ପ୍ରଥମ ରାଜ୍ୟସ୍ତରୀୟ ଊର୍ଜା ମେଳା ଉଦ୍ଘାଟିତ
ଭୁବନେଶ୍ୱର,୨୦।୧୧(ଅଭୟ ଦାଶ): ଶକ୍ତି ସଂରକ୍ଷଣ ଏବଂ ସ୍ବଚ୍ଛଶକ୍ତିର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଟାଟା ପାୱାର ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଊର୍ଜା ମେଳା ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୪୭୦ରୁ ଅଧିକ ଛାତ୍ରୀଛାତ୍ର…
ଏସ୍ବିଆଇ ହର୍ନିମାନ୍ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ
ମୁମ୍ବାଇ,୨୦।୧୧: ଷ୍ଟେଟ୍ ବ୍ୟାଙ୍କ ଅ୍ଫ ଇଣ୍ଡିଆ(ଏସ୍ବିଆଇ)ର ମୁମ୍ବାଇସ୍ଥିତ ହର୍ନିମାନ୍ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏକ ୧୦୦ ଟଙ୍କିଆ ସ୍ମାରକୀ ମୁଦ୍ରା…
୩୭୦ ଟ୍ରେନ୍ରେ ସଂଯୋଗ ହେବ ୧ ହଜାର ଦ୍ୱିତୀୟ ଶ୍ରେଣୀ କୋଚ୍
ଭୁବନେଶ୍ୱର,୨୦ା୧୧(ଅନୁରାଧା ମହାରଣା): ରେଳଯାତ୍ରୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭାରତୀୟ ରେଳପଥ ପକ୍ଷରୁ ଯାତ୍ରୀସେବାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଗତ ୩ମାସ ମଧ୍ୟରେ ବିଭିନ୍ନ ଟ୍ରେନରେ ସାଧାରଣ ବର୍ଗ (ଜିଏସ୍)ର ପ୍ରାୟ ୬୦୦ ନୂତନ ଅତିରିକ୍ତ କୋଚ୍…
ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ
ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର ଦୁଆରେ…
ଟେନଶନରେ ଭାରତ, ଆମେରିକା ସହ ହେବାକୁ ଯାଉଛି ବଡ଼ ଯୁଦ୍ଧ!
ନୂଆଦିଲ୍ଲୀ,୧୯।୧୧:ଡୋନାଲ୍ଡ ଟ୍ରମ୍ପଙ୍କ ଆଗମନ ପରେ ଭାରତ ସହ ସମ୍ପର୍କକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା କରାଯାଉଛି। ବର୍ତ୍ତମାନ ଆନ୍ତର୍ଜାତୀୟ ବଜାରରେ ଆସୁୁଥିବା ଖବର ହେଉଛି ଆମେରିକା କିମ୍ବା ଟ୍ରମ୍ପ ପ୍ରଶାସନ ଭାରତର ରପ୍ତାନି ଉପରେ ୧୦ ପ୍ରତିଶତ ଟ୍ୟାକ୍ସ ଲାଗୁ କରିପାରନ୍ତି।…
ଭୁବନେଶ୍ୱରରେ ହିରୋ ଲୋନ୍ ଆଣ୍ଡ ଏକ୍ସଚେଞ୍ଜ କାର୍ନିଭାଲ
ଭୁବନେଶ୍ୱର,୧୯।୧୧: ହିରୋ ମୋଟୋକର୍ପର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ହିରୋ ଲୋନ୍ ଆଣ୍ଡ ଏକ୍ସଚେଞ୍ଜ କାର୍ନିଭାଲ’ର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହିରୋ ମୋଟୋକର୍ପର ସ୍ବୀକୃତିପ୍ରାପ୍ତ ଡିଲର ତଥା ଭୁବନେଶ୍ୱରର ଡେଲଟା ଛକ ନିକଟସ୍ଥ ରୋହନ ହିରୋ ପକ୍ଷରୁ ଏକ…
ଓ୍ବାଣ୍ଡର୍ଲା ପାର୍କର ଆକର୍ଷଣୀୟ ଅଫର
ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅନ୍ତଃରାଷ୍ଟ୍ରୀୟ ପୁରୁଷ ଦିବସ ଅବସରରେ ୱାଣ୍ଡର୍ଲା ହଲିଡେଜ ଲିମିଟେଡ ପକ୍ଷରୁ ଏକ ସ୍ବତନ୍ତ୍ର ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଦିନ ପାର୍କ ଟିକେଟରେ ପୁରୁଷ ଅତିଥିମାନେ ଏକ ସ୍ବତନ୍ତ୍ର…
‘ଶ୍ରମବୀର ପ୍ୟାଲେସ’ ଉଦ୍ଘାଟନ କଲେ ଜେଏସ୍ପି ଅଧ୍ୟକ୍ଷ
ଅନୁଗୋଳ,୧୯ା୧୧ (ଜ୍ୟୋତିରଞ୍ଜନ ସାହୁ): ହରିୟାଣା କୁରୁକ୍ଷେତ୍ରର ଏମ୍ପି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍ପି) ଅଧ୍ୟକ୍ଷ ନବୀନ ଜିନ୍ଦଲ ସୋମବାର ଜେଏସ୍ପି ଅନୁଗୋଳ ୟୁନିଟ୍ରେ ‘ଶ୍ରମବୀର ପ୍ୟାଲେସ’ର ଉଦ୍ଘାଟନ କରିଛନ୍ତି। ଏହି ଶ୍ରମବୀର ପ୍ୟାଲେସ ତଥା ଶୀତତାପ ନିୟନ୍ତ୍ରିତ ଆବାସରେ…
କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା
ଭୁବନେଶ୍ୱର,୧୯।୧୧: ସମୟ ସହିତ ଉନ୍ନତି ହୋଇଛି ଚିକିସତ୍ା ବିଜ୍ଞାନ। ବର୍ତ୍ତମାନ ଅତ୍ୟାଧୁନିକ ଟେକ୍ନୋଲୋଜି ସାହାଯ୍ୟରେ ଅନେକ ଜଟିଳ ରୋଗର ସଫଳ ଚିକିସତ୍ା କରାଯାଇପାରୁଛି। ଆର୍ଟିଫିସିଆଲ ଇଣ୍ଟେଲେଜେନ୍ସି ( ଏଆଇ) ଏବଂ ରୋବୋଟିକ୍ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାରର ଆଣ୍ଠୁ ଅପରେଶନ୍ କରାଯାଇ…
ମଣିପାଲ ହସ୍ପିଟାଲରେ ନବଜାତ ଶିଶୁ ସପ୍ତାହ
ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ମଣିପାଲ ହସ୍ପିଟାଲରେ ବିଶ୍ୱ ନବଜାତ ଶିଶୁ ସପ୍ତାହ ଏବଂ ବିଶ୍ୱ ପ୍ରିମାଚ୍ୟୁର ଦିବସ ପାଳିତ ହୋଇଯାଇଛି। ଏପରିକି ସୋମବାର ଆୟୋଜିତ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬୦ ପ୍ରିମାଚ୍ୟୁର ଶିଶୁ ଏବଂ…
ଓଡ଼ିଶା ସରକାରଙ୍କ ସହ ଅନିଲ ଅଗ୍ରୱାଲ ଫାଉଣ୍ଡେଶନର ବୁଝାମଣା
ଭୁବନେଶ୍ୱର,୧୯।୧୧ (ଅଭୟ ଦାଶ): ବେଦାନ୍ତ ଗ୍ରୁପର ସାମାଜିକ ପ୍ରତିଷ୍ଠାନ ତଥା ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଶିଶୁ ଦିବସ ଅବସରରେ ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଏବଂ…
ଟ୍ରେଡଫିନ୍ର ପ୍ରଥମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୧୮।୧୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ରୋଜଗାର ଭିତ୍ତିକ ଶିକ୍ଷାନୁଷ୍ଠାନ ‘ଟ୍ରେଡଫିନ’ର ପ୍ରଥମ ବାର୍ଷିକ ଉତ୍ସବ ରବିବାର ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ସେକ୍ରେଟାରୀ ରଶ୍ମିରଞ୍ଜନ ଶତପଥୀ ମୁଖ୍ୟ ଅତିଥି…

