ବାଣିଜ୍ୟ

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବେଶ ଉପଯୋଗୀ। କଳ୍ପନା କରନ୍ତୁ ଯେ ଆପଣ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ ଯାଇ ନଗଦ ଟଙ୍କା (କ୍ୟାଶ୍) ଉଠାଉଛନ୍ତି, ତେବେ ଏବେ ଆପଣଙ୍କୁ କ୍ୟାଶ୍ ଉଠାଇବା…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଗଷ୍ଟ ୨୦ରେ ବ୍ରେଣ୍ଟ କ୍ରୁଡର ଦାମ ପ୍ରାୟ ୨.୪ ପ୍ରତିଶତ ବଢ଼ି ବ୍ୟାରେଲ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି ୧ ଲକ୍ଷ ୬୨ ହଜାର ଟଙ୍କା ପ୍ରତି ୧୦ ଗ୍ରାମରେ ପହଞ୍ଚିଛି ।…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି ବୋଲି ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମ୍‌ଏନ୍‌ଆର୍‌ଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟରୁ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ ଏହା ନିଶ୍ଚିତ କରିବାକୁ ପଡ଼ିବ ଯେ ସେମାନଙ୍କ ଗ୍ରାହକମାନେ ଯେପରି ନିଜ ନାମରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ କରିଥାନ୍ତି। ଏହି କ୍ରମରେ କର୍ଣ୍ଣାଟକ ରାଜ୍ୟରେ ମଧ୍ୟ ନିକଟରେ ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସଂଶୋଧନ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା ବଢ଼ିଯାଏ। ଚିନିର ବଢ଼ୁଥିବା ଦର ଏବଂ ପର୍ବପର୍ବାଣୀ ସମୟରେ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ ଟଙ୍କା ଜମା କରିବା ପାଇଁ ବାରମ୍ବାର ପୋଷ୍ଟ ଅଫିସ କିମ୍ବା ବ୍ୟାଙ୍କ ଶାଖାକୁ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ ହଜାର ଟଙ୍କା ଆଦାୟ କରିପାରିବ? ବର୍ତ୍ତମାନ ସୋସିଆଲ ମିଡିଆରେ ଏପରି ଏକ ମାମଲା…

୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍‌…

ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି ଏବଂ ବ୍ରେଣ୍ଟ କ୍ରୁଡ୍ ବ୍ୟାରେଲ ପିଛା ୯୧ ଡଲାର ଟପିଯାଇଛି। ଏଭଳି ସ୍ଥିତିରେ…

ମେଣ୍ଢା ପାଳନ କରି ରୋଜଗାର କରନ୍ତୁ ଲକ୍ଷ ଲକ୍ଷ ଟଙ୍କା, ସରକାର ଦେଉଛନ୍ତି ୯୦% ପର୍ଯ୍ୟନ୍ତ ସବସିଡି!

ନୂଆଦିଲ୍ଲୀ, ୧୯।୮: ଗାଁ ଓ ଗ୍ରାମାଞ୍ଚଳରେ ଚାଷ ସହ ପଶୁପାଳନ ଚାଷୀଙ୍କ ଆୟ ବଢ଼ାଇବାର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ମେଣ୍ଢା ପାଳନକୁ କମ ସ୍ଥାନ ଓ ତୁଳନାମୂଳକ କମ ସମ୍ବଳରେ ଆରମ୍ଭ କରାଯାଇପାରୁଥିବା ବ୍ୟବସାୟ ଭାବେ ଦେଖାଯାଏ। ମାଂସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?