ବାଣିଜ୍ୟ

ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ ପଡିଛି। ଏପରିକି ଶେୟାର ବଜାରର ନିବେଶକ ଦିନକରେ (ସୋମବାର) ୬ ଲକ୍ଷ କୋଟିରୁ ଅଧିକ…

ନଭେମ୍ବର ୮ରୁ ‘ପଥ ପ୍ରଦର୍ଶକ ୨.୦’

ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍‌ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ ୨.୦’ର ଆୟୋଜନ କରାଯାଉଛି। ୨୦୨୪ ନଭେମ୍ବର ୮ ଓ ୯ ରେ ଭୁବନେଶ୍ୱରର ଜାଗମରା…

ସର୍ବକାଳୀନ ସର୍ବନିମ୍ନ ସ୍ତରକୁ ଖସିଲା ଟଙ୍କା ମୂଲ୍ୟ

ନୂଆଦିଲ୍ଲୀ,୪।୧୧: ଆମେରିକୀୟ ଦୁର୍ବଳତାର ଫାଇଦା ନେଇ ଅନ୍ୟ ଏସୀୟ ବଜାର ଲାଭାନ୍ବିତ ହୋଇଥିବା ବେଳେ କ୍ଷତିର ସମ୍ମୁଖୀନ ହୋଇଛି ଭାରତୀୟ ଟଙ୍କା। ସ୍ଥାନୀୟ ଷ୍ଟକରୁ କ୍ରମାଗତ ଭାବେ ଟଙ୍କା ଉପରେ ଚାପ ଜାରି ରହିଛି। ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବକାଳୀନ…

ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ କି ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏବଂ ଚାଇନାରେ ହେବାକୁ ଥିବା ଏକ…

ଓଡ଼ିଶାରୁ ଓହରି ନାହାନ୍ତି ଆର୍ସଲମିତ୍ତଲ, ନିପନ ଷ୍ଟିଲ୍: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୪ା୧୧: ଅଗ୍ରଣୀ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଆର୍ସଲମିତ୍ତଲ ଏବଂ ଜାପାନର ନିପନ ଷ୍ଟିଲ୍ ଓଡିଶାରୁ ଓହରି ନଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଦୁଇ କମ୍ପାନୀ ମିଳିତଭାବେ ଓଡ଼ିଶାରେ ବିଶାଳ ଷ୍ଟିଲ୍ ପ୍ଲାଣ୍ଟ ବସାଇବେ ବୋଲି ପୂର୍ବ ସରକାରଙ୍କ ସମୟରେ ଓଡିଶା…

ଉନ୍ନତମାନର ମସଲା ଯୋଗାଣକୁ ସିଦ୍ଧି ସ୍ପାଇସେସ୍‌ର ଗୁରୁତ୍ୱ

ଭୁବନେଶ୍ୱର,୪।୧୧: ବାଓଭର୍ଟ ଏକ୍ସପର୍ଟ ପ୍ରାଇଭେଟ ଲିମିଟେଡର ପ୍ରମୁଖ କମ୍ପାନୀ ତଥା ନୂତନ ମସଲା ବ୍ରାଣ୍ଡ୍‌ ସିଦ୍ଧି ସ୍ପାଇସେସର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ‘ସିଦ୍ଧି ସ୍ପାଇସେସ୍‌’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

ପାର୍ଥ ପ୍ରତୀମ ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି

ନୂଆଦିଲ୍ଲୀ,୪।୧୧: ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି ତଥା ସିଇଓ ଭାବେ ପାର୍ଥ ପ୍ରତୀମ ସେନଗୁପ୍ତା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷ କରି ବ୍ୟବସାୟ, ଋଣ ଓ ପ୍ରଯୁକ୍ତି ଉପରେ ବିଶେଷ ଦଖଲ ରଖିଥିବା ସେନଗୁପ୍ତା ସଫଳତାର ସହ ବୃହତ ବ୍ୟବସାୟ…

ବିବାହ ଋତୁରେ ବିକ୍ରି ଅଭିବୃଦ୍ଧି ଆକଳନ

ନୂଆଦିଲ୍ଲୀ,୪।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ପାର୍ବଣ ବିକ୍ରି (ଫେଷ୍ଟିଭ ସେଲ୍‌ସ) ପରେ ପରେ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ପକ୍ଷରୁ େଓଡିଂ ସେଲ୍‌ସ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଉ…

ପାର୍ବଣ ପରେ କମିଲା ଦର: ୩୦୦୦ ଖସିଲା ରୁପା,ଜାଣନ୍ତୁ ସୁନା ମୂଲ୍ୟ ଏବେ କେତେ?

ନୂଆଦିଲ୍ଲୀ,୩।୧୧: ଚଳିତ ବର୍ଷର ପାର୍ବଣ (ଦଶହରା, ଗଜଲକ୍ଷ୍ମୀ,କାଳୀପୂଜା ଏବଂ ଧନ୍‌ତେରସ୍‌) ସମୟରେ ଉଭୟ ସୁନା ଓ ରୁପା ଦର ସର୍ବୋଚ୍ଚସ୍ତରରେ ପହଞ୍ଚିଥିଲା। ଏପରିକି ପାର୍ବଣ କାରବାର ପାଇଁ ସବୁ ବର୍ଗର ଅଳଙ୍କାର ପ୍ରତିଷ୍ଠାନ ଆକର୍ଷଣୀୟ ଅଫର ଓ ଉପହାରର ବ୍ୟବସ୍ଥାକରି ପାର୍ବଣ…

ରେକର୍ଡ ପରିମାଣର ସୁନା ଚାହିଦା

ନୂଆଦିଲ୍ଲୀ,୨।୧୧: ୱାଲର୍‌ଡ ଗୋଲ୍ଡ କାଉନସିଲ(ଡବ୍ଲ୍ୟୁଜିସି)ର ତ୍ରୈମାସିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଗୋଲ୍ଡ ଡିମାଣ୍ଡ ଟ୍ରେଣ୍ଡ୍‌ସ ରିପୋର୍ଟକୁ ମଧ୍ୟ ନିକଟରେ ଉନ୍ମୋଚନ କରାଯାଇଛି। ଏହି ସମୟ ମଧ୍ୟରେ ମୋଟ ସୁନା ଚାହିଦା ବାର୍ଷିକ…

ଟିପିସିଓଡିଏଲ୍‌କୁ ଇନୋଭେସନ୍‌ ୱିଥ୍‌ ଇମ୍ପାକ୍ଟ ଆୱାର୍ଡ

ଭୁବନେଶ୍ୱର,୨।୧୧ (ଅଭୟ ଦାଶ): ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘ଇନୋଭେସନ୍‌ ୱିଥ୍‌ ଇମ୍ପାକ୍ଟ ଆୱାର୍ଡ’ ପ୍ରଦାନ କରାଯାଇଛି। ଏପରିକି ଟିପିସିଓଡିଏଲ୍‌ କ୍ରମାଗତ…

ରେକର୍ଡ ପରିମାଣରେ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୨।୧୧: ଚଳିତ ଆର୍ଥିକ ବର୍ଷର ସପ୍ତମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ,୨୦୨୪-୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?