ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯିବାର ସମ୍ଭାବନା ରହିଛି। ବିଶେଷକରି ପର୍ବପର୍ବାଣୀ ସମୟରେ ବ୍ୟବସାୟୀ ଏବଂ ଡିଜିଟାଲ ପେମେଣ୍ଟ…
Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…
ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ରେଟକୁ୨୫ ବେସିସ ପଏଣ୍ଟ ବୃଦ୍ଧି କରିଛି, ଯାହା ଫଳରେ ଏହା…
କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?
ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି ମାସର ଖର୍ଚ୍ଚ ତୁଲାଇବା ଆହୁରି ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଯାଏ। ଏଭଳି ସ୍ଥିତିରେ ବିଜୁଳି ବିଲ…
RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି କରିଛି। ଅକ୍ଟୋବର ୫ରୁ ୭ ପର୍ଯ୍ୟନ୍ତ ଚାଲିଥିବା ଏହି ବୈଠକରେ ପଶ୍ଚିମ ଏସିଆରେ…
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local Address Proof) ନାହିଁ, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ରହିଛି।…
କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…
ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ କରିଥାଏ। ଯେତେବେଳେ ବି କୌଣସି ଯାତ୍ରୀ ନିଜର କନଫର୍ମ ଟିକେଟ ବାତିଲ କରନ୍ତି,…
ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…
ନୂଆଦିଲ୍ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ ୫ ମାସ ମଧ୍ୟରେ ଟେଲିକମ କମ୍ପାନୀଗୁଡ଼ିକ ନିଜ ଟାରିଫ ପ୍ଲାନରେ ୧୨ରୁ ୧୫…
ଓଏଚ୍ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍ଓୟୁ
ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍ (ଓଏଚ୍ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହୋଇଯାଇଛି। ଏହି କେନ୍ଦ୍ରଟି ସ୍ଥାନୀୟ ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ…
କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ ପାଇଛି। MCX ରେ ଡିସେମ୍ବର ମାସର ଡେଲିଭରି ପାଇଁ ସୁନା ଦର ୮୩…
ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର
ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍ଡ୍ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି ନୂତନ ସମ୍ଭାର ସମ୍ପର୍କରେ ଘୋଷଣା କରାଯିବା ଅବସରରେ ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ…
ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ
ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ ସୋମବାର ଘୋଷଣା କରିଛି। ଏହାଦ୍ୱାରା ଜାତୀୟ ସ୍ତରରେ ଇଣ୍ଡିଗୋ ବିମାନ ଭଡ଼ା ବୃଦ୍ଧି…
ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍
ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଦରରେ ଲିଟର ପିଛା ୩ ଟଙ୍କା…

