ବାଣିଜ୍ୟ

ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%

ନୂଆଦିଲ୍ଲୀ,୩୦।୧୨: କ୍ରମାଗତ ଭାବେ ଘରୋଇ ବଜାର ରପ୍ତାନି କ୍ଷେତ୍ରର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ବାଣିଜି୍ୟକ ଚୁକ୍ତି ଅନୁଯାୟୀ ଭାରତ ୨୦୨୪ ନଭେମ୍ବର ମଧ୍ୟରେ ଅଷ୍ଟ୍ରେଲିଆକୁ ରପ୍ତାନି କରିଥିବା ସାମଗ୍ରୀ ପରିମାଣ ୬୪.୪% ବୃଦ୍ଧି…

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ ଓ ଡାଇଭିଂ ଚାମ୍ପିୟନଶିପ୍‌ରେ ମଧ୍ୟ ଚମକ ଦେଖାଇଛନ୍ତି। ସେ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂରେ ୩…

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ ଜାତୀୟ ସୁରକ୍ଷା କନ୍‌କ୍ଲେଭ-୨୦୨୪ ଅବସରରେ କମ୍ପାନୀକୁ ଏହି ପୁରସ୍କାର ରୌପ୍ୟ ବର୍ଗରେ ପ୍ରଦାନ କରାଯାଇଛି।…

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର ମୁଖ୍ୟ…

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ ରକ୍ତ କର୍କଟରେ ପୀଡ଼ିତ…

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ। ସେହିପରି ମଦ୍ୟପାନ କରିବା ସମୟରେ ମଧ୍ୟ। ସରକାର ଅବକାରୀ ଟ୍ୟାକ୍ସ ନାମରେ ମଦ ବିକ୍ରି…

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ କରିଛି। ଆର୍ଥିକ ବର୍ଷ ୨୦୪୭-୪୮ ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ…

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ ଦେଶର ମଧ୍ୟବିତ୍ତ ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ ଲାଗି ତଥା ଅର୍ଥନୀତିର ଅବନତି ହେତୁ ଉପଯୋଗକୁ…

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌ ରୁ ତେଲ ସରିଲେ ଆପଣ ଗଡେଇ ଗଡେଇ ତ ନେଇପାରିବେ ହେଲେ କାର୍‌ରୁ ତେଲ…

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି ଇଣ୍ଡିଆନ କନ୍‌ଫରେନ୍ସ ଆଟ୍‌ ହାର୍ଭାର୍ଡ (ଆଇସିଏଚ୍‌) ପକ୍ଷରୁ ନିକଟରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୫…

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା ଦେଇଛି। ରେଡିଷ୍ଟର୍ଡ ବୁକ୍‌ ପୋଷ୍ଟ(ଆର୍‌ବିପି) ସେବା ଅଧୀନରେ ୫ କିଗ୍ରାର ପୁସ୍ତକ ପଠାଇବା ଲାଗି…

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ ପ୍ରକାଶିତ ମାସିକ ବୁଲେଟିନ୍‌ରେ ଏହି ସୂଚନା ଦିଆଯାଇଛି। ଆର୍‌ବିଆଇ ଅକ୍ଟୋବରରେ ୨୭.୫ ବିଲିୟନ ଡଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?