ବାଣିଜ୍ୟ

ବିଆଇଏସ୍‌ର ମାନକ ମହୋତ୍ସବ

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ଓ ସର୍ବସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ୍‌), ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମାନକ ଦିବସ ପାଳନ କରାଯାଇଛି। ଏହି ଅବସରରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଆୟୋଜିତ ମାନକ ମହୋତ୍ସବରେ…

ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ବିୟର ୬୫୦

ଭୁବନେଶ୍ୱର,୧୨।୧୧ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ ବୁଲେଟ ବ୍ରାଣ୍ଡ୍‌ ତଥା ରୟାଲ ଏନ୍‌ଫିଲ୍ଡର ‘ଅଲ ନ୍ୟୁ ବିୟର ୬୫୦’ର ସର୍ବଭାରତୀୟ ଅନାବରଣ (ଉନ୍ମୋଚନ) ଉତ୍ସବ ସହିତ ବଜାର ପ୍ରବେଶ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ଓଡିଶା…

୮୦,୦୦୦ ଡଲାର ଉପରେ ବିଟ୍‌ କଏନ୍‌

ନୂଆଦିଲ୍ଲୀ,୧୧।୧୧: ବର୍ତ୍ତମାନ ସମୟରେ ବିଟ୍‌ କଏନ୍‌ କାରବାରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଜାରି ରହିଛି। ଏପରିକି ପ୍ରଥମ ଥର ପାଇଁ ବିଟ୍‌ କଏନ୍‌ର ମୂଲ୍ୟ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ରବିବାର ବିଟ୍‌ କଏନ୍‌ ମୂଲ୍ୟରେ ୪.୭% ବୃଦ୍ଧି ଘଟି ୮୦,୦୯୨ ଡଲାରରେ…

ମହିନ୍ଦ୍ରା ଇଲେକ୍ଟ୍ରିକ୍‌ ଏସ୍‌ୟୁଭିର ଟିଜର ରିଲିଜ

ନୂଆଦିଲ୍ଲୀ,୧୧।୧୧: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ଏମ୍‌ ଆଣ୍ଡ୍‌ ଏମ୍‌ ବା ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ଯାନ ତଥା ଇଲେକ୍ଟ୍ରିକ୍‌ ଏସ୍‌ୟୁଭି ‘ଏକ୍ସଇଭି ୯ଇ ଓ ବିଇ ୬ଇ’ର ଟିଜର ରିଲିଜ ନିକଟରେ ହୋଇଯାଇଛି। ଏପରିକି ୨୦୨୪ ନଭେମ୍ବର ୨୬ରେ ଏହାର ଅନଲିମିଟ୍‌…

ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ଆଉଟରିଚ ପ୍ରୋଗ୍ରାମ

ଭୁବନେଶ୍ୱର,୧୧।୧୧ (ଅଭୟ ଦାଶ): ଦେଶର ବିକାଶ ପାଇଁ ବିଭିନ୍ନ କ୍ଷେତ୍ରର ହିତାଧିକାରୀମାନେ ସବଳ ହେବାର ଆବଶ୍ୟକତା ରହିଛି। ଏପରିକି ଘରୋଇ ବଜାରରେ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ମାଇକ୍ରୋ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ ବା ଏମ୍‌ଏସ୍‌ଏମ୍‌ଇ) ର ବିକାଶ…

Kisan Vikas Patra: ଟଙ୍କା ଦୁଇଗଣା କରେ ଏହି ସରକାରୀ ଯୋଜନା, ଜାଣନ୍ତୁ କିଏ ଏବଂ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୯।୧୧: ଡାକଘର ହେଉଛି ଭାରତର ସର୍ବ ପୁରାତନ ଅନୁଷ୍ଠାନ। ଡାକ ସମ୍ବନ୍ଧୀୟ ସୁବିଧା ଯୋଗାଇବା ସହିତ ଡାକଘରଗୁଡ଼ିକରେ ବିଭିନ୍ନ ପ୍ରକାରର ଆର୍ଥିକ ସୁବିଧା (ଡାକଘର କ୍ଷୁଦ୍ର ସଞ୍ଚୟ ଯୋଜନା) ପ୍ରଦାନ କରାଯାଇଥାଏ। ଲୋକମାନେ ପ୍ରାୟତଃ ଏଭଳି ସ୍କିମ(ଯୋଜନା) ଖୋଜନ୍ତି ଯାହା କମ୍‌…

