ରେପୋରେଟ୍ ହାର ପରିବର୍ତ୍ତନ ଆଶା କ୍ଷୀଣ
ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦ୍ୱି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକରେ ପ୍ରମୁଖ ସୁଧ ହାର ରେପୋ ହାରରେ ହ୍ରାସ ହେବାର ସମ୍ଭାବନା କମ୍ ରହିଛି। ବିଶେଷଜ୍ଞମାନଙ୍କ ମତାନୁସାରେ, ଖୁଚୁରା ମୁଦ୍ରାସ୍ଫୀତି ଏବେ…
ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ
ନୂଆଦିଲ୍ଲୀ,୭।୧୦: ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ ଆରମ୍ଭ…
ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ
ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ ଦକ୍ଷତା ବୃଦ୍ଧି ପାଇଁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୦,୦୦୦ ନୂତନ କର୍ମଚାରୀ ନିଯୁକ୍ତି…
ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…
ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍(ଏଫ୍ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…
ରାଜ୍ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର
ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍ ରାଜ୍ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର ଓଡ଼ିଶାରେ ପରିଚିତ ରାଜ୍ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ଦୁର୍ଗାପୂଜା, ଦୀପାବଳି ଏବଂ…
ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’
ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ ଯୁଗର ରାଣୀ ବା ମହିଳାମାନଙ୍କୁ ସମ୍ମାନ ଜଣାଇ ଏହି କଲେକ୍ସନର ଶୁଭାରମ୍ଭ କରାଯାଇଛି। ନିର୍ଭୀକ…
ଆଲିଶାନ୍ର ‘ପୂଜା ପାୱାର’ ଅଫର
ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍ ଆଲିଶାନ୍ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ୫୦ରୁ ଅଧିକ ବ୍ରାଣ୍ଡ କଲରପ୍ଲସ୍,…
ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍ଠାରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା (ଭୁବନେଶ୍ୱର)ରେ କିସ୍ନାର ପ୍ରଥମ ଶୋ’ରୁମ୍ ହୋଇଥିଲାବେଳେ ଦେଶର ଏହା ୪୧ତମ ଆଉଟ୍ଲେଟ୍ ବୋଲି ହରିକ୍ରିଷ୍ଣା…
ସର୍ବୋଚ୍ଚ ସ୍ତରରେ ସୁନା ଦର
ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲାବେଳେ ରୁପା ମଧ୍ୟ ରେକର୍ଡ ସ୍ତରରେ କାରବାର ହେଉଛି। ସେହିଭଳି ଅନ୍ୟାନ୍ୟ ମୂଲ୍ୟବାନ୍…
ବିଗେଷ୍ଟ ଓଲା ସିଜନ ସେଲ୍ର ଶୁଭାରମ୍ଭ
ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍ଟ୍ରିକ୍ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍ (ବସ୍)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଅଭିଯାନ ଅଧୀନରେ କମ୍ପାନୀ ସର୍ବନିମ୍ନ ୪୯,୯୯୯ ଟଙ୍କା ମୂଲ୍ୟରେ ବ୍ରାଣ୍ଡ୍ର ଏସ୍୧…
ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ
ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ ଏକ ବଡ଼ ଉତ୍ସାହ ଦେଖିବାକୁ ମିଳିଛି। କନ୍ଫେଡେରେଶନ ଅଫ୍ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି)ର…
ଇଣ୍ଡିଆ ପୋଷ୍ଟ ସହ ଆମାଜନ୍ର ବୁଝାମଣା
ନୂଆଦିଲ୍ଲୀ,୫।୧୦: ଇଣ୍ଡିଆ ପୋଷ୍ଟ ଏବଂ ଆମାଜନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆମାଜନ୍ ଟ୍ରାନ୍ସପୋର୍ଟେଶନ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ଓ ଡିପାର୍ଟମେଣ୍ଟ ଅଫ୍ ପୋଷ୍ଟ୍ସ ପକ୍ଷରୁ ଦେଶବ୍ୟାପୀ ସେମାନଙ୍କର ଲଜିଷ୍ଟିକ୍ସ ପାର୍ଟନରଶିପକୁ ମଜଭୁତ କରିବା ପାଇଁ ଏକ…

