ବାଣିଜ୍ୟ

ଦିନକରେ ନିବେଶକ ହରାଇଲେ ୩.୫ ଲକ୍ଷ କୋଟି

ମୁମ୍ବାଇ,୧।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାରର କାରବାର ଉପରେ ବଡଧରଣର ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ୩.୫…

କଳାମନ୍ଦିରକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ପୁରସ୍କାର

ଭୁବନେଶ୍ୱର,୧।୧୦ ରାଜ୍ୟର ଅଗ୍ରଣୀ ଫ୍ୟାଶନ ଶୋ’ରୁମ୍‌ କଳାମନ୍ଦିରକୁ ନିକଟରେ ଟାଇମ୍ସ ଆଇକନ୍ସ ଅଫ୍‌ ଓଡ଼ିଶା-୨୦୨୪ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ…

ଭୁବନେଶ୍ୱର ‘ସୂତା’ ଆଉଟଲେଟର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହାଣ୍ଡଲୁମ ଷ୍ଟାର୍ଟଅପ ବ୍ରାଣ୍ଡ ‘ସୂତା’ (ଭୁବନେଶ୍ୱରର ସୂତା ଆଉଟଲେଟ) ର ପ୍ରଥମ ବାର୍ଷିକ ଉତ୍ସବ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସୂତାର ସହ ପ୍ରତିଷ୍ଠାତା ତଥା ଏମଡି ତାନିଆ ବିଶ୍ୱାସ,…

ଅରୁନ୍ଧତୀକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ଆଓ୍ବାର୍ଡ

ଭୁବନେଶ୍ୱର,୧।୧୦:ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟାଇମ୍ସ ଅଫ ଇଣ୍ଡିଆ ଗ୍ରୁପ ପକ୍ଷରୁ ନିକଟରେ ଆୟୋଜିତ ଟାଇମ୍ସ ଆଇକନ ଅଫ ଓଡିଶା-୨୦୨୪…

ଗ୍ରାହକଙ୍କୁ ଉତ୍କୃଷ୍ଟ ସେବା ଯୋଗାଇବ ବ୍ୟାଙ୍କ

ଭୁବନେଶ୍ୱର, ୧।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ ବା ପିଏନ୍‌ବି ସମ୍ବଲପୁର ମଣ୍ଡଳ ପକ୍ଷରୁ ଏକ ଗ୍ରାହକ ସମ୍ମିଳନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ରାଜେଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲାବେଳେ…

ସିଜେ ଡାର୍ସଲ୍‌ ସହ ଜେଏସ୍‌ଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୧୦: ଭାରତର ଅନ୍ୟତମ ଅଗ୍ରଣୀ ଲଜିଷ୍ଟିକ୍‌ ପ୍ରଦାନକାରୀ ସିଜେ ଡାର୍ସଲ୍‌ ଲଜିଷ୍ଟିକ୍‌ ଲିମିଟେଡ୍‌ ଏବଂ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡ (ଜେଏସ୍‌ଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଚ୍ଚ ଶକ୍ତି ବିଶିଷ୍ଟ ଜେଟି ଗ୍ରେଡ୍‌ ଷ୍ଟେନଲେସ୍‌ ଷ୍ଟିଲରେ (ବିଆଇଏସ୍‌…

ଆକର୍ଷଣୀୟ ମୂଲ୍ୟରେ ପ୍ରିମିୟମ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୧।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରୀ ଗଣପତି ସିଲ୍କ (ଗଣେଶ ସିଲ୍କ) ଜାତୀୟସ୍ତରୀୟ ହସ୍ତତନ୍ତ ମେଳା-୨୦୨୪ରେ ସାମିଲ ହୋଇଛି। ଏହି ମେଳାରେ ଗଣେଶ ସିଲ୍କ ତାମିଲନାଡୁର ପ୍ରିମିୟମ ସିଲ୍କ ଉତ୍ପାଦ ବେଶ ଆକର୍ଷଣୀୟ ହୋଇଥିଲାବେଳେ ଗ୍ରାହକଙ୍କୁ ଆକୃଷ୍ଟ…

କାନାରା ବ୍ୟାଙ୍କର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର,୧।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପଖୱାଡା ଦିବସ ଓ ପୁରସ୍କାର ବିତରଣ ସମାରୋହ-୨୦୨୪ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ (ଗୃହମନ୍ତ୍ରୀ ଭାରତ ସରକାର) ଙ୍କ ସନ୍ଦେଶ ସହିତ ବ୍ୟାଙ୍କର ପରିଚାଳନା…

ଟ୍ରେନରେ ଥାଇ ଜୋମାଟୋରେ ଅର୍ଡର କରିପାରିବେ ଖାଦ୍ୟ, ଏବେ ପ୍ରତି ଷ୍ଟେଶନରେ…

ନୂଆଦିଲ୍ଲୀ,୩୦।୯: ଯେତେବେଳେ ଆମେ କୌଣସି ଲମ୍ବା କିମ୍ବା କମ୍‌ ସମୟ ପାଇଁ ଟ୍ରେନରେ ଯାତ୍ରା କରୁ ସେତେବେଳ ଖାଇବା ନେଇ ଟେନଶନ ଥାଆନ୍ତି। କେତେବଳେ ଟ୍ରେନ ଭିତରକୁ ଆସୁଥିବା ବାରମଜା କିଣି ଖାଇଥାନ୍ତି ତ କେବେ ଷ୍ଟେଶନରେ ଟ୍ରେନ ଅଟକିଲେ ଖାଦ୍ୟ…

ବିଳାସପୂର୍ଣ୍ଣ କାର ନିର୍ମାତାଙ୍କ ପାର୍ବଣ ଉପହାର

ଭୁବନେଶ୍ୱର,୩୦।୯: ଚଳିତ ପାର୍ବଣ ପୂର୍ବରୁ ବିଳାସପୂର୍ଣ୍ଣ କାର ର୍ନିମାତାଗୁଡିକଙ୍କ ପକ୍ଷରୁ ଫେଷ୍ଟିଭ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ପାର୍ବଣ ଋତୁରେ ଗାଡି ବ୍ରିକି ବୃଦ୍ଧି ପାଇଁ ଆକର୍ଷଣୀୟ ଅଫର ଓ ଆଖିଦୃଶିଆ ଇଏମଆଇ ଭଳି ସୁବିଧା ଗ୍ରାହକଙ୍କୁ ଯୋଗାଇ…

ପିଜିଆଇର ଏମ୍‌ଏସ୍‌ ଧୋନି ସିଗ୍‌ନେଚର କଲେକ୍ସନ

ଭୁବନେଶ୍ୱର,୩୦।୯: ପ୍ଲାଟିନମ ଗିଲ୍‌ଡ ଇଣ୍ଟରନ୍ୟାଶନାଲ ବା ପିଜିଆଇ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ସୁକ୍ଷ୍ମ କାରିଗରିରେ ନିର୍ମିତ ମେନ୍‌ ଅଫ ପ୍ଲାଟିନମ୍‌ ଏମ୍‌ଏସ୍‌ ଧୋନି ସିଗ୍‌ନେଚର କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତୀୟ କ୍ରିକେଟ ଜଗତର କିମ୍ବଦନ୍ତୀ ଏମ୍‌ଏସ୍‌…

ଅଲ୍‌ ଓଡ଼ିଶା ସେଲ୍ଫ୍‌ ଫାଇନାନ୍‌ସିଂ କଲେଜ ସଂଘର ବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୩୦।୯ (ଅଭୟ ଦାଶ): ଅଲ୍‌ ଓଡ଼ିଶା ସେଲ୍ଫ୍‌ ପାଇନାନ୍‌ସିଂ କଲେଜର ବାର୍ଷିକ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ୍‌ ପୁଷ୍ପକ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସାଧାରଣ ସଭା ଓ ବାର୍ଷିକ ସମ୍ମିଳନୀରେ ୧୩୫ କଲେଜର ପ୍ରତିନିଧମାନେ ଯୋଗ ଦେଇଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?