୧୮ତମ ସୁରକ୍ଷା ସମ୍ମିଳନୀରେ ଟାଟା ଷ୍ଟିଲ୍ ପୁରସ୍କୃତ
ଭୁବନେଶ୍ୱର,୨୬।୮ (ଅଭୟ ଦାଶ): ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ପୂର୍ବାଞ୍ଚଳ ଶାଖା ପକ୍ଷରୁ କୋଲକାତାଠାରେ ଆୟୋଜିତ ୧୮ତମ ସୁରକ୍ଷା ସମ୍ମିଳନୀରେ ଟାଟା ଷ୍ଟିଲ୍ ପୁରସ୍କୃତ ହୋଇଛି। ଏପରିକି କମ୍ପାନୀର ଫେରୋ ଆଲଏଜ୍ ଆଣ୍ଡ୍ ମିନେରାଲ୍ ଡିଭିଜନ (ଏଫ୍ଏଏମ୍ଡି) କୁ ତିନୋଟି ପୁରସ୍କାର…
ଅନିଲ ଏନ୍ଟିପିସିର ଏଚ୍ଆର୍ ଡାଇରେକ୍ଟର
କଣିହାଁ,୨୬।୮: (ସଚ୍ଚିଦାନନ୍ଦ ପ୍ରଧାନ): ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍ଟିପିସି ଲିମିଟେଡ) ର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ବା ଏଚ୍ଆର୍ ଡାଇରେକ୍ଟର ଭାବେ ଅନିଲ କୁମାର ଜଦ୍ଲି ନିକଟରେ ଯୋଗ (ଦାୟିତ୍ୱ ଗ୍ରହଣ) ଦେଇଛନ୍ତି। ଏହା ପୂର୍ବରୁ ସେ କମ୍ପାନୀର…
ବନ୍ଧନ ବ୍ୟାଙ୍କର ପ୍ରତିଷ୍ଠା ଦିବସ
ନୂଆଦିଲ୍ଲୀ,୨୬।୮ (ଅଭୟ ଦାଶ): ବନ୍ଧନ ବ୍ୟାଙ୍କର ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ଦୁଇଟି ନୂତନ ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ମହିଳାମାନଙ୍କ ପାଇଁ ଏକ ସ୍ବତନ୍ତ୍ର ସଞ୍ଚୟ ଖାତା ‘ଅବ୍ନି’ର ଶୁଭାରମ୍ଭ କରାଯାଇଥିବା ବେଳେ…
ଅଭିବୃଦ୍ଧି କରାଇବ ବାଣିଜି୍ୟକ କାରବାର
ଭୁବନେଶ୍ୱର,୨୬।୮(ଅନୁରାଧା ମହାରଣା) ଏକ ବ୍ୟାପକ ମୁକ୍ତ ବାଣିଜ୍ୟ ଚୁକ୍ତି ଉପରେ ଭାରତ ଏବଂ ଅଷ୍ଟ୍ରେଲିଆର ଅଧିକାରୀମାନେ ନଭେମ୍ବରରେ ଆଲୋଚନା କରିବାର ସମ୍ଭାବନା ରହିଛି। ବାଣିଜ୍ୟ ମନ୍ତ୍ରଣାଳୟ ରବିବାର ଏହି ସୂଚନା ଦେଇଛିି। ୨୦୨୨ ଡିସେମ୍ବରରେ ଦୁଇ ଦେଶ ମଧ୍ୟରେ ମଧ୍ୟବର୍ତ୍ତୀ ବାଣିଜ୍ୟ…
ସମର୍ଥ ଅଭିଯାନ ମାଧ୍ୟମରେ ସଶକ୍ତ ପ୍ରୟାସ
ନୂଆଦିଲ୍ଲୀ,୨୫।୮ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଇ-କମର୍ସ ମାର୍କେଟପ୍ଲେସ୍ ଫ୍ଲିପ୍କାର୍ଟ ତା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସମର୍ଥ’କୁ ଉତ୍ସାହର ସହ ପାଳନ କରିଛି। କ୍ରମାଗତ ଭାବେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର କାରିଗର, ବୁଣାକାର, ଏସ୍ଏଚ୍ଜି ମହିଳା…
ଦେଶରେ ଆରମ୍ଭ ହେବ ୬ଜି ସେବା
ଭୁବନେଶ୍ୱର,୨୫।୮(ଅନୁରାଧା ମହାରଣା): ଦେଶରେ ୫ଜି ପରେ ୬ଜି ସେବା ପାଇଁ କେନ୍ଦ୍ର ଟେଲିକମ୍ ମନ୍ତ୍ରଣାଳୟ ପ୍ରସ୍ତୁତ ହେଉଛି। ଶନିବାର ଏଭଳି ଏକ ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ୍ କମ୍ପାନୀଗୁଡ଼ିକ ସମସ୍ତ ୬ଜି ପେଟେଣ୍ଟରେ ୧୦ ପ୍ରତିଶତ ଅଂଶଧନ ହାସଲ କରିବାକୁ…
