା କର (ଜିଏସଟି) ସଂଗ୍ରହରେ ବଡ଼ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଜାନୁଆରୀ ୧ ରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଡିସେମ୍ବରରେ ଜିଏସଟି ସଂଗ୍ରହ ପୂର୍ବ ବର୍ଷ ବର୍ଷ ତୁଳନାରେ ୭.୩ ପ୍ରତିଶତ ବୃଦ୍ଧି…

କଣ୍ଡୋମଠାରୁ ଆରମ୍ଭ କରି ଅଙ୍ଗୁରୁ ପର୍ଯ୍ୟନ୍ତ, ନୂଆବର୍ଷ ରାତିରେ ସର୍ବାଧିକ ଏହି ଜିନିଷ ଅର୍ଡର କଲେ ଭାରତୀୟ

ନୂଆଦିଲ୍ଲୀ,୧।୧: ଅଧିକାଂଶ ଭାରତୀୟ ୨୦୨୪ ବର୍ଷ ଶେଷ ରାତିରେ ୨୦୨୫ କୁ ସମ୍ପୂର୍ଣ୍ଣ ଉତ୍ସାହ ଏବଂ ଉଦ୍ଦୀପନାର ସହିତ ସ୍ୱାଗତ କରିଥିଲେ। ବର୍ତ୍ତମାନ ଭାରତୀୟଙ୍କ ଅନଲାଇନ୍ ସପିଂ ବିଷୟରେ ଏକ ରୋଚକ ଖୁଲାସା କରାଯାଇଛି। ଭାରତର ଦୁଇଟି ପ୍ରମୁଖ କୁଇକ୍ କମର୍ସ…

ସ୍ମାର୍ଟଫୋନ ୟୁସର୍ଜଙ୍କୁ ଝଟକା: ଆଜିଠାରୁ ଚାଲିବନି ହ୍ବାଟସ୍‌ ଆପ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧।୧: ନୂଆ ବର୍ଷ ଆରମ୍ଭ ହୋଇଛି। ବର୍ଷ ବଦଳିବା ସହିତ ଅନେକ ନିୟମ ମଧ୍ୟ ବଦଳି ଯାଇଛି । ଏହି ନିୟମଗୁଡିକ ମଧ୍ୟରୁ କିଛି ଅଛି ଯାହା ପ୍ରତିବର୍ଷ ବଦଳିଥାଏ। ଏହିପରି ଗୋଟିଏ ନିୟମ ହ୍ବାଟସ୍‌ ଆପ ସହିତ ଜଡିତ ।…

ବଢ଼ିଲା ଆଇଟିଆର୍‌ ଦାଖଲ ସମୟସୀମା

ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ଇନକମ୍‌ ଟ୍ୟାକ୍ସ ରିଟର୍ନ (ଆଇଟିଆର) ଦାଖଲ କରିବାର ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଡିସେମ୍ବର ୩୧ ଶେଷ ତାରିଖ ବୋଲି ଘୋଷଣା କରାଯାଇଥିଲା। ତେବେ ବିଭିନ୍ନ ବର୍ଗର କରଦାତାଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସମୟସୀମାକୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ…

ହେମରାଜଙ୍କ ଚମତ୍କାର କଳା ପ୍ରଦର୍ଶନ

ଭୁବନେଶ୍ୱର,୧।୧(ଅଭୟ ଦାଶ): ବର୍ତ୍ତମାନର ଅତ୍ୟାଧୁନିକ ସୁବିଧା ସୁଯୋଗ ଓ ସୋସିଆଲ ମିଡିଆ ଯୁଗରେ ମଧ୍ୟ ଯାଦୁକଳାର ଚାହିଦା ପୂର୍ବ ପରି ରହିଛି ବୋଲି ଡାଇମଣ୍ଡ ଷ୍ଟାର ଯାଦୁଗର ହେମରାଜ ମତପ୍ରକାଶ କରିଛନ୍ତି। ଏପରିକି ଭୁବନେଶ୍ୱରର ରବି ଟକିଜରେ ଜାରି ରହିଥିବା ‘ହେମରାଜ…

ଗ୍ଲୋବାଲ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅଗ୍ରଗତି

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ଗତ ଦଶନ୍ଧି ମଧ୍ୟରେ କେନ୍ଦ୍ର ସରକାରଙ୍କ ଅନୁକୂଳ ନୀତି ଏବଂ ବ୍ୟାପକ ସଂସ୍କାର ଯୋଗୁ ଭାରତର ଦ୍ରୁତଗତିରେ ବୃଦ୍ଧି ଘଟୁଛି। ଏହା ସହ ବିଶ୍ୱ ସ୍ତରରେ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚକାଙ୍କରେ ଭାରତର ମାନ୍ୟତାରେ ଉଲ୍ଲେଖନୀୟ ଉନ୍ନତି ହୋଇଛି ।…

