ବାଣିଜ୍ୟ

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’ ମିଳିଛି। ଉଲ୍ଲେଖଯୋଗ୍ୟ, ଆଉଟ୍‌ଲୁକ ବିଜ୍‌ନେସ୍‌ ସ୍ପଟ୍‌ଲାଇଟର ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବ ‘ଆଚିଭର୍ସ ଆଓ୍ବାଡର୍‌ସ-୨୦୨୪’…

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର ନିର୍ଦ୍ଦେଶକ ପ୍ରଜ୍ଞାସ୍ମିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ।…

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ ଉପରେ ୫ ପ୍ରତିଶତ ଜିଏସ୍‌ଟି ଲାଗୁ ହୋଇଥିବାବେଳେ ବ୍ରାଣ୍ଡେଡ୍‌ ପପ୍‌କର୍ନ ଉପରେ ୧୨%ଏବଂ…

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ ଆଉ ଆଉ ଦୁଇଟି ପ୍ରକଳ୍ପ ମିଳିଛି। ଏପରିକି ଉକ୍ତ ସ୍ବାକ୍ଷର ପ୍ରକଳ୍ପ (ସେତୁ) ପାଇଁ…

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର ଶୁଭାରମ୍ଭ କରାଯାଇଛି। ସ୍ବିଫ୍ଟ ଇଣ୍ଡିଆ ହେଉଛି ଭାରତୀୟ ଆର୍ଥିକ ଶିଳ୍ପର ଘରୋଇ ବଜାର ଆବଶ୍ୟକତାକୁ…

ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ ’କାର୍ଯ୍ୟକ୍ରମ ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଶାୟୀ ଛାତ୍ର ଓ କର୍ମଚାରୀମାନଙ୍କୁ ଅତ୍ୟାବଶ୍ୟକ…

ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫

ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର ଅନାବରଣ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ଏମଡି/ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା…

କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ 

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉଭୟ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ଚଳିତ ବର୍ଷ…

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ କେବଳ ଭଏସ୍ କଲ୍ ଏବଂ ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କୁ SMS ପାଇଁ…

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି…

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍‌ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍‌ ଅନର’ ସମ୍ମାନରେ ସମ୍ମାନିତ…

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?