ବାଣିଜ୍ୟ

କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !

ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍‌ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍‌ଓ। ଦେଶରେ ଏବେ କରୋନା ପ୍ରଭାବ ନ ଥିବାରୁ ଏହି ସୁବିଧା ବନ୍ଦ କରି ଦିଆଯାଇଛି । ତେବେ କର୍ମଚାରୀମାନେ…

ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ ମାନୁଆଲର ପ୍ରଥମ ସଂସ୍କରଣ

ଭୁବନେଶ୍ୱର,୧୫।୬: ଇଣ୍ଡିଆନ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଡେଭଲପମେଣ୍ଟ ଆସୋସିଏସନ (ଆଇଏସ୍‌ଏସ୍‌ଡିଏ)ର ବହୁ ପ୍ରତୀକ୍ଷିତ ତଥା ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ୍‌ ମାନୁଆଲର ପ୍ରଥମ ଭାରତୀୟ ସଂସ୍କରଣ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ସହରାଞ୍ଚଳ ଭିତ୍ତିଭୂମିରେ ଷ୍ଟେନ୍‌ଲେସ୍‌ ଷ୍ଟିଲର ରୂପାନ୍ତରଣକାରୀ ଶକ୍ତିକୁ ଠିକ୍‌ ଭାବେ…

ଜେଇଇ ଆଡ୍‌ଭାନ୍ସଡ୍‌ରେ ଆକାଶର ବାଜିମାତ୍‌

ଭୁବନେଶ୍ୱର,୧୫।୬: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ଛାତ୍ରୀଛାତ୍ରମାନେ ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷା ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ବାଜିମାତ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି) ମାଡ୍ରାସ ପକ୍ଷରୁ ନିକଟରେ ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷାଫଳ…

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସ୍ଥିରତା ସପ୍ତାହ

ଭୁବନେଶ୍ୱର,୧୫।୬: ଆର୍ସଲରମିତ୍ତଲ ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ) ର ଓଡ଼ିଶା ୟୁନିଟ୍‌ରେ ସ୍ଥିରତା ସପ୍ତାହ (ସଷ୍ଟେନାବିଲିଟି ଉଇକ୍‌) ପାଳିତ ହୋଇଯାଇଛି। ଏହି ଅବସରରେ ଜେନେରେଶନ ରେଷ୍ଟୋରେଶନ୍‌ ହ୍ୟାସ୍‌ଟ୍ୟାଗ୍‌ ସହିତ ଜମି ପୁନରୁଦ୍ଧାର, ମରୁଭୂମି ଏବଂ ମରୁଡ଼ି ସ୍ଥିରତାର ବିଷୟବସ୍ତୁ ନେଇ…

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ୧୩୦୦ ଜିଏସ୍‌

ଭୁବନେଶ୍ୱର,୧୫।୬ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ ଦୁଇଚକିଆ ଯାନ ତଥା ଅନ୍ତଃରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ବିଏମ୍‌ଡବ୍ଲ୍ୟୁ (ବିଏମ୍‌ଡବ୍ଲ୍ୟୁ ମୋଟୋରାଡ୍‌ ଇଣ୍ଡିଆ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ୧୩୦୦ଜିଏସ୍‌ର ସର୍ବଭାରତୀୟ ଅନାବରଣ ନିକଟରେ ହୋଇଯାଇଛି। ଏପରିକି…

ଭାରତର ରପ୍ତାନି ପରିମାଣ ଅଭିବୃଦ୍ଧି

ଭୁବନେଶ୍ୱର,୧୫।୬(ଅନୁରାଧା ମହାରଣା): ୨୦୨୪ ମେ’ରେ ଭାରତର ମୋଟ ରପ୍ତାନି ୧୦.୨୫ ପ୍ରତିଶତ ବୃଦ୍ଧି ପାଇବ। ୨୦୨୪ ଏପ୍ରିଲ-ମେ ମଧ୍ୟରେ ଭାରତର ମୋଟ ରପ୍ତାନି ୧୩୩.୬୧ ବିଲିୟନ ଡଲାର ହେବ ବୋଲି ଆକଳନ କରାଯାଇଛି, ଯାହା ୯.୨୧ ପ୍ରତିଶତ ଅଭିବୃଦ୍ଧି ଦର୍ଶାଉଛି। ଏପ୍ରିଲ-ମେ ୨୦୨୪…

ଏଣିକି ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା, ଉପଭୋକ୍ତାଙ୍କୁ ଦେବାକୁ ପଡ଼ିବ ଅଧିକ ଚାର୍ଜ

ଭୁବନେଶ୍ୱର,୧୪ା୬: ନଗଦ କାରବାର କରିବା ପାଇଁ ଏଟିଏମ୍ ବ୍ୟବହାରକାରୀଙ୍କୁ ଏଣିକି ଅଧିକ ଚାର୍ଜ ଦେବାକୁ ପଡିବ। କନଫେଡେରେସନ୍ ଅଫ୍ ଏଟିଏମ୍ ଇଣ୍ଡଷ୍ଟ୍ରି(CATMI) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଏବଂ ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ (ଏନପିସିଆଇ) କୁ ଇଣ୍ଟରଚେଞ୍ଜ୍…

ଜେଏସ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୪ା୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଜେଏସ୍‌ଏଲ୍‌ର ନୂତନ ଅଭିଯାନ ‘ଜଙ୍ଗ୍‌ ୱାରିୟର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ…

ପୁଣେରେ ଜୟଆଲୁକ୍କାସ୍‌ ଶୋ’ରୁମ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୪ା୬(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଶୋ’ରୁମ୍‌ ନିକଟରେ ପୁଣେର ପିମ୍ପ୍ରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କୋହିନୁର ଗ୍ରୁପ୍‌ର ଚେୟାରମ୍ୟାନ ତଥା ଏମ୍‌ଡି କୃଷ୍ଣକୁମାର ଗୋଏଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ…

କାନାର ବ୍ୟାଙ୍କର କର୍ପୋରେଟ ମିଟ୍‌

ଭୁବନେଶ୍ୱର,୧୪ା୬: କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଏକ କର୍ପୋରେଟ୍‌ ମିଟ୍‌ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ କ୍ରାଉନ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୭୦ରୁ ଉର୍ଦ୍ଧ୍ୱ କର୍ପୋରେଟ୍‌ ଓ…

ରିଲାଏନ୍ସ ଜିଓକୁ ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ

ଭୁବନେଶ୍ୱର,୧୪ା୬: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌କୁ ନିକଟରେ ଆଉ ଏକ ସମ୍ମାନ ‘ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ’ ଦିଆଯାଇଛି। ବିଶେଷକରି କାର୍ବନ ଫୁଟ୍‌ ପ୍ରିଣ୍ଟ ହ୍ରାସ କରିବା ଦିଗରେ ଉଲ୍ଲେଖନୀୟ ଅବଦାନ ଓ ପ୍ରୟାସ ପାଇଁ…

ଧାନର ଏମ୍‌ଏସ୍‌ପି ବୃଦ୍ଧି ଅର୍ଥନୀତି ପାଇଁ ଶୁଭ ସଙ୍କେତ

ଭୁବନେଶ୍ୱର,୧୪ା୬(ଅନୁରାଧା ମହାରଣା): ରାଜ୍ୟର କୃଷକମାନଙ୍କ ସଶକ୍ତୀକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ବୁଧବାର କ୍ୟାବିନେଟ୍‌ ବୈଠକରେ ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri