ବାଣିଜ୍ୟ

ଅଲ୍‌ ନ୍ୟୁ ହୋଣ୍ଡା ଆମେଜ୍‌ର ଅନାବରଣ

ନୂଆଦିଲ୍ଲୀ,୫।୧୨: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଆମେଜ୍‌ (ଥାର୍ଡ ଜେନେରେଶନ ହୋଣ୍ଡା ଆମେଜ)ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଭାରତରେ ଏହାର ନୂତନ ପିଢ଼ି ହୋଣ୍ଡୋ ଆମେଜ୍‌ର ବୈଶ୍ୱିକ…

ହାଇଦ୍ରାବାଦରେ ଉଦ୍‌ଘାଟିତ ହେଲା ଗରୁଡଭେଗାର ଗ୍ଲୋବାଲ କର୍ପୋରେଟ୍‌ ଅଫିସ

ହାଇଦ୍ରାବାଦ,୪।୧୨: ଦେଶର ପ୍ରମୁଖ ଅନ୍ତର୍ଜାତୀୟ କୋରିଅର୍‌ ଏବଂ ଲଜିଷ୍ଟିକ ସଂସ୍ଥା ଗରୁଡଭେଗାର ପୁଣି ଏକ ଗ୍ଲୋବାଲ କର୍ପୋରେଟ ଅଫିସ ହାଇଦ୍ରାବାଦରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅଫିସର ଉଦ୍‌ଘାଟନ ପରେ ଗରୁଡଭେଗା ଆଉ ଏକ ମାଇଲଖୁଣ୍ଟରେ ପହଞ୍ଚି ପାରିଛି। ନିକଟରେ ଅନୁଷ୍ଠିତ ଉକ୍ତ…

ଶେୟାର ବଜାର କାରବାରରେ ଉତ୍ସାହ

ମୁମ୍ବାଇ,୪।୧୨:କ୍ରମାଗତ ତୃତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର…

୨୦୩୦ ସୁଦ୍ଧା ଆମଦାନୀ ୧୦ ନିୟୁତ ଟନ୍‌ ଛୁଇଁବ

ନୂଆଦିଲ୍ଲୀ,୪।୧୨:ଦୀର୍ଘଦିନର ଦାବି ଓ ପ୍ରୟାସକୁ ନିକଟରେ କେନ୍ଦ୍ର ସରକାର ସମ୍ମତି ଜଣାଇବା ସହିତ ଚାଇନାରୁ ଆମଦାନୀ କରାଯାଉଥିବା ତଥା ସୋଲାର ପ୍ୟାନେଲ ପାଇଁ ପ୍ରମୁଖ ଉପାଦାନଗୁଡିକ ଉପରେ ଆଣ୍ଟି ଡମ୍ପିଂ ଡ୍ୟୁଟି ଲଗାଯାଇଛି। ଏପରିକି ସୋଲାର ପ୍ୟାନେଲ ଓ ମଡ୍ୟୁଲ ପାଇଁ…

ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ଲୋକ ସଭାରେ ପାରିତ ହେଲା ବିଲ୍‌

ନୂଆଦିଲ୍ଲୀ, ୩।୧୨: ଲୋକ ସଭାରେ ମଙ୍ଗଳବାର ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ ବ୍ୟାଙ୍କଗୁଡ଼ିକରେ ଉତ୍ତମ ସେବା…

ବନ୍ଦ EPFO ଖାତାରୁ କେମିତି ଉଠାଇବେ ଜମା ଟଙ୍କା, ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୩: ଇପିଏଫଓକୁ ନେଇ ଜରୁରୀ ସୂଚନା। ଯଦି ଇପିଏଫଓ ଆକାଉଣ୍ଟ ବନ୍ଦ ହୋଇଯାଇଛି, ସେଥିରୁ ଜମା ଟଙ୍କା କିପରି ଉଠାଇବାକୁ ନେଇ ଅସୁବିଧାରେ ପଡିଛନ୍ତି। ଜାଣି ନିଅନ୍ତୁ… ଇପିଏଫଓ ଅନୁଯାୟୀ, ଯେକୌଣସି ବ୍ୟକ୍ତି ତାଙ୍କର ବନ୍ଦ ଆକାଉଣ୍ଟ ଖୋଲିପାରିବେ ଓ ଆକାଉଣ୍ଟରେ…

୭ରୁ ଓଡ଼ିଶା ଷ୍ଟାର୍ଟଅପ୍‌ କାର୍ନିଭାଲ

ଭୁବନେଶ୍ୱର,୩।୧୨: ରାଜ୍ୟର ସର୍ବବୃହତ୍‌ ମେଣ୍ଟର-ନିବେଶ ସମ୍ପର୍କ ଉତ୍ସବ ଓଡ଼ିଶା ଷ୍ଟାର୍ଟଅପ୍‌ କାର୍ନିଭାଲ-୨୦୨୪ର ତୃତୀୟ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି। ଏପରିକି ୨୦୨୪ ଡିସେମ୍ବର ୭ ରୁ ୨୧ ପର୍ଯ୍ୟନ୍ତ ଏହି ୧୫ ଦିନିଆ ଉତ୍ସବ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି…

୨୦୩୦ ସୁଦ୍ଧା ଆମଦାନୀ ୧୦ ନିୟୁତ ଟନ୍‌ ଛୁଇଁବ

ନୂଆଦିଲ୍ଲୀ,୩।୧୨: ଦୀର୍ଘଦିନର ଦାବି ଓ ପ୍ରୟାସକୁ ନିକଟରେ କେନ୍ଦ୍ର ସରକାର ସମ୍ମତି ଜଣାଇବା ସହିତ ଚାଇନାରୁ ଆମଦାନୀ କରାଯାଉଥିବା ତଥା ସୋଲାର ପ୍ୟାନେଲ ପାଇଁ ପ୍ରମୁଖ ଉପାଦାନଗୁଡିକ ଉପରେ ଆଣ୍ଟି ଡମ୍ପିଂ ଡ୍ୟୁଟି ଲଗାଯାଇଛି। ଏପରିକି ସୋଲାର ପ୍ୟାନେଲ ଓ ମଡ୍ୟୁଲ…

ଜିନ୍ଦଲ ଷ୍ଟେନ୍‌ଲେସକୁ ସ୍ବର୍ଣ୍ଣ ପୁରସ୍କାର

ନୂଆଦିଲ୍ଲୀ,୩।୧୨(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌(ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଦଶମ ଇଣ୍ଡିଆ ଗ୍ରୀନ୍‌ ଉତ୍ପାଦନ ଚ୍ୟାଲେଞ୍ଜ (ଆଇଜିଏମ୍‌ସି) କାର୍ଯ୍ୟକ୍ରମରେ ଜେଏସ୍‌ଏଲ୍‌ର ହିସାର ୟୁନିଟକୁ ସମ୍ମାନଜନକ…

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ

ମୁମ୍ବାଇ,୨।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ (ଆରଆଇଏଲ) କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ବା ସ୍ବୀକୃତି ମିଳିଛି। ଏପରିକି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ ଭାବେ ୱିଜିକିର ଭିଜିବିଲିଟି…

ରେକର୍ଡ ପରିମାଣର ଟିକସ ଆଦାୟ

ନୂଆଦିଲ୍ଲୀ,୨।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅଷ୍ଟମ ମାସରେ ୧.୮୨ ଲକ୍ଷ କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ…

ମାଗଣାରେ କରାଇ ନିଅନ୍ତୁ ଆଧାର କାର୍ଡ ସମ୍ବନ୍ଧୀୟ କାମ: ଏଇ ମାସରେ ସରୁଛି ଡେଡଲାଇନ୍

ନୂଆଦିଲ୍ଲୀ,୧।୧୨: ବର୍ଷର ଶେଷ ମାସ ଡିସେମ୍ବର ଆରମ୍ଭ ହୋଇଯାଇଛି। ଚଳିତ ମାସରେ ଅନେକ କାର୍ଯ୍ୟ କରିବାର ଶେଷ ତାରିଖ ମଧ୍ୟ ରହିଛି, ଯେଉଁଥିରେ ଆପଣଙ୍କ ଆଧାର ସମ୍ବନ୍ଧୀୟ କାର୍ଯ୍ୟ ରହିଛି। ମାଗଣାରେ ହେଉଥିବା ଆଧାର କାର୍ଡ ଅପଡେଟ ଡେଡଲାଇନ୍ ଚଳିତ ମାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?