ଲାଇଫ୍ ଷ୍ଟାଇଲର ଅଲ୍ ନ୍ୟୁ କଲେକ୍ସନ
ନୂଆଦିଲ୍ଲୀ,୨୩।୧୦: ଲାଇଫ୍ଷ୍ଟାଇଲ୍’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଲାଇଫ୍ ଷ୍ଟାଇଲର ଫେଷ୍ଟିଭ୍ କଲେକ୍ସନରେ ପାରମ୍ପରିକ ଏବଂ ଫ୍ୟୁଜନ୍ ସ୍ବଦେଶୀ ପରିଧାନର କାଳାତୀତ ଆକର୍ଷଣରୁ…
୭% ରହିବ ଜିଡିପି ଅଭିବୃଦ୍ଧି ହାର
ଭୁବନେଶ୍ୱର,୨୩ା୧୦(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର(ଜିଡିପି) ଆକଳନକୁ ୭% ସ୍ଥିର ରଖିଛି। ଏହା ଜୁଲାଇ ଆକଳନ ସହିତ ମେଳ ଖାଉଥିବାବେଳେ ଆଇଏମ୍ଏଫ୍ କହିଛି , ମହାମାରୀ ସମୟରେ ଚାହିଦା ହ୍ରାସ…
‘ଅର୍ଥନୈତିକ ଅଭିବୃଦ୍ଧି ସହ ଭାରତର ଉତ୍ଥାନ ହେଉଛି’
ଭୁବନେଶ୍ୱର,୨୨ା୧୦(ଅନୁରାଧା ମହାରଣା): ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ରୁ ଅଧିକ ଷ୍ଟାର୍ଟଅପ୍ ସହିତ ଭାରତ ଏହାର ଅର୍ଥନୀତିକୁ ନୂଆରୂପ ଦେବାକୁ ଯାଉଛି। ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ ଭାରତ ନେତୃତ୍ୱ ସମ୍ମିଳନୀରେ ଭାରତ ଓ ଚାଇନାର ଅର୍ଥନୈତିକ ଅଭିବୃଦ୍ଧି ସମ୍ପର୍କରେ ବିଶେଷ…
ଶେୟାର ବଜାର କାରବାରରେ ହ୍ରାସ
ମୁମ୍ବାଇ,୨୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)…
ଅଭ୍ୟୁଦୟ ଆଇସିସିର ନୂଆ ସଭାପତି
ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି ଆଇସିସିର ବାର୍ଷିକ ପୂର୍ଣ୍ଣାଙ୍ଗ ଅଧିବେଶନରେ ଅଭ୍ୟୁଦୟଙ୍କୁ ନୂଆ ସଭାପତି ଭାବେ ଘୋଷଣା କରାଯାଇଛି। ଏହି…
ଆଇଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟଲେଟ
ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଆଇଡେଷ୍ଟିନି (ଆପଲ୍ ଅଥରାଇଜଡ ରିସେଲର ଷ୍ଟୋର) ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶାରେ କେବଳ ଗୋଟିଏ ନୁହେଁ, ଦୁଇଟି ଆପଲ୍ ଅଥରାଇଜ୍ଡ ରିସେଲର ଷ୍ଟୋର କାଭାକା କମ୍ପ୍ଲେକ୍ସ, ଅଇଁଠାପାଲି ମେନରୋଡ ସମ୍ବଲପୁର ଏବଂ…
ସପିଂରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ବ୍ୟବହାର
ମୁମ୍ବାଇ,୨୨।୧୦: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର ଭିନ୍ନ ଭିନ୍ନ ବର୍ଗର ସପିଂରେ କରିବାକୁ ଯାଉଛି। ଏପରିକି ନିକଟରେ ଆରମ୍ଭ ହୋଇଥିବା ଇଣ୍ଡିଆ ମୋବାଇଲ୍ କଂଗ୍ରେସ-୨୦୨୪ରେ ରିଲାଏନ୍ସ ଜିଓ ଏହି ଅଭିନବ…
ଭାଙ୍ଗିଲା ଟାଟା ଗ୍ରୁପର ଏହି ପୁରୁଣା ପରମ୍ପରା! ନୋଏଲ ଆସିବା ପରେ ହେଲା ପରିବର୍ତ୍ତନ
ମୁମ୍ବାଇ.୨୧।୧୦: ରତନ ଟାଟାଙ୍କ ମୃତ୍ୟୁ ପରେ ଟାଟା ଟ୍ରଷ୍ଟ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଲାଇଭ ମିଣ୍ଟ ରିପୋର୍ଟ ଅନୁଯାୟୀ, ସାର୍ ରତନ ଟାଟା ଟ୍ରଷ୍ଟ ଏବଂ ସାର୍ ଦୋରାବଜୀ ଟାଟା ଟ୍ରଷ୍ଟର ଟ୍ରଷ୍ଟିମାନେ ସ୍ଥାୟୀ ସଦସ୍ୟ ହୋଇପାରିଛନ୍ତି,…
ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦ା୧୦: ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ ସ୍ୱାସ୍ଥ୍ୟବୀମା…
ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍ କରିପାରିବେ ଟ୍ରେନ-ବସ୍ ଟିକେଟ୍
ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି ଆପ୍ ଲଞ୍ଚ ହୋଇଛି ଯାହାଦ୍ୱାରା ଆପଣ ଶସ୍ତାରେ ଟ୍ରେନ୍, ବସ୍ ଓ ବିମାନ ଟିକେଟ୍…
ତନିସ୍କର ସ୍ବତନ୍ତ୍ର ଅଫର୍: ସୁନା-ହୀରା ମୂଲ୍ୟରେ…
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ କଟକ ସିଡିଏସ୍ଥିତ ସେକ୍ଟର-୧ ଷ୍ଟୋରକୁ ପୂର୍ବାଞ୍ଚଳ ଆଞ୍ଚଳିକ ବ୍ୟବସାୟ ମୁଖ୍ୟ ସୋମପ୍ରଭ ସିଂହ, ପୂର୍ବ…
୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍ଘାଟନ ହୋଇଯାଇଛି। ଏହି ମେଳାର ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ଯୋଗଦେଇଥିବାବେଳେ…