୨୦୨୪ରେ ୪,୪୯,୦୨୨ ବିରିୟାନି ଅର୍ଡର

ଭୁବନେଶ୍ୱର,୩୧।୧୨ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସବୁ ବର୍ଗର ଗ୍ରାହକ ଅନ୍‌ଲାଇନ ଜରିଆରେ ଅତ୍ୟାବଶ୍ୟକ ସାମଗ୍ରୀଠାରୁ ଆରମ୍ଭକରି ଖାଦ୍ୟ ପଦାର୍ଥ ପର୍ଯ୍ୟନ୍ତ ଅର୍ଡର କରୁଛନ୍ତି। ଏପରିକି ଭୁବନେଶ୍ୱରବାସୀ ୨୦୨୪ରେ ୪,୪୯,୦୨୨ ଚିକେନ ବିରିୟାନି ଅର୍ଡର କରିଥିଲାବେଳେ ଅନ୍‌ଲାଇନ ମାଧ୍ୟମରେ ଅନ୍ୟାନ୍ୟ…

ପତଞ୍ଜଳିର ନିଃଶୁଳ୍କ ଇଣ୍ଟିଗ୍ରେଟେଡ୍‌ ଯୋଗ ଶିବିର

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ପତଞ୍ଜଳି ଯୋଗପୀଠର ସହାୟକ ସଂସ୍ଥା ପତଞ୍ଜଳି ଯୋଗ ସମିତି, ରାଜସ୍ଥାନ ଏବଂ ଚୌମୁ ଭାରତ ସ୍ବାଭିମାନ ଟ୍ରଷ୍ଟ ପକ୍ଷରୁ ରାଜସ୍ଥାନର ଜୟପୁରଠାରେ ଏକ ସ୍ବତନ୍ତ୍ର ଏକଦିବସୀୟ ନିଃଶୁଳ୍କ ଇଣ୍ଟିଗ୍ରେଟେଡ୍‌ ଯୋଗ ଶିବିର ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଗୁରୁ…

ସାମାଜିକ ପ୍ରତିଷ୍ଠାନକୁ ଏସ୍‌ବିଆଇର ସହାୟତା

ଭୁବନେଶ୍ୱର,୩୧।୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ରାଜ୍ୟର ଦୁଇଟି ପ୍ରମୁଖ ସାମାଜିକ ପ୍ରତିଷ୍ଠାନ (ଓପନ୍‌ ଲର୍ନିଂ ସିଷ୍ଟମ୍ସ ଭୁବନେଶ୍ୱର ଏବଂ ଗୋବିନ୍ଦ ଗୋଧାମ ଗୋଶାଳା, ପୁରୀ)କୁ ଯଥାକ୍ରମେ ଏକ ସ୍କୁଲ ବସ୍‌ ଏବଂ ପିକ୍‌-ଅପ୍‌ ଭ୍ୟାନ୍‌ ଯୋଗାଇଦିଆଯାଇଛି।…

ଶୀଘ୍ର କରିନିଅନ୍ତୁ କାମ, ଜାନୁଆରୀରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୧୨: ଆଉ ଦିନକ ପରେ ୨୦୨୫ ବର୍ଷ ଆରମ୍ଭ ହେବ । ପ୍ରତିମାସ ଭଳି ୨୦୨୫ ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ । ଯଦି ଆପଣଙ୍କର ଜରୁରୀ ବ୍ୟାଙ୍କ କାମ ରହିଛି, ତେବେ ଛୁଟି ତାଲିକା ବିଷୟରେ ଜାଣିନେବା…

ଘରୋଇ ବ୍ୟାଙ୍କରୁ ମୁହଁ ଫେରାଉଛନ୍ତି କର୍ମଚାରୀ

ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା): ଘରୋଇ ବ୍ୟାଙ୍କଗୁଡ଼ିକରେ ଚାକିରି ତ୍ୟାଗ ଓ ପରିବର୍ତ୍ତନକାରୀ କର୍ମଚାରୀଙ୍କ ସଂଖ୍ୟା ହାରରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ଘଟିଛି। କର୍ମଚାରୀଙ୍କ ଘରୋଇ ବ୍ୟାଙ୍କରୁ ଏପରି ମୁହଁ ଫେରାଇ ନେବା ଦ୍ୱାରା କାର୍ଯ୍ୟ ସମ୍ପାଦନରେ ବିପଦ ସୃଷ୍ଟି ହେବା ନେଇ…

ଭୁବନେଶ୍ୱରରେ ସ୍କୋଡାର ଇଣ୍ଡିଆ ଡ୍ରିମ୍‌ ଟୁର୍‌ ଟିମ୍‌

ଭୁବନେଶ୍ୱର,୩୦।୧୨: ସ୍କୋଡା ଅଟୋ ଇଣ୍ଡିଆର ନୂତନ ଅଭିଯାନ ‘ଇଣ୍ଡିଆ ଡ୍ରିମ୍‌ ଟୁର୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସର୍ବଭାରତୀୟ କାର୍ଯ୍ୟକ୍ରମ ବ୍ରାଣ୍ଡ୍‌ର ନୂତନ ମଡେଲ ‘ସ୍କୋଡା କ୍ୟାଲାକ’ର ପ୍ରଚାର ଓ ପ୍ରସାର ସାଙ୍ଗକୁ ମଡେଲର ଆଭିମୁଖ୍ୟ ଓ ବିଶେଷତ୍ୱ ସମ୍ପର୍କରେ ଅବଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?