ବାଣିଜ୍ୟ

୨୦ରେ ‘ଆମାଜନ ପ୍ରାଇମ ଡେ’ ଶୁଭାରମ୍ଭ

ଭୁବନେଶ୍ୱର,୮ା୭ (ଅଭୟ ଦାଶ): ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ସେଲ୍‌ ‘ଆମାଜନ ପ୍ରାଇମ ଡେ ବା ଏପିଡିର ୮ମ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ୨୦୨୪ ଜୁଲାଇ ୨୦ ରାତି ୧୨ ଘଟିକାରୁ ଆରମ୍ଭ ହୋଇ…

ଜୟଆଲୁକ୍କାସର ଅତୁଳନୀୟ ଅଳଙ୍କାର ବିକ୍ରି ଅଫର

ଭୁବନେଶ୍ୱର,୮।୭ (ଅଭୟ ଦାଶ):ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ’ର ବହୁ ପ୍ରତୀକ୍ଷିତ ଅଫର ତଥା ଅତୁଳନୀୟ ଅଳଙ୍କାର ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅତୁଳନୀୟ ବିକ୍ରି ୨୦୨୪ ଜୁଲାଇ ୧୪ରେ ଶେଷ ହେବାକୁ ଯାଉଛି।…

ନୂଆ ନିୟମ ଆଣିବ ଏଫ୍‌ଏସ୍‌ଏସ୍‌ଏଆଇ

ଭୁବନେଶ୍ୱର,୮।୭(ଅନୁରାଧା ମହାରଣା):ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ(ଏଫ୍‌ଏସ୍‌ଏସ୍‌ଏଆଇ) ପ୍ୟାକେଜ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା କମ୍ପାନୀଗୁଡିକ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିବାକୁ ନିଷ୍ପତ୍ତି ନେଇଛି। ବୋଲ୍ଡ ଅକ୍ଷରରେ ପ୍ୟାକେଜ ଖାଦ୍ୟ ପଦାର୍ଥରେ ଲୁଣ, ଚିନି ଏବଂ ସାଚୁରେଟେଡ୍‌ ଫ୍ୟାଟ୍‌…

ପେଟିଏମ ମୋ ଝିଅ ଭଳି ଯାହାର ଆକ୍ସିଡେଣ୍ଟ ହୋଇଗଲା

ନୂଆଦିଲ୍ଲୀ,୭।୭: ୨୦୨୪ବର୍ଷ ଫିଣ୍ଟେକ ସେକ୍ଟରର ବୃହତ୍‌ କମ୍ପାନୀ ପେଟିଏମ ପାଇଁ ଖରାପ ବର୍ଷ ହୋଇଛି। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇବା ପରେ ପେଟିଏମ ଏହାର କଠିନ ସମୟ ଦେଇ ଗତି କରୁଛି।…

ପ୍ରଥମ ତ୍ରୈମାସିକରେ ୫.୨୫ନିୟୁତ ଟନ୍‌ ଅଶୋଧିତ ଇସ୍ପାତ ଉତ୍ପାଦନ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’ ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକର ଫଳାଫଳ…

ସହଭାଗିତା ରାଜ୍ୟକୁ ଆହୁରି ବିକାଶର ଶିଖରରେ ପହଞ୍ଚାଇବ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ ଅଗ୍ରଣୀ କମ୍ପାନୀ ସମୂହ ଦୀର୍ଘବର୍ଷ ଧରି ରାଜ୍ୟରେ କାର୍ଯ୍ୟ କରୁଛନ୍ତି। ଏପରି କି ଓଡ଼ିଶା ସରକାରଙ୍କ ସହ ଆମର ସହଭାଗିତା ରାଜ୍ୟକୁ ଆହୁରି ଅଧିକ ବିକାଶର…

ରଥଯାତ୍ରାରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ ସହ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି। ଏପରିକି…

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି କହିଛନ୍ତି, ସଂସଦର ଆଗାମୀ ବଜେଟ ଅଧିବେଶନ ଜୁଲାଇ ୨୩ରେ ଉପସ୍ଥାପନ ହେବ। କିରେନ ରିଜିଜୁ…

ଏନ୍‌ଏମ୍‌ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଏମ୍‌ଡିସି) ଲିମିଟେଡ୍‌ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍‌ ଅଫ୍‌ ଆର୍ଟ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟରକୁ କେନ୍ଦ୍ର ଇସ୍ପାତ ସଚିବ ନଗେନ୍ଦ୍ର ନାଥ ସିହ୍ନା ଶୁକ୍ରବାର…

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା ଅନୁସନ୍ଧାନ ପାଇଁ ଏକ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ପାଇଁ ‘ତୃତୀୟ ପୂର୍ବାଞ୍ଚଳ ଶକ୍ତି ସମ୍ମିଳନୀ’…

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ ୧୨୫’ର ଆନୁଷ୍ଠାନିକ ଅନାବରଣ ଶୁକ୍ରବାର ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର)…

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri