ବାଣିଜ୍ୟ

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର ଦିନ ଭଡ଼ା ବୃଦ୍ଧି ନେଇ ଆଦେଶ ଜାରି କରିଛନ୍ତି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ କନେକ୍ସନ, ରେଳବାଇ ଏବଂ ଗାଡ଼ିର ଦାମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ।…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ LPG ଉପଭୋକ୍ତାମାନଙ୍କ ପାଇଁ e-KYC କରିବାର ଶେଷ ତାରିଖ…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି କ୍ୱିକ୍ କମର୍ସ ପ୍ଲାଟଫର୍ମ ଗ୍ରାହକଙ୍କ ପାଇଁ ଚିନି କିଣିବା ଉପରେ କଟକଣା ଲଗାଇବା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ ପ୍ରାୟ ୩୫-୪୦ ପ୍ରତିଶତ ବୃଦ୍ଧି ଘଟିଛି । ନ୍ୟାସନାଲ୍ ଏଗ୍ କୋ-ଅର୍ଡିନେସନ୍ କମିଟି…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଦରଦାମ୍ ସହ ଜଡ଼ିତ ବିପଦ ନେଇ ଗମ୍ଭୀର ସାବଧାନ ସୂଚନା ଦେଇଛି। RBI…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ ପ୍ରତି ୬୦ ଟଙ୍କା ପାର୍‌ ହୋଇଯାଇଛି, ସେହିପରି ଅନ୍ୟପଟେ ଆର୍ଥିକ ସଙ୍କଟ ଦେଇ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା ବଢ଼ିଛି। ମଙ୍ଗଳବାର ଖୁଚୁରା ବଜାରରେ ଚିନିର ଦାମ ପ୍ରାୟ ୧ ଟଙ୍କା ବଢ଼ି…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍ (ମିଲ୍ ସ୍ତରର) ଦାମ୍ ୧୮ ପ୍ରତିଶତ ହ୍ରାସ ପାଇ କିଲୋପ୍ରତି ୫୫ ଟଙ୍କାରେ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ହୋଲସେଲ ଏବଂ ଖୁଚୁରା ଦର ହ୍ରାସ କରିବା ପାଇଁ ଏକ ଅନନ୍ୟ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ ରାଜ୍ୟରେ ପିଆଜର ହାରାହାରି ଖୁଚୁରା ଦର କିଲୋ ପିଛା ୫୦ ଟଙ୍କାରୁ ଅଧିକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର ଦାମରେ ମଧ୍ୟ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯେଉଁ ଗୁଡ଼ ପୂର୍ବରୁ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?