ବାଣିଜ୍ୟ

କେଜିଆଇ ପକ୍ଷରୁ ଇଣ୍ଡଷ୍ଟ୍ରି-ଏକାଡେମିଆ କନେକ୍ଟ

ଭୁବନେଶ୍ୱର,୯।୯ (ଅଭୟ ଦାଶ): ରାଜ୍ୟର ଏକ ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଳିଙ୍ଗ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଟ୍ୟୁଶନ୍ସ ବା କେଜିଆଇ ପକ୍ଷରୁ ଆୟୋଜିତ ଦିନିକିଆ ରାଜ୍ୟସ୍ତରୀୟ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଆସୋଚାମ୍‌, ଏଏଫ୍‌ଏସ୍‌ଏ ଏବଂ ଇଗ୍‌ନାଇଟିଙ୍ଗ୍‌ ମାଇଣ୍ଡ୍‌ସର ସହଭାଗିତାରେ…

ଆସସ୍‌ର ନୂତନ ପେଗାସସ୍‌ ଷ୍ଟୋର୍‌

ଭୁବନେଶ୍ୱର,୯।୯ (ଅଭୟ ଦାଶ): ଆସସ୍‌ ଇଣ୍ଡିଆର ବହୁପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ପେଗାସସ୍‌ ଷ୍ଟୋର୍‌ ଭୁବନେଶ୍ୱରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୪୦୦ ବର୍ଗଫୁଟ ପରିବ୍ୟାପ୍ତ ଅଞ୍ଚଳରେ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ଯଥା ଭିଭୋବୁକ୍ସ, ଜେନ୍‌ବୁକ୍ସ, ରିପବ୍ଲିକ ଅଫ୍‌ ଗେମର୍ସ…

ଆଜି ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ,୯।୯ (ଅଭୟ ଦାଶ): ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି କାଉନସିଲର ୫୪ ତମ ବୈଠକ ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ସେପ୍ଟେମ୍ବର ୯ରେ…

ନେବୁଲାଇଜର ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୯।୯ (ଅଭୟ ଦାଶ): ଓଡ଼ିଶାରେ କ୍ରମାଗତ ଭାବେ ଶିଶୁମୃତ୍ୟୁ ହାର ବଢୁଥିବାବେଳେ ଶିଶୁମାନଙ୍କ ମଧ୍ୟରେ ଶ୍ୱାସକ୍ରିୟା ଜନିତ ରୋଗ ଅଧିକ ଦେଖିବାକୁ ମିଳୁଛି। ଏପରିକି ଆଜମା, ବ୍ରୋଙ୍କାଇଟିସ୍‌, ସିଓପିଡି ଏବଂ ନିମୋନିଆ ଭଳି ରୋଗ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ ନାହିଁ…

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ସହ ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାର କରିବ ବୋଲି କମ୍ପାନୀ…

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ତଥା ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମୀର…

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଆର୍ଥିକ ସାକ୍ଷରତା ଓ ଡିଜିଟାଲ ପେମେଣ୍ଟ ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଏସ୍‌ଏଲ୍‌ବିସି…

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା ନିର୍ମିତ ସାମଗ୍ର ପରିବର୍ତ୍ତେ ସ୍ବଦେଶୀ ଉତ୍ପାଦ ପ୍ରତି ଆଗ୍ରହ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି।…

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ କଟକ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ‘ଓଡ଼ିଶାରେ ମହିଳା ଉଦ୍ୟମିତା ମଞ୍ଚ’…

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍‌ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ…

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ କମ୍ପାନୀ ନିକଟରେ ଆଉ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ବିଶେଷ କରି ବନ୍ଦେ…

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀର କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜାହ୍ନବୀ ନିଶାନ (ଜାହ୍ନବୀ ଅଟୋମୋଇଲ୍ସ ପ୍ରାଇଭେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?