ବନ୍ଧନ ବ୍ୟାଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ
ନୂଆଦିଲ୍ଲୀ,୧୨।୮: ବନ୍ଧନ ବ୍ୟାଙ୍କ ପକ୍ଷରୁ ନିକଟରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ଅନ୍ତର୍ଜାତୀୟ ଟେନିସ୍ ହଲ୍ ଅଫ୍ ଫେମ୍ରେ ସାମିଲ ହୋଇଥିବା ଲିଆଣ୍ଡର ପେସଙ୍କୁ ବ୍ୟାଙ୍କ ପକ୍ଷରୁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରାଯାଇଛି। ଏପରିକି ସେ…
ଆଇଟିସି ସନ୍ଫିଷ୍ଟର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୨।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଇଟିସି ଫୁଡ୍ସର ଅଗ୍ରୀଣ ଫୁଡ୍ସ ବ୍ରାଣ୍ଡ ‘ସନ୍ଫିଷ୍ଟ’ର ନୂତନ ଉତ୍ପାଦ ‘ସୁପର ଏଗ୍ ଆଣ୍ଡ ମିଲ୍କ ବିସ୍କୁଟ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରି କି ବଜାରରେ ବ୍ରାଣ୍ଡର ଏହି ନୂତନ ଉତ୍ପାଦ ଭିନ୍ନ…
୭୪% ପାକିସ୍ତାନୀ ନିଜ ଖର୍ଚ୍ଚ ପୂରଣ କରିବାରେ ଅସମର୍ଥ; ୧୦% ଲୋକେ ଦୁଇଟି କାମ କରୁଛନ୍ତି: ରିପୋର୍ଟ
ନୂଆଦିଲ୍ଲୀ,୧୧।୮: ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ଲୋକମାନେ ମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ଗତବର୍ଷ ତୁଳନାରେ ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗଳବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି। ଫଳସ୍ୱରୂପ, ଦେଶର…
ଆର୍ଡିଏସ୍ଏସ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର
ନୂଆଦିଲ୍ଲୀ,୧୧।୮: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ପାଓ୍ବାର ଗ୍ରୀଡ୍ କର୍ପୋରେଶନ ଅଫ୍ ଇଣ୍ଡିଆ ଲିମିଟେଡ୍ (ପାଓ୍ବାର ଗ୍ରୀଡ୍)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ରିଭାମ୍ପପ୍ଡ ଡିଷ୍ଟ୍ରିବ୍ୟୁଶନ ସେକ୍ଟର ସ୍କିମ୍(ଆର୍ଡିଏସ୍ଏସ୍)ର ଭିତ୍ତିପ୍ରସ୍ତର ଉତ୍ସବ ନିକଟରେ ଆୟୋଜିତ ହୋଇଯାଇଛି। ଏପରିକି ୟୁନିୟନ ଟେରିଟୋରି(ୟୁଟି) ଲାଦାଖର…
ବଜାରରେ ବିଏସ୍ଏଚ୍ର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୧।୮: ହୋମ୍ ଆପ୍ଲାଏନ୍ସ ଶିଳ୍ପରେ ଏକ ଗ୍ଲୋବାଲ ଲିଡର ବିଏସ୍ଏଚ୍ ହସ୍ଜରେଟ ଜିଏମ୍ବିଏଚ୍ର ଏକ ସହାୟକ କମ୍ପାନୀ ବିଏସ୍ଏଚ୍ ହୋମ ଆପ୍ଲାଏନ୍ସେସ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ‘ମେଡ୍-ଇନ୍-ଇଣ୍ଡିଆ’ ବଶ୍ ଏବଂ ସାଇମେନ୍ସ ଫ୍ରଣ୍ଟ-ଲୋଡିଂ ୱାଶିଂ ମେଶିନ ରେଞ୍ଜର ଉନ୍ମୋଚନ ନିକଟରେ…
ପିଏସ୍ପି ମାଧ୍ୟମରେ ଶକ୍ତି ସଂରକ୍ଷଣ
ଭୁବନେଶ୍ୱର, ୧୧।୮: ଇଣ୍ଡିଆନ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ମ୍ୟାନୁଫାକ୍ଚରର୍ସ ଆସୋସିଏସନ(ଆଇଇଇଏମ୍ଏ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଓଡ଼ିଶା ପାୱାର କନ୍କ୍ଲେଭ-୨୦୨୪ର ପ୍ରଥମ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟର ପ୍ରମୁଖ ସରକାରୀ ଅଧିକାରୀ, ଶିଳ୍ପ ଅଂଶୀଦାର, ନୀତି…
ମୌସୁମୀରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ
ଭୁବନେଶ୍ୱର, ୧୧।୮: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍(ଟିପିସିଓଡିଏଲ୍) ପକ୍ଷରୁ ଚଳିତ ମୌସୁମୀ ଋତୁର ପ୍ରସ୍ତୁତି ପାଇଁ ଅନେକ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏପରିକି ଚଳିତ ମୌସୁମୀ ଋତୁରେ…
ଓଜିଏସ୍ରେ ‘ଦ ନଲେଜ କ୍ରଲ୍’
ଭୁବନେଶ୍ୱର, ୧୧।୮: ଓଡିଏମ୍ ଗ୍ଲୋବାଲ ସ୍କୁଲ(ଓଜିଏସ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଦ ନଲେଜ କ୍ରଲ୍’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଜ୍ଞାନ ଓ ସୃଜନଶୀଳତାର ଶକ୍ତି ସହ ଶିକ୍ଷାର ଯାତ୍ରାକୁ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗର୍ବର ସହିତ ପାଳନ କରିଛି। ସେହିଭଳି…
ଘରୋଇ ଖାଦ୍ୟ ବଜାର ୪୭% ବୃଦ୍ଧି ଆଶା
ଭୁବନେଶ୍ୱର,୧୧।୮ (ଅନୁରାଧା ମହାରଣା): ଘରୋଇ ଖାଦ୍ୟ ବଜାର ୨୦୨୭ ସୁଦ୍ଧା ୪୭%ରୁ ଅଧିକ ବୃଦ୍ଧିହୋଇ ୧,୨୭୪ ବିଲିୟନ ଡଲାରରେ ପହଞ୍ଚିବ ବୋଲି ଆଶା କରାଯାଉଛି। କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ)ର ଏକ ରିପୋର୍ଟରେ ଏହା କୁହାଯାଇଛି। ଡାନ୍ଫୋସ୍ ଇଣ୍ଡିଆ ସହଯୋଗରେ…
ପବନ ଶକ୍ତି କ୍ଷେତ୍ରରେ ଭାରତ ବିଶ୍ୱର ଅଗ୍ରଣୀ
ନୂଆଦିଲ୍ଲୀ,୧୧।୮:ସାରା ବିଶ୍ୱ ବର୍ତ୍ତମାନ ପବନ ଶକ୍ତି କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି। ଏପରିକି ପବନ ଶକ୍ତି କ୍ଷେତ୍ରରେ ଭାରତ ବିଶ୍ୱର ଅଗ୍ରଣୀ ସହ ଚତୁର୍ଥ ସ୍ଥାନରେ ରହିଛି ଏବଂ ଅକ୍ଷୟ ଶକ୍ତି ଦୃଶ୍ୟପଟରେ ମଧ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିଛି। ବିଶେଷକରି ୨୦୨୪ ଜୁନ୍…
ଡ୍ରୋନ୍ ଟେକ୍ନୋଲୋଜିରେ ଗ୍ଲୋବାଲ ଲିଡର ହେବ ଭାରତ
ନୂଆଦିଲ୍ଲୀ,୧୧।୮: କ୍ରମାଗତ ଭାବେ ଭାରତୀୟ ଡ୍ରୋନ୍ ବଜାର ଦ୍ରୁତ ଅଭିବୃଦ୍ଧି ପଥରେ ରହିଛି, ଯାହା ୧୭.୦ %ର ଏକ କମ୍ପାଉଣ୍ଡ ଆନୁଆଲ ଗ୍ରୋଥ୍ ରେଟ୍ (ସିଏଜିଆର୍)ରେ ୨୦୨୪ର ୬୫୪ ମିଲିୟନ ଡଲାରରୁ ୨୦୨୯ରେ ୧୪୩୭ ମିଲିୟନ ଡଲାରକୁ ବୃଦ୍ଧି ପାଇବ ବୋଲି…
ଭାରତରେ ହେବାକୁ ଯାଉଛି ବଡ଼ ଘଟଣା! ସତର୍କ କଲା ହିଣ୍ଡେନବର୍ଗ, ଛାନିଆରେ ଆଦାନୀ
ନୂଆଦିଲ୍ଲୀ,୧୦।୮: ଖୁବ୍ଶୀଘ୍ର ଭାରତରେ ଘଟିବାକୁ ଯାଉଛି କିଛି ବଡ଼ ଘଟଣା! ଏନେଇ ଶନିବାର ସକାଳୁ ସକାଳୁ ସତର୍କ କରାଇଛି ଆମେରିକାର କ୍ଷୁଦ୍ର ବିକ୍ରେତା ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ। ତେବେ ସତର୍କବାଣୀ ଶୁଣି ବିଶେଷକରି ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ତଥା ଆଦାନୀ…
Archives


