୪ ଟ୍ରିଲିୟନ ଉପରେ ଜିଇଏମ୍ କାରବାର
ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ପକ୍ଷରୁ ନିକଟରେ ଆର୍ଥ ଆଓ୍ବାର ପାଳିତ ହୋଇଯାଇଛି। ବିଶେଷକରି ପରିବେଶ ଅବକ୍ଷୟ ଏବଂ ଜଳବାୟୁ ପରିବର୍ତ୍ତନ ରୋକିବା ପାଇଁ ଜରୁରୀ ପଦକ୍ଷେପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆର୍ଥ...
୭୦ ହଜାର ମୁହାଁ ସୁନା ଦର
ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା): ଦିନକୁ ଦିନ ସୁନାଦର ବଢ଼ିବାରେ ଲାଗିଛି। ଚଳିତ ମାସରେ ଭାରତୀୟ ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪ରୁ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ମାର୍ଚ୍ଚ ପହିଲାରେ ୨୨ କ୍ୟାରେଟ୍ ସୁନାଦର ୧୦ଗ୍ରାମ୍ ପିଛା...
ବିନା ଗ୍ୟାରେଣ୍ଟିରେ ଲୋନ୍ ନେବାକୁ ଚାହୁଁଛନ୍ତି କି? ସରକାରଙ୍କ ଏହି ଯୋଜନାରେ ମିଳିବ ୧୦ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୨୯।୩: ଗତ କିଛି ବର୍ଷ ଧରି ଦେଶରେ ଷ୍ଟାଟ୍ଅପ୍ର ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ଯୁବଗୋଷ୍ଠୀ ନିଜର ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି। କ’ଣ ଆପଣ ବି ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ହେଲେ ବିନା ଗ୍ୟାରେଣ୍ଟିଂରେ ଆପଣଙ୍କୁ ଲୋନ୍...
ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ
ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର...
Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ
ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି ଛୁଟି ଥାଏ, ତେବେ ଅନେକ ଥର ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଅଟକିଯାଏ। ମାର୍ଚ୍ଚ...
ଇପିଏଫ୍ଓରେ ଇ-କେୱାଇସି ବାଧ୍ୟତାମୂଳକ
ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ ଅନ୍ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ ବାଧ୍ୟତାମୂଳକ କରାଯାଇଛି।...
ଏଚ୍ଏମ୍ଏସ୍ଆଇର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ଲିମିଟେଡ୍ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଏହି ସଫଳତା ଭାରତୀୟ ବଜାର ପ୍ରତି କମ୍ପାନୀର ଉପସ୍ଥିତି ଓ...
ବଜାରରେ ନାଲ୍କୋର ନୂତନ ଉତ୍ପାଦ
ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ ଆଲୟେ ଇନ୍ଗଟ୍ ଏଏଲ୍-୫୯’କୁ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଯାଇଛି। ଏପରିକି ଏଏଲ୍-୫୯...
ପହିଲାରେ ଜମାହେବନି ୨୦୦୦ ଟଙ୍କିଆ
ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡିକରେ ୨୦୦୦ ଟଙ୍କିଆ ନୋଟ୍ ବିନିମୟ କିମ୍ବା ଜମା ସୁବିଧା...
ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍ ୧ ପର୍ଯ୍ୟନ୍ତ ଜାରି ରହିବ। ସମଗ୍ର...
ଗ୍ରାହକଙ୍କୁ ଝଟ୍କା ଦେଲା SBI, ଏପ୍ରିଲ ପହିଲାରୁ…
ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍କା। ବ୍ୟାଙ୍କ ଡେବିଟ୍ କାର୍ଡ ଉପରେ ମେନ୍ଟେନାନ୍ସ ଚାର୍ଜ(ରକ୍ଷଣାବେକ୍ଷଣ ଦେୟ) ବଢ଼ାଇବାକୁ ଘୋଷଣା କରିଛି। କ୍ଲାସିକ୍, ସିଲ୍ଭର, ଗ୍ଲୋବାଲ, କଣ୍ଟାକ୍ଟଲେସ୍ ଏବଂ...
ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ
ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫ ମଧ୍ୟରେ ପୂର୍ବତଟ ରେଳପଥ ୨୫୦ ନିୟୁତ ଟନ୍...
Archives