ଆଦାନୀ ପରିବାର ଗୋଟିଏ ଦିନରେ ରୋଜଗାର କଲେ ଏତିକି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୪।୮: ଆଦାନୀ ଗ୍ରୁପ୍ର ମାଲିକ ଥିବା ଆଦାନୀ ପରିବାର ଶୁକ୍ରବାର ୪,୨୫୧ କୋଟି ଟଙ୍କା ରୋଜଗାର କରିଛନ୍ତି। ସେ ଅମ୍ବୁଜା ସିମେଣ୍ଟର ଶେୟାର ବିକ୍ରି କରି ଏହି ଟଙ୍କା ପାଇଥିଲେ। ବର୍ତ୍ତମାନ ଏହି ଅର୍ଥର ନିବେଶ ଆଦାନୀ ଫ୍ୟାମିଲି ଗ୍ରୁପ୍ର ବିଭିନ୍ନ…
ବିଏସ୍ଏନ୍ଲ ଆଣିଲା ସବୁଠୁ ଶସ୍ତା ପ୍ଲାନ୍: ବର୍ଷେ ପର୍ଯ୍ୟନ୍ତ ମାଗଣା କଲ୍, ପ୍ରତିଦିନ ମିଳିବ ୩ଜିବି ଡାଟା
ନୂଆଦିଲ୍ଲୀ,୨୪।୮: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଆଜି ଲୋକଙ୍କ ପ୍ରଥମ ପସନ୍ଦ ହୋଇପାରିଛି। ଘରୋଇ କମ୍ପାନୀଗୁଡିକର ରିଚାର୍ଜ ଯୋଜନା ମହଙ୍ଗା ହେବା ପରେ ଏହି ପରିବର୍ତ୍ତନ ଦେଖିବାକୁ ମିଳୁଛି। ଘରୋଇ କମ୍ପାନୀଗୁଡିକ କିଛି ଦିନ ପୂର୍ବରୁ ସେମାନଙ୍କ ଯୋଜନାକୁ ୬୦୦ରୁ…
ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସଚେତନତା ଶିବିର
ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ ପ୍ରୋତ୍ସାହନ ଦେବା ଏବଂ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବା ତଥା ଏହି ଯୋଜନାର ପ୍ରଚାର ପାଇଁ ୟୁକୋ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍ଏଲ୍ବିସି) ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଗୁରୁ କେଳୁଚରଣ…
କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା
ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ପକ୍ଷରୁ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏବଂ ରୋବୋଟିକ୍ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାର ଆଣ୍ଠୁ…
ଅକ୍ଟୋବରରେ ନୂଆ ଏମ୍ପିସି ସଦସ୍ୟ ଚୟନ
ଭୁବନେଶ୍ୱର,୨୪।୮(ଅନୁରାଧା ମହାରଣା) : ଅକ୍ଟୋବର ସୁଦ୍ଧା ଭାରତ ସରକାର ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ମୁଦ୍ରାନୀତି କମିଟି (ଏମ୍ପିସି)ରେ ନୂତନ ବାହ୍ୟ ସଦସ୍ୟ ନିଯୁକ୍ତ କରିବେ। ସୁଧ ହାର ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଏହି ନିଯୁକ୍ତି ହେବ ବୋଲ ସୂଚନା ରହିଛି।…
ସିଲ୍କ ଇଣ୍ଡିଆ ଏକ୍ଜିବିଶନ ଉଦ୍ଘାଟିତ
ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ହୋଟେଲ ନ୍ୟୁ ମାରିୟନଠାରେ ଏକ ୯ ଦିନିଆ ସିଲ୍କ ଇଣ୍ଡିଆ ସ୍ବତନ୍ତ୍ର ପ୍ରଦଶର୍ନୀର ଆୟୋଜନ କରାଯାଇଛି। ଏପରିକି ଶୁକ୍ରବାର ସିଲ୍କ ଇଣ୍ଡିଆ ଏକ୍ଜିବିଶନ ଆଣ୍ଡ ସେଲ୍ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ…
Archives


