ବାଣିଜ୍ୟ

ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ

ଭୁବନେଶ୍ୱର, ୨୭।୭: ଦେଶର ପ୍ରମୁଖ ଶିଳ୍ପ ସଂଘ ଆସୋସିଏଟେଡ୍‌ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ (ଆସୋଚାମ୍‌) ପକ୍ଷରୁ ଓଡ଼ିଶା ସିଏସ୍‌ଆର୍‌ ଏବଂ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)ର…

ଓଜିଏସ୍‌ରେ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌

ଭୁବନେଶ୍ୱର, ୨୭।୭: ଓଡିଏମ୍‌ ଗ୍ଲୋବାଲ ସ୍କୁଲ୍‌ (ଓଜିଏସ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ‘ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌’ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ଅଲିମ୍ପିଆନ୍‌ ତଥା ଅନ୍ତର୍ଜାତୀୟ ପ୍ରଶିକ୍ଷକ ପରାଗ ପାଟିଲ ସାମିଲ ହୋଇ ନିଜର ଅଭିଜ୍ଞତା ବାଣ୍ଟିଥିଲେ।…

ଅକ୍ଟୋବର ୧୯ରୁ ଆନ୍ଥେ ୨୦୨୪ର ଶୁଭାରମ୍ଭ

ଭୁବନେଶ୍ୱର, ୨୭।୭: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ସ୍କଲାରଶିପ ପରୀକ୍ଷା ‘ଆକାଶ ନ୍ୟାଶନାଲ ଟାଲେଣ୍ଟ ହଣ୍ଡ୍‌ ଏକ୍‌ଜାମ ବା ଆନ୍ଥେ-୨୦୨୪’ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୭ମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରୀଙ୍କୁ ୧୦୦% ପର୍ଯ୍ୟନ୍ତ ବୃତ୍ତି…

ଶେଷଦିନରେ ୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୭: କ୍ରମାଗତ ଭାବେ ହ୍ରାସ ପାଉଥିବା ଘରୋଇ ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ…

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା ପାଇଁ ବିଏସ୍‌ଏନ୍‌ଏଲ୍‌ ଯୋଜନା କରୁଛି । ନିକଟରେ ପ୍ରାଇଭେଟ୍‌ କାମ୍ପାନୀଗୁଡ଼ିକ ରିଚାର୍ଜ ପ୍ଲାନ୍‌ରେ ୬୦୦…

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ସାକ୍ଷାତାରରେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ପରେ ବିଭିନ୍ନ…

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନୂତନ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ୩୦% ରିହାତି ଫ୍ରିଡମ୍‌ ଅଫରର ଶୁଭାରମ୍ଭ ୨୦୨୪…

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୭୦,୮୫୦…

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ଏହି ଉତ୍ସବରେ ୮ଟି ଦେଶରୁ ୩୫ଜଣ ସ୍ନାତକୋତ୍ତର ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହି…

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ ୬%କୁ ହ୍ରାସ କରିବାକୁ ନିକଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଆଗତ ୨୦୨୪-୨୫ କେନ୍ଦ୍ରୀୟ…

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡର ପ୍ରଥମ ପ୍ରିମିୟମ ଇଲେକ୍‌ଟ୍ରିକ…

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌ ୪ରୁ ୩କୁ ହ୍ରାସ କରାଯାଇପାରେ। ଜିଏସ୍‌ଟିରେ ଏକାଧିକ ହାର ବ୍ୟବସ୍ଥା କାରଣରୁ ବର୍ଗୀକରଣକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri