ବାଣିଜ୍ୟ

ବଜେଟ୍‌ ପୂର୍ବରୁ ଶେୟାର ମାର୍କେଟ୍‌ରେ ରେକର୍ଡ, ୮୦ ହଜାର ଟପିଲା ସେନ୍‌ସେକ୍ସ

ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍‌ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ୮୦ ହଜାର ପଏଣ୍ଟ ପାର କରି ଇତିହାସ ରଚିଛି । କାରବାର…

ଫିଟ୍‌ନେସ୍‌ ଚ୍ୟାଲେଞ୍ଜ ଜରିଆରେ ଡକ୍ଟର୍ସ ଡେ ପାଳିତ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏଚସିଜି ପଣ୍ଡା କ୍ୟାନସର ହସ୍ପିଟାଲ କଟକ ପକ୍ଷରୁ ଜାତୀୟ ଡାକ୍ତର ଦିବସ (ଡକ୍ଟର୍ସ ଡେ) ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ପାହାଳସ୍ଥିତ ହୋଟେଲ ପାଲ ହାଇଟ୍ସ ମନ୍ତ୍ରାଠାରେ…

୭୬ତମ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ସ ଡେ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ପ୍ରତିଷ୍ଠାନ ତଥା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ସ ଅଫ୍‌ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ସୋମବାର ୭୬ତମ ‘ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ସ ଡେ’ ପାଳିତ ହୋଇଯାଇଛି। ଏପରିକି ଏହାର ଫାଉଣ୍ଡେଶନ୍‌ ଡେ ସହିତ ସିଏ…

ଜୁନ୍‌ରେ ଖସିଲା ୟୁପିଆଇ କାରବାର

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) କାରବାରର ପରିମାଣ ଏବଂ ମୂଲ୍ୟ ମେ’ ମାସ ତୁଳନାରେ ଜୁନରେ ସାମାନ୍ୟ ହ୍ରାସ ପାଇଛି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ପକ୍ଷରୁ ସୋମବାର ମିଳିଥିବା ସରକାରୀ ତଥ୍ୟରେ ଦର୍ଶାଯାଇଛି ଯେ, ୟୁପିଆଇ…

ବିଓବି କଟକ କ୍ଷେତ୍ର ପକ୍ଷରୁ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗ(ତତ୍ତ୍ବାବଧାନ)ରେ ପ୍ରସିଦ୍ଧ ହିନ୍ଦୀ କବି ନାଗାର୍ଜୁନଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ ସୋମବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟ…

ପିଏମ୍‌ବିଆଇ ପକ୍ଷରୁ ଡାକ୍ତର ଦିବସ

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ଫାର୍ମାସ୍ୟୁଟିକାଲ୍‌ସ ଆଣ୍ଡ ମେଡିକାଲ ଡିଭାଇସେସ୍‌ ବ୍ୟୁରୋ ଅଫ୍‌ ଇଣ୍ଡିଆ(ପିଏମ୍‌ବିଆଇ) ପକ୍ଷରୁ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କ ପ୍ରତି ସମ୍ମାନର୍ଥେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏ ଅବସରରେ ରୋହିଣୀସ୍ଥିିତ ଜେଡି ହସପିଟାଲରେ…

ଉତ୍କଳ ହସ୍ପିଟାଲ ପାଳିଲା ଡାକ୍ତର ଦିବସ

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ନୀଳାଦ୍ରି ବିହାରସ୍ଥିତ ଘରୋଇ ସୁପର ମଲ୍ଟିସ୍ପେଶିିଆଲଟି ଉତ୍କଳ ହସ୍ପିଟାଲରେ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ହସ୍ପିଟାଲରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ଉତ୍କଳ ହସ୍ପିଟାଲ ଏମ୍‌.ଡି ଡା. ପ୍ରଜ୍ଞାନ ରଞ୍ଜନ ଘଡେଇ ଏବଂ ଡାଇରେକ୍ଟର (ମେଡିକାଲ ସର୍ଭିସେସ) ଡା.…

ପତଞ୍ଜଳି ଆୟୁର୍ବେଦକୁ ଅଧିଗ୍ରହଣ କରିବ ପିଏଫ୍‌ଏଲ୍‌

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ପତଞ୍ଜଳି ଫୁଡ୍‌ ଲିମିଟେଡ୍‌(ପିଏଫଏଲ) ବୋର୍ଡ ଏହାର ପ୍ୟାରେଣ୍ଟ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ‘ହୋମ୍‌ ଆଣ୍ଡ ପର୍ସନାଲ କେୟାର’ ବ୍ୟବସାୟ କ୍ରୟ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ବ୍ୟବସାୟ କିଣିବା ପାଇଁ ପତଞ୍ଜଳି ଫୁଡ୍ସ ଲମ୍ପସମ ମୂଲ୍ୟ ନିର୍ଦ୍ଧାରଣ ପାଇଁ…

ଫେରିନି ୭୫୮୧ କୋଟିର ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ବର୍ତ୍ତମାନ ସୁଦ୍ଧା ୨୦୦୦ଟଙ୍କିଆ ନୋଟର ମୋଟ ୯୭.୮୭ ପ୍ରତିଶତ ବ୍ୟାଙ୍କିଙ୍ଗ୍‌ ସିଷ୍ଟମକୁ ଫେରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏକ ବିବୃତି ଜାରି କରି କହିଛି ଯେ, ୨୦୨୩ ମସିହା ମେ ୧୯ରେ ଆରବିଆଇ ୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର…

ଜୁନ୍‌ରେ ୧,୬୧,୪୯୭ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୭: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୩ୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା…

କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା

ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା ହୋଇଛି।…

ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା

ଭୁବନେଶ୍ୱର,୧ା୭: ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଆଇମୋବାଇଲ୍‌ ପେ’ରେ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଗ୍ରାହକମାନେ ଫୋନ୍‌ କିମ୍ବା ଇ-ମେଲ୍‌ ମାଧ୍ୟମରେ ଗ୍ରାହକ ସେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri