ଓଏମ୍ସି ସମ୍ମାନିତ
ଭୁବନେଶ୍ୱର, ୧୮।୮: ଓଡ଼ିଶା ଖଣି ନିଗମ (ଓଏମ୍ସି)କୁ ନିକଟରେ ଆଉ ଏକ ରାଜସ୍ତରୀୟ ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଓଏମ୍ସିର ଚିତ୍ତାକର୍ଷକ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନୀ ପାଇଁ ଏହି ପୁରସ୍କାର ଲାଭ କରିଛି। ଉଲ୍ଲେଖଯୋଗ୍ୟ,…
ରିଲାଏନ୍ସ ଫାଉଣ୍ଡେଶନ ସ୍କଲାରଶିପ ଆବେଦନର ଶୁଭାରମ୍ଭ
ମୁମ୍ବାଇ,୧୮।୮: ପ୍ରତି ବର୍ଷ ଭଳି ଚଳିତ ବର୍ଷ ରିଲାଏନ୍ସ ଫାଉଣ୍ଡେଶନର ବହୁ ପ୍ରତୀକ୍ଷିତ ଛାତ୍ରବୃତ୍ତି ଆବେଦନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ୫,୧୦୦ଛାତ୍ରୀଛାତ୍ରଙ୍କୁ ଏହି ବୃତ୍ତି ପ୍ରଦାନ କରିବା ସହ ଆବେଦନ ପାଇଁ ମଧ୍ୟ…
ଡ.ସତ୍ୟବ୍ରତ ସିବିଏସ୍ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟ ମନୋନୀତ
ଭୁବନେଶ୍ୱର, ୧୮।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆ ନିକଟସ୍ଥ ‘ଓଡିଏମ୍’ ସମୂହର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେଶନ ବା ସିବିଏସ୍ଇ)ର ଦିଲ୍ଲୀ ଗଭର୍ନିଂ ବଡି…
କାରଖାନା ଶ୍ରମିକଙ୍କ ଦରମା ୨୦ହଜାରରୁ କମ୍
ଭୁବନେଶ୍ୱର, ୧୮।୮ (ଅନୁରାଧା ମହାରଣା): ଭାରତର ବିଭିନ୍ନ କାରଖାନା ତଥା ଅନ୍ୟାନ୍ୟ କ୍ଷେତ୍ରରେ ଶ୍ରମ ପ୍ରଦାନ କରୁଥିବା ଅଧିକାଂଶ ଶ୍ରମିକ (ବ୍ଲୁ-କଲର) ମାସିକ ୨୦,୦୦୦ ଟଙ୍କା କିମ୍ବା ତା’ଠାରୁ କମ୍ ଦରମା ପାଇଥା’ନ୍ତି। ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଶ୍ରମିକଙ୍କ ଏକ…
ରିଲାଏନ୍ସର ଡିଜିଟାଲ ଇଣ୍ଡିଆ ସେଲ୍
ନୂଆଦିଲ୍ଲୀ,୧୭।୮: ରିଲାଏନ୍ସ ଗ୍ରୁପ୍ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ବିକ୍ରୟ କାର୍ଯ୍ୟକ୍ରମ ‘ଡିଜିଟାଲ ଇଣ୍ଡିଆ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି କାର୍ଯ୍ୟକ୍ରମ ସର୍ବଭାରତୀୟ ସ୍ତରରେ ଆରମ୍ଭ ହୋଇଛି। ଉକ୍ତ ସେଲ୍ ୨୦୨୪ ଅଗଷ୍ଟ ୧୮…
ମହିନ୍ଦ୍ରା ‘ଥାର୍ ରକ୍ସ’ର ଅନାବରଣ
ନୂଆଦିଲ୍ଲୀ,୧୭।୮: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍ (ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଏସ୍ୟୁଭି ‘ମହିନ୍ଦ୍ରା ଥାର୍ ରକ୍ସ’ର ଓ୍ବାର୍ଲଡ ପ୍ରିମିୟର ସହ ଅନାବରଣ ନିକଟରେ ହୋଇଯାଇଛି। ଏପରିକି ‘ମହିନ୍ଦ୍ରା ଥାର୍ ରକ୍ସ’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା…
ଜେପିଏଫ୍ଏଲ୍ର ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୧୭।୮: ଜିନ୍ଦଲ ପଲି ଫିଲ୍ମ ଲିମିଟେଡ୍ (ଜେପିଏଫ୍ଏଲ୍)ର ନିିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର ଆଗାମୀ କାରବାର ଓ କାର୍ଯ୍ୟକଳାପ ସହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,…
ଡିଏସ୍ପି ଏମ୍ଏଫ୍ର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୭।୮: ଡିଏସ୍ପି ମ୍ୟୁଚୁଆଲ ଫଣ୍ଡ (ଏମ୍ଏଫ୍) ବା ଡିଏସ୍ବି ଏମ୍ଏଫ୍ର ନୂତନ ଉତ୍ପାଦ ‘ନିଫ୍ଟି ଟପ୍ ୧୦ ଇକ୍ୱାଲ ୱେଟ୍ ଇଣ୍ଡେକ୍ସ ଫଣ୍ଡ ଓ ଇଟିଏଫ୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଭାରତର ପ୍ରଥମ ନିଫ୍ଟି ଟପ୍ ୧୦ ଇକ୍ୱାଲ…
ବଜାରରେ ସିମ୍ଫୋନିର ନୂତନ ଉତ୍ପାଦ ରେଞ୍ଜ
ନୂଆଦିଲ୍ଲୀ,୧୭।୮: ସିମ୍ଫୋନି ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୁଲର ଏବଂ ଓ୍ବାଟର ଗିଜର ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। କମ୍ପାନୀର ୨ଦିନିଆ ଚେୟାରମ୍ୟାନ୍ସ କ୍ଲବ୍ ୨୦୨୩-୨୪ କାର୍ଯ୍ୟକ୍ରମ ଗୋଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…
ମଣିପାଲ ହସ୍ପିଟାଲର ନୂଆ ମାଇଲଷ୍ଟୋନ୍
ଭୁବନେଶ୍ୱର,୧୭।୮: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ମଣିପାଲ ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍ ନିକଟରେ ଆଉ ଏକ ଉଲ୍ଲେଖନୀୟ ସଫଳତା ସହ ଚିକିତ୍ସା କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ୍ ଅତିକ୍ରମ କରିଛି। ଏପରିକି ବିଭିନ୍ନ ପ୍ରକାର ପେଟରୋଗ ଏବଂ ପ୍ରାଥମିକ ସ୍ତରରେ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୧୭।୮: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ଜେଏସ୍ଏଲ୍ର ନିକେଲ ପିଗ୍ ଆଇରନ ପ୍ଲାଣ୍ଟ କାର୍ଯ୍ୟକ୍ଷମ
ନୂଆଦିଲ୍ଲୀ,୧୭।୮: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ତଥା ସର୍ବବୃହତ୍ ଷ୍ଟେନ୍ଲେସ୍ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ନିକେଲ ପିଗ୍ ଆଇରନ ପ୍ଲାଣ୍ଟ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ନିର୍ଦ୍ଧାରିତ ସମୟ ସୀମାର ୮ମାସ ପୂର୍ବରୁ କମ୍ପାନୀ ଏହି ନୂତନ…
Archives


