ବାଣିଜ୍ୟ

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ସେହିଭଳି ଏହି ଅବଧି ମଧ୍ୟରେ…

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ ଆକର୍ଷଣୀୟ ପ୍ରଡକ୍ଟ ଲଞ୍ଚ ସହିତ ଏହି ପାର୍ବଣ ଋତୁକୁ ଗ୍ରାହକ ଉତ୍ସାହର ସହିତ ପାଳନ…

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ସେଲ୍‌ ‘ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୪ ନଭେମ୍ବର…

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଦୀପାବଳିକୁ ଅବିସ୍ମରଣୀୟ କରିବା ପାଇଁ ବ୍ରାଣ୍ଡ୍‌ ପକ୍ଷରୁ…

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ ସପ୍ତାହର ଶେଷ ଦିନରେ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌…

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ କେବେ ଭାରତୀୟ ଟ୍ରେନର ଏସି କୋଚ୍‌ରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ…

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କୁଚିପୁଡ଼ି ନୃତ୍ୟାଙ୍ଗନା ଶାଲୁ ଜିନ୍ଦଲଙ୍କ ଜନ୍ମଦିବସକୁ ‘ସେବା ଦିବସ’ ଭାବେ ଦେଶବ୍ୟାପୀ…

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ ରିଟେଲର…

ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା

ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ ୧ ବର୍ଷ ପାଇଁ ଏକ ମାଗଣା ଇଣ୍ଟରନେଟ ଯୋଜନା ପ୍ରବର୍ତ୍ତନ କରିଥିଲା। ଏଥି ସହିତ…

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି ପ୍ରତି କ୍ରୟ ଉପରେ ୨୦୦ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ସହ ଫେଷ୍ଟିଭ ଗିଫ୍ଟିଙ୍ଗରେ ୫୦% ପର୍ଯ୍ୟନ୍ତ…

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି) ବର୍ତ୍ତମାନ ଓଡ଼ିଶା ବଜାରରେ ଉପଲବ୍ଧ ବୋଲି ଜିନ୍ଦଲ ଗ୍ରୁପ୍‌ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?