ବଜାରରେ ବଜାଜ୍‌ର ଫ୍ରିଡମ୍‌ ସିଏନ୍‌ଜି ବାଇକ୍‌

ଭୁବନେଶ୍ୱର,୯।୧୧: ବଜାଜ ଅଟୋ ଲିମିଟେଡ୍‌(ବଜାଜ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର) ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ’ର…

କେଏଫ୍‌ସିର ନୂତନ ଅଭିଯାନ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ କେଏଫ୍‌ସି’ର ନୂତନ ଅଭିଯାନ ‘ଟେଷ୍ଟ ଦ ଏପିକ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରାୟ ୩୩ ଦଶନ୍ଧି ଧରି କେଏଫ୍‌ସି ତା’ର ଫିଙ୍ଗର ଲିକିଙ୍ଗ୍‌ ଗୁଡ୍‌ କ୍ରିସ୍ପି ଚିକେନ ସହିତ ଦେଶବ୍ୟାପୀ ପ୍ରଶଂସକମାନଙ୍କୁ…

ଏଲ୍‌ଆଇସିର ତ୍ରୈମାସିକ ଫଳାଫଳ

ମୁମ୍ବାଇ,୯।୧୧: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ) ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏହି ବୈଠକରେ ନିଗମର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର…

ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୯।୧୧ (ଅଭୟ ଦାଶ): ଚଳିତ ବର୍ଷର ପାର୍ବଣ ପାଇଁ ଘରୋଇ ଅଟୋ ବଜାରରେ ରେକର୍ଡ ପରିମାଣର କାରବାର ହୋଇଛି। ଏପରିକି ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି ସାଙ୍ଗକୁ ସବୁ କ୍ଷେତ୍ରର ଯାନ ବିକ୍ରିରେ ଚାହିଦା ବୃଦ୍ଧି ଦେଖିବାକୁ ମିଳିଛି। ବିଶେଷକରି…

ବଦଳିଲା ବ୍ୟାଙ୍କ ଲକର୍‌ ଫିସ୍‌, ଏବେ ଖୋଲିବାକୁ ଗଣିବେ ଏତିକି ଟଙ୍କା 

ନୂଆଦିଲ୍ଲୀ,୮।୧୧: ପରିଶ୍ରମରେ ରୋଜଗାର କରୁଥିବା ଟଙ୍କାକୁ ସୁରକ୍ଷିତ ରଖିବା ଲାଗି ବ୍ୟାଙ୍କ ପକ୍ଷରୁ ଆକାଉଣ୍ଟ ଖୋଲିବା ସୁବିଧା ପ୍ରଦାନ କରାଯାଇଥାଏ। ଟଙ୍କା ସହ ଆପଣ ବ୍ୟାଙ୍କରେ ନିଜର ଦାମୀ ସୁନା, ଜରୁରୀ କାଗଜପତ୍ର ଆଦି ମଧ୍ୟ ଜମା କରିପାରିବେ। ଏଥିଲାଗି ବ୍ୟାଙ୍କ…

ସୁନା ୨୦୦୦, ରୁପା ୫୦୦୦ ଟଙ୍କା, ପ୍ଲାଟିନମ- ହୀରା ମୂଲ୍ୟ ବି କମିଲା

ଭୁବନେଶ୍ୱର,୮।୧୧: (ଅଭୟ ଦାଶ): ପାର୍ବଣ ପୂର୍ବରୁ ଘରୋଇ ବଜାରରେ ମୂଲ୍ୟବାନ୍‌ ଅଳଙ୍କାରର ଦର ଆକାଶଛୁଆଁ ଥିଲାବେଳେ ପାର୍ବଣ ପରେ ଦର କମିବାରେ ଲାଗିଛି। ଏପରିକି ଗତ ସପ୍ତାହ ହେଲା ମୂଲ୍ୟବାନ ଅଳଙ୍କାର ମୂଲ୍ୟ ହ୍ରାସ ପାଉଛି। ଫଳରେ ଧନ୍‌ତେରସ୍‌ ବେଳେ ଭୁବନେଶ୍ୱରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?