ବାଣିଜ୍ୟ

ଏୟୁ ସହ ସହଭାଗିତା କରିବ ଡ୍ରିମ୍‌ସ

ଭୁବନେଶ୍ୱର,୧୨ା୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଧନେଶ୍ୱର ରଥ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିିୟରି ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟିଡିଜ୍‌ ବା ଡ୍ରିମ୍‌ସ ୟୁନିଭର୍ସିଟି ଏବଂ ଜର୍ମାନୀର ଆଚେନ୍‌ ୟୁନିଭର୍ସିଟି(ଏୟୁ) ସହ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ କରିବାକୁ ଯାଉଛି। ଏପରିକି…

ଲାଭାର ନୂତନ ଉତ୍ପାଦ

ଭୁବନେଶ୍ୱର,୧୨ା୭ (ଅଭୟ ଦାଶ): ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉପତ୍ାଦ ‘ଲାଭା ବ୍ଲେଜ୍‌ ଏକ୍ସ’ର ସର୍ବଭାରତୀୟ ଉନ୍ମୋଚନ (ଲଞ୍ଚିଂ) ନିକଟରେ ହୋଇଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ମଡେଲ ସ୍ମାର୍ଟଫୋନ ସେଗ୍‌ମେଣ୍ଟ୍‌ର ପ୍ରଥମ କର୍ଭଡ ଆମୋଲେଡ୍‌ ଡିସ୍‌ପ୍ଲେ ସହ ଆସୁଛି। ବିଶେଷକରି…

ଏଲ୍‌ଆଇସି ଶାଖାର ନୂତନ କାର୍ଯ୍ୟାଳୟ

ଭୁବନେଶ୍ୱର,୧୨ା୭(ଅଭୟ ଦାଶ): ଭାରତୀୟ ଜୀବନବୀମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର କଟକ ଡିଭିଜନ ଅନ୍ତର୍ଗତ କେନ୍ଦ୍ରାପଡ଼ା ଶାଖାର ନୂତନ କାର୍ଯ୍ୟାଳୟ ପାଣ୍ଡରି ଦୁହୁରିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏଲ୍‌ଆଇସିର ସିଇଓ ତଥା ଏମ୍‌ଡି ସିଦ୍ଧାର୍ଥ…

ଜୁନ୍‌ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫ ପ୍ରତିଶତ ଆକଳନ

ଭୁବନେଶ୍ୱର,୧୨ା୭(ଅନୁରାଧା ମହାରଣା): ଜୁନ୍‌ ମାସରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ହାର ପ୍ରାୟ ୫ ପ୍ରତିଶତ ହେବ ବୋଲି ଆଶା କରାଯାଉଛି। ଗୁରୁବାର ଏକ ସାକ୍ଷାତ୍‌କାରରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏପରି କହିଛନ୍ତି। ଏହା ସହ ସେ ଆହୁରି ମଧ୍ୟ କହିଛନ୍ତି,…

ଏହି କମ୍ପାନୀରେ କାମ କରୁଛନ୍ତି ଅମ୍ବାନୀଙ୍କ ବୋହୂ ରାଧିକା, କମାଉଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୧।୭: ଏସିଆର ୧୧ତମ ଧନୀ ଶିଳ୍ପପତି ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବାହାଘର ହେବାକୁ ଯାଉଛି। ଅନନ୍ତ ଅମ୍ବାନୀ, ରାଧିକା ମର୍ଚାଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଶୁକ୍ରବାର ହେବାକୁ ଯାଉଥିବା ବିବାହ ସମାରୋହ ପାଇଁ ବହୁ ଶିଳ୍ପପତି,…

ବଜାରରେ ବଜାଜ୍‌ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଅନାବରଣ (ଉନ୍ମୋଚନ) ନିକଟରେ ହୋଇଯାଇଛି। ଏପରିକି କମ୍ପାନୀର ଏହି ନୂତନ ମଡେଲର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଥିଲା।…

ପାରାଦୀପ ପୋର୍ଟର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାରାଦୀପ ପୋର୍ଟ ଅଥରିଟି ବା ପିପିଏ ନିକଟରେ ଏକ ନୂଆ ମାଇଲଖୁଣ୍ଟ ସହ ଲକ୍ଷ୍ୟଧାର୍ଯ୍ୟ ସମୟ ମଧ୍ୟରେ ଏତିହାସିକ ସଫଳତା ଲାଭ କରିଛି। ପାରାଦୀପ ପୋର୍ଟ ୨୦୨୪-୨୫ ଆର୍ଥିକ ବର୍ଷ ପ୍ରଥମ…

୧.୫ ଲକ୍ଷ କୋଟି ଟପିଲା କେଭିଆଇସି କାରବାର

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ ବା କେଭିଆଇସି) ଉଲ୍ଲେଖନୀୟ ସଫଳତା ସହ ନୂତନ ମାଇଲଖୁଣ୍ଟ…

ୱାକାଥନ ଜରିଆରେ କ୍ୟାନ୍‌ସର ସଚେତନତା

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଟକ ତେଲଙ୍ଗାପେଣ୍ଠସ୍ଥିତ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ବାଲେଶ୍ୱରଠାରେ ରୋଟାରି କ୍ଲବ୍‌ ସହଭାଗିତାରେ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏକ ମେଗା ଓ୍ବାକାଥନ (କ୍ୱିଟ୍‌…

ରିଅଲ୍‌ମି ୧୩ପ୍ରୋ ସିରିଜ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ରିଅଲ୍‌ମିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ୧୩ ପ୍ରୋ ସିରିଜର ଅନାବରଣ ନିକଟରେ ହୋଇଯାଇଛି। ଚଳିତ ମାସରେ କମ୍ପାନୀର ପ୍ରଥମ ଏଆଇ ପ୍ରଫେସନାଲ କ୍ୟାମେରା ସ୍ମାର୍ଟଫୋନ୍‌ ‘ରିଅଲ୍‌ମି ୧୩ ପ୍ରୋ ସିରିଜ’ର ଶୁଭାରମ୍ଭ…

ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ ବୃଦ୍ଧି

ଭୁବନେଶ୍ୱର,୧୦।୭(ଅନୁରାଧା ମହାରଣା): ଇକ୍ୱିଟି ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ ଜୁନ୍‌ ମାସରେ ଏକ ନୂତନ ରେକର୍ଡରେ ପହଞ୍ଚିଛି। ଏହି ମାସରେ ଇକ୍ୱିଟି ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ ୧୭% ବୃଦ୍ଧି ପାଇଛି। ମେ ମାସରେ ୩୪,୬୯୭ କୋଟି ଟଙ୍କା ବିନିଯୋଗ ହୋଇଥିବାବେଳେ ଜୁନ୍‌ରେ ପ୍ରବାହ…

ପିପିଏଫ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ପ୍ରିନ୍ସ ପାଇପ୍ସ ଆଣ୍ଡ ଫିଟିଂସ ଲିମିଟେଡ୍‌ (ପିପିଏଫ୍‌ଏଲ୍‌)ର ନୂତନ ଅଭିଯାନ ‘ଅଭିନବ ରଥ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ତା’ର ଉଚ୍ଚମାନର ପାଇପ୍‌ ଓ ଫିଟିଂ ବ୍ୟବହାରକରି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri