ବାଣିଜ୍ୟ

ଟିବିବିଡି-୨୪ ପ୍ରାରମ୍ଭରେ ୩୩ କୋଟିରୁ ଅଧିକ ଉପଭୋକ୍ତା ପରିଦର୍ଶନ

ଭୁବନେଶ୍ୱର,୩୦।୯: ଦେଶର ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମ ‘ଫ୍ଲିପ୍‌କାର୍ଟ’ର ବହୁ ପ୍ରତୀକ୍ଷିତ ଦ ବିଗ୍‌ ବିଲିୟନ ଡେଜ୍‌ (ଟିବିବିଡି)ର ୧୧ତମ ସଂସ୍କରଣ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ଫ୍ଲିପ୍‌କାର୍ଟ ଭିଆଇପି ଏବଂ ପ୍ଲସ୍‌ ଗ୍ରାହକଙ୍କ ପାଇଁ ୟର୍ଲି ଆକ୍ସେସ୍‌ ୨୦୨୪ସେପ୍ଟେମ୍ବର ୨୬ରୁ ଆରମ୍ଭ…

ୟୁଏସ୍‌ ପୋଲୋର ନୂତନ ଆଉଟଲେଟ

ଭୁବନେଶ୍ୱର,୩୦।୯: ଭାରତର ଅଗ୍ରଣୀ କାଜୁଆଲ୍‌ ଓୟାର ବ୍ରାଣ୍ଡ୍‌ ତଥା ବିଶ୍ୱପ୍ରସିଦ୍ଧ ୟୁନାଇଟେଡ୍‌ ଷ୍ଟେଟ୍ସ ପୋଲୋ ଆସୋସିଏଶନ୍‌ (ୟୁଏସ୍‌ପିଏ)ର ରିଟେଲ ଚେନ ୟୁଏସ୍‌ ପୋଲୋ ଆସୋସିଏଶନ ବା ୟୁଏସ୍‌ ପୋଲୋର ନୂତନ ଆଉଟଲେଟ ଭୁବନେଶ୍ୱରର ଜନପଥ ରୋଡ(ଶହୀଦନଗରସ୍ଥିତ ମହାନ୍ତି ଛକ)ଠାରେ ଉଦ୍‌ଘାଟିତ ହୋଇଯାଇଛି।…

ଜଳ ସଂରକ୍ଷଣରେ ଉଦାହରଣ ପାଲଟିଛି ପାରସତରାଇ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇ ଚାଲିଥିବାବେଳେ ଏହା ଏକ ବୈଶ୍ୱିକ ସମସ୍ୟାରେ ପରିଣତ ହୋଇଛି। ଏପରି ସ୍ଥିତିରେ ଛତିଶଗଡ଼ ଧାମତାରୀ ଜିଲାର ଏକ ଛୋଟ ଗାଁ ପାରସତରାଇ ଜଳ ସଂରକ୍ଷଣ କ୍ଷେତ୍ରରେ ଉଦାହରଣ ପାଲଟିଛି। ମରୁଡ଼ି…

ଅଣ ବାସ୍‌ମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା

ଭୁବନେଶ୍ୱର,୨୯।୯(ଅନୁରାଧା ମହାରଣା): ଅଣ ବାସ୍‌ମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା କଟକଣା ଶନିବାର ହଟାଇଦିଆଯାଇଛି। ତେବେ ଟନ୍‌ ପିଛା ସର୍ବନିମ୍ନ ରପ୍ତାନି ମୂଲ୍ୟ (ଏମ୍‌ଇପି) ୪୯୦ ଡଲାର ଲାଗୁ କରାଯାଇଛି। ଘରୋଇ ଯୋଗାଣ ବଢ଼ାଇବା ପାଇଁ ୨୦୨୩ ଜୁଲାଇ…

ଲକ୍ଷେ ଟପିଲା ରୁପା ଦର

ଭୁବନେଶ୍ୱର,୨୮।୯: (ଅଭୟ ଦାଶ): ପାର୍ବଣ ପୂର୍ବରୁ ପାରମ୍ପରିକ ଅଳଙ୍କାରଠାରୁ ମୂଲ୍ୟବାନ୍‌ ଗହଣାର ଦାମ୍‌ ରେକର୍ଡସ୍ତରରେ ପହଞ୍ଚତ୍ଛି। ଏପରିକି ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ,…

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୮।୯: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୨୮।୯: ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପିଲାମାନଙ୍କ ପାଇଁ ପୋଷଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହି ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ମାଧ୍ୟମରେ ‘ପ୍ରୋଜେକ୍ଟ ନନ୍ଦଘର’ ଅଭିଯାନର…

ଏଲ୍‌ ଆଣ୍ଡ ଇଏମ୍‌ ସହ ଆମାଜନ୍‌ର ବୁଝାମଣା

ଭୁବନେଶ୍ୱର,୨୮।୯: ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ (ଏଲ୍‌ ଆଣ୍ଡ ଇଏମ୍‌) ଏବଂ ଆମାଜନ୍‌ ଇଣ୍ଡିଆ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ପ୍ଲାଟ୍‌ଫର୍ମ (ଆମାଜନ୍‌) ନ୍ୟାଶନାଲ କ୍ୟାରିୟର ସର୍ଭିସ୍‌ (ଏନ୍‌ସିଏସ୍‌) ପୋର୍ଟଲକୁ ଉପଯୋଗ କରିବା ଲାଗି ଏଲ୍‌ ଆଣ୍ଡ…

ଏନ୍‌ଭିସିଏଲ୍‌ର ନୁଭୋ ମାସୋନ ଶୁଭାରମ୍ଭ

ଭୁବନେଶ୍ୱର,୨୮।୯: ନୁଭୋକୋ ଭିସ୍ତାସ କର୍ପୋରେଶନ ଲିମିଟେଡ୍‌ (ଏନ୍‌ଭିସିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ନୁଭୋ ମାସୋନ’ର ଶୁଭାରମ୍ଭ ପଶ୍ଚିମବଙ୍ଗର ପାନାଗଡ଼ଠାରେ ହୋଇଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସୋସିଆଲ ରେସ୍‌ପନ୍ସବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଏହି ପଦକ୍ଷେପ ଆରମ୍ଭ କରାଯାଇଛି। ବିଶେଷ କରି ଅଣସଂଗଠିତ…

Flipkart BBD Sale vs Amazon Great Indian Sale 2024: କେଉଁ ସେଲ୍‌ରେ ମିଳୁଛି ଭଲ ଅଫର୍‌, ଇଲେକ୍ଟ୍ରୋନିକ୍ସ-ଘରୋଇ ସାମଗ୍ରୀରେ ଏତେ ଡିସକାଉଣ୍ଟ…

ନୂଆଦିଲ୍ଲୀ,୨୭।୯: ପାର୍ବଣ ଋତୁ ଆରମ୍ଭ ହେବା ସହିତ ଭାରତର ଦୁଇଟି ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମ ଫ୍ଲିପକାର୍ଟ ଏବଂ ଆମାଜନ ସବୁଠାରୁ ବଡ଼ ସେଲ୍‌ ଆରମ୍ଭ ହୋଇଛି। ଉଭୟ ପ୍ଲାଟଫର୍ମରେ ଶୁକବ୍ରାର ଅର୍ଥାତ୍‌ ୨୭ ସେପ୍ଟେମ୍ବରରୁ ଫେଷ୍ଟିଭାଲ ସେଲ୍‌ ଆରମ୍ଭ ହୋଇଛି। ଅବଶ୍ୟ,…

Flipkart Sale: ଶସ୍ତାରେ ମିଳୁଛି ଆଇଫୋନ୍‌ ୧୫ ପ୍ରୋ, ୩୦ହଜାର ଯାଏ ହେବ ସଞ୍ଚୟ!

ନୂଆଦିଲ୍ଲୀ,୨୭।୯: ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ। ଭାରତର ଦୁଇଟି ବଡ ଇ-ବାଣିଜ୍ୟ କମ୍ପାନୀ ଯଥା ଫ୍ଲିପକାର୍ଟ ଏବଂ ଆମାଜନ ନିଜ ନିଜ ପ୍ଲାଟଫର୍ମରେ ଫେଷ୍ଟିଭାଲ ସେଲ୍‌ ଆରମ୍ଭ କରି ଦେଇଛନ୍ତି। ଫ୍ଲିପକାର୍ଟରେ ବର୍ତ୍ତମାନ ବିଗ ବିଲିୟନ ଡେଜ୍‌ ଏବଂ ଆମାଜନରେ ଗ୍ରେଟ…

ଆଜିଓ ପ୍ଲାଟ୍‌ଫର୍ମରେ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ

ମୁମ୍ବାଇ,୨୭।୯: ଭାରତର ପ୍ରିମିୟର ଫ୍ୟାଶନ ଇ-ଟେଲର ଆଜିଓ ପ୍ଲାଟ୍‌ଫର୍ମରେ ଫ୍ୟାଶନ ଏବଂ ଗୁଣବତ୍ତା ପାଇଁ ଜଣାଶୁଣା ପ୍ରିମିୟମ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉଭୟ ସଂସ୍ଥା ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